Home Middle

ୟୁକ୍ରେନରେ ସାଇବର ଆକ୍ରମଣ ବୃଦ୍ଧି କଲା ରୁଷିଆ…

ମସ୍କୋ/କ୍ୱିଭ୍‌,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ୟୁକ୍ରେନରେ ସାଇବର ଯୁଦ୍ଧ ତୀବ୍ର କରିଛି। ୟୁକ୍ରେନର ବିଭିନ୍ନ ସଂସ୍ଥାର ସିଷ୍ଟମରେ ଥିବା ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ସ୍ଥାୟୀଭାବେ ନଷ୍ଟ କରିବା ପାଇଁ ରୁଷିଆ ଏକ…

ଦୈନିକ ସଂକ୍ରମଣ ୧୧ ହଜାର ତଳେ…

ନୂଆଦିଲ୍ଲୀ, ୨୭।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧୧ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୦ ହଜାର୨୭୩ ରେ ପହଞ୍ଚିଛି।…

ରୁଷିଆ-ୟୁକ୍ରେନ୍ ଯୁଦ୍ଧର ଚତୁର୍ଥ ଦିନ: ଖାର୍କିଭ ଗ୍ୟାସ ପାଇପ ଲାଇନକୁ ଉଡାଇଲେ ରୁଷିଆ ସେନା

ମସ୍କୋ,୨୭ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଚତୁର୍ଥ ଦିନରେ ବି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରି ଚାଲିଛି । ବେଳକୁ ବେଳ ୟୁକ୍ରେନର ସ୍ଥିତି ବିଗିଡିବାରେ ଲାଗିଛି । ଏପଟେ ରୁଷିଆ ସେନା ୟୁକ୍ରେନର ରାଜଧାନୀ କ୍ୱିଭ ପର୍ଯ୍ୟନ୍ତ…

ଉତ୍ତର ପ୍ରଦେଶ ବିଧାନସଭା ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ: ୬୧ ଆସନ ପାଇଁ ହେଉଛି ମତଦାନ

ଲକ୍ଷ୍ନୌ,୨୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇ ଯାଇଛି । ସକାଳ ପ୍ରାୟ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପଞ୍ଚମ ପର୍ଯ୍ୟାୟରେ ୧୨ ଜିଲାର ୬୧ ଆସନ…

ନବୀନଙ୍କ ମ୍ୟାଜିକ୍‌

ଭୁବନେଶ୍ୱର,୨୭।୨(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଜନନେତା। ଶନିବାରଠାରୁ ଆରମ୍ଭ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିରୁ ଏହା ପୁଣିଥରେ ପ୍ରମାଣିତ ହୋଇଛି। ନବୀନଙ୍କ ସ୍ବଚ୍ଛ ଭାବମୂର୍ତ୍ତି ଓ ଦୁର୍ନୀତି ବିରୋଧୀ ପଦକ୍ଷେପ ଜନମାନସରେ ଏକ ସ୍ବତନ୍ତ୍ର…

ବିଜୟଯାତ୍ରାରେ ବିଜେଡି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ଶନିବାର କଡ଼ା ସୁରକ୍ଷା ମଧ୍ୟରେ ରାଜ୍ୟର ବ୍ଲକ ମୁଖ୍ୟାଳୟଗୁଡ଼ିକରେ ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଜୋନ୍‌ଓ୍ବାରି ଗଣନା ଜାରି ରହିବ। ତେବେ ଗଣନାର ପ୍ରଥମ ଦିବସରେ ବିଜେଡିକୁ ବିପୁଳ ଜନସମର୍ଥନ…

ୟୁକ୍ରେନକୁ ସବୁ ପଟରୁ ଆକ୍ରମଣ କରିବ ରୁଷିଆ ସେନା: ପୁଟିନଙ୍କ ନିର୍ଦ୍ଦେଶ

ମସ୍କୋ,୨୭ ।୨: ୟୁକ୍ରେନର ରାଜଧାନୀ କ୍ୱିଭ ପାଇଁ ରବିବାର ରାତି ଏକ ଐତିହାସିକ ରାତି ହୋଇପାରେ । ରୁଷିଆ ସେନାଙ୍କ ପକ୍ଷରୁ ୟୁକ୍ରେନ୍ ଉପରେ ସମସ୍ତ ଶକ୍ତି ଲଗାଇ ଲଢୁ ନ ଥିବା ରୁଷିଆ ସେନା ଏଥର ତା’ର ସମସ୍ତ ଶକ୍ତି…

ଦିଲ୍ଲୀ ପହଞ୍ଚିଲା ୟୁକ୍ରେନରୁ ଆସିଥିବା ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ, ଯାତ୍ରୀଙ୍କୁ ସ୍ୱାଗତ କଲେ ସିନ୍ଧିଆ

ନୂଆଦିଲ୍ଲୀ,୨୭ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ରହିଛି । ରବିବାର ଭୋର ପ୍ରାୟ ୨ଟା ୪୫ରେ ରୋମାନିଆର ବୁକାରେଷ୍ଟରୁ ବାହାରି ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ ନୂଆଦିଲ୍ଲୀରେ…

ମିଡ଼ିଆକୁ ପୁଟିନ୍‌ଙ୍କ ନାଲି ଆଖି, ଆକ୍ରମଣ-ଅନୁପ୍ରବେଶ-ଯୁଦ୍ଧ ଶବ୍ଦର ବ୍ୟବହାର କଲେ ଜେଲ ସହିତ ଜରିମାନା…

ମସ୍କୋ, ୨୬।୨ : ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ସହିତ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ମିଡ଼ିଆକୁ ନାଲି ଆଖି ଦେଖାଇଛନ୍ତିି। ପୁଟିନ୍‌ ଧମକ ଦେଇ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ଆକ୍ରମଣ,ଅନୁପ୍ରବେଶ ଅବା ଯୁଦ୍ଧ ଶବ୍ଦର ବ୍ୟବହାର ମିଡ଼ିଆ ସଂସ୍ଥାମାନେ…

ସିରିଜ୍‌ ଜିତିଲା ଟିମ୍‌ ଇଣ୍ଡିଆ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ଧୂଳି ଚଟାଇଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌କୁ ଆଗୁଆ ୨-୦ରେ ଜିତି ନେଇଛି। ଓପନର ପାଥୁମ…

ପ୍ରଥମରୁ ବିପର୍ଯ୍ୟୟ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଓପନର ପାଥୁମ ନିଶାଙ୍କାଙ୍କ ୫୩ ବଲ୍‌ରୁ ଦ୍ରୁତ ୭୫ ରନ (୧୧ଚୌକା) ସହାୟତାରେ ଶ୍ରୀଲଙ୍କା ଭାରତ ପାଇଁ ୧୮୪ରନର ବିଜୟ ଲକ୍ଷ୍ୟ…

ଭାରତକୁ ୧୮୪ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଶ୍ରୀଲଙ୍କା

ଧର୍ମଶାଳା,୨୬ା୨: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସିରିଜର ଦ୍ୱିତୀୟ ଟି -୨୦ ମ୍ୟାଚ୍‌ ଶନିବାର ଧର୍ମଶାଳା ଷ୍ଟାଡିୟମରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?