Home Middle

୨୧୯ ଏୟାର ଲିଫ୍ଟ ଭାରତୀୟଙ୍କୁ ସ୍ବାଗତ…

ମୁମ୍ବାଇ, ୨୬।୨ : ରୋମାନିଆର ବୁକାରେଷ୍ଟରୁ ଏୟାରଲିଫ୍ଟ କରାଯାଇଥିବା ୨୧୯ ଭାରତୀୟ ଶନିବାର ସୁରକ୍ଷିତ ଭାରତ ପହଞ୍ଚିଛନ୍ତି। ମୁମ୍ବାଇର ବିମାନବନ୍ଦରରେ ପହଞ୍ଚିବା ପରେ ଏହି ଭାରତୀୟଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୀୟୁଷ ଗୋଏଲ୍‌ ସେମାନଙ୍କ ସହିତ…

ଯୁଦ୍ଧ ପାଇଁ ଭିଟାମାଟି ଛାଡିଲେ ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ…

କ୍ୱିଭ୍‌, ୨୬।୨ : ରୁଷିଆର ଆକ୍ରମଣ ଯୋଗୁ ୟୁକ୍ରେନ୍‌ର ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ ଭିଟାମାଟି ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଲୋକେ ଜୀବନ ବିକଳରେ ପଡ଼ୋଶୀ ଦେଶ ସୀମାରେ ପହଞ୍ଚିଛନ୍ତି। ଗତ ୩ ଦିନ ମଧ୍ୟରେ ଲୋକେ ନିଜର ଅତ୍ୟାବଶ୍ୟକ…

ରବିବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୬୧ ଆସନ ପାଇଁ ୬୯୩ ପ୍ରାର୍ଥୀ..

ଲକ୍ଷ୍ନୌ, ୨୬।୨ : ଉତ୍ତରପ୍ରଦେଶରେ ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ରବିବାର ହେବାକୁ ଯାଉଛି। ରାଜ୍ୟର ୧୨ ଜିଲାର ୬୧ ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଭୋଟର ଏହି ପର୍ଯ୍ୟାୟରେ ୬୯୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ପ୍ରୟାଗରାଜ, ଅଯୋଦ୍ଧା,…

ରୁଷିଆ ଏବେ ଆଉ କାରବାର କରିପାରିବ ନାହିଁ ଡଲାର, ୟୁରୋ, ପାଉଣ୍ଡ

ଓ୍ବାଶିଂଟନ: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ପରେ ସମଗ୍ର ବିଶ୍ୱରେ ଉତ୍ତେଜନା ଦେଖାଦେଇଛି। ଆମେରିକା ଏପର୍ଯ୍ୟନ୍ତ କୌଣସି ସାମରିକ କାର୍ଯ୍ୟାନୁଷ୍ଠାନ ଘୋଷଣା କରିନାହିଁ। କିନ୍ତୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ ବିରୋଧରେ ନୂତନ ଅର୍ଥନୈତିକ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ରୁଷିଆର…

ଆଗେଇ ଚାଲିଛି ବିଜେଡି: ୨୭୫ ଜୋନ୍‌ରେ ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ ଅନୁଯାୟୀ ୩୧୫ ଜିଲା ପରିଷଦ ଜୋନ୍‌ରୁ ୨୭୫ରେ ବିଜେଡି ଆଗୁଆ ରହିଛି। ଭାଜପା ମାତ୍ର…

ଫିନ୍‌ଲାଣ୍ଡ-ସ୍ବିଡ଼େନ୍‌କୁ ଧମକ, ନାଟୋରେ ସାମିଲ ହେଲେ ସାମରିକ ମିଶନ ପାଇଁ ପ୍ରସ୍ତୁତ ରୁହ…

ମସ୍କୋ, ୨୬।୨ : ରୁଷିଆ ଏବେ ଫିନ୍‌ଲାଣ୍ଡ ଏବଂ ସ୍ବିଡ଼େନ୍‌କୁ ଧମକ ଦେଇଛି। ନାଟୋରେ ସାମିଲ ହେଲେ ସାମରିକ ମିଶନ ପାଇଁ ପ୍ରସ୍ତୁତ ରହିବାକୁ ପ୍ରସ୍ତୁତ ରହିବାକୁ ରୁଷିଆ ଚେତାବନୀ ଦେଇଛି। ରୁଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ପ୍ରବକ୍ତା ମାରିଆ ଜଖାରୋଓ୍ବା…

ରୁଷିଆ ମିଡ଼ିଆର ଦାବି, ପଳାୟନ କରିଛନ୍ତି ଜେଲେନସ୍କି !…

ମସ୍କୋ, ୨୬।୨ : ୟୁକ୍ରେନ୍‌ ରୁଷିଆ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ମିଡ଼ିଆ ପକ୍ଷରୁ ଦାବି କରାଯାଇଛି ଯେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରାଜଧାନୀ କ୍ୱିଭ୍‌ ଛାଡ଼ି ପଳାୟନ କରିଛନ୍ତି। ତେବେ ଏହାକୁ ନେଇ ଭ୍ରମ…

କଂଗ୍ରେସ ପାଣ୍ଡବ-ଭାଜପା କୌରବ, କହିଲେ ରାହୁଲ…

ଦ୍ୱାରକା, ୨୬।୨ : ଗୁଜରାଟର ଦ୍ୱାରକାଠାରେ କଂଗ୍ରେସ ପକ୍ଷରୁ ଆୟୋଜିିତ ଚିନ୍ତନ ଶିବିରରେ ରାହୁଲ ଗାନ୍ଧୀ ଯୋଗଦେଇ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, ଭାଜପା ଜାଣିଶୁଣି କଂଗ୍ରେସକର୍ମୀଙ୍କୁ ନିଜ ଆଡ଼କୁ କରିବାରେ ଲାଗିଛି। ତେବେ ସତ୍ୟଯୁଦ୍ଧରେ କଂଗ୍ରେସ ପାଣ୍ଡବ…

ଶୁକ୍ର ଗ୍ରହ ଅଭିଯାନରେ ସଙ୍କଟ, ଆମେରିକାକୁ ହଟାଇ ଚାଇନାକୁ ସୁଯୋଗ ଦେଇପାରେ ରୁଷିଆ…

ମସ୍କୋ, ୨୬।୨ : ରୁଷିଆ ୟକ୍ରେନ୍‌ ଯୁଦ୍ଧ ଯୋଗୁ ଶୁକ୍ର ଗ୍ରହ ଅଭିଯାନରେ ସଙ୍କଟ ଦେଖାଦେଇଛି। ରୁଷିଆର ସ୍ପେସ ଏଜେନ୍ସିର ମୁଖ୍ୟ ଶନିବାର କହିଛନ୍ତି ଯେ ଆମେରିକାର ପ୍ରତିବନ୍ଧକ ମିଳିତ ମହାକାଶ ପ୍ରକଳ୍ପ ଉପରେ ପ୍ରଭାବ ପକାଇବ। ସେ କହିଛନ୍ତି ଯେ…

ଯୁଦ୍ଧରେ ଆମେରିକା ଯୋଗଦେଲେ ଆଣବିକ ଶକ୍ତି ବ୍ୟବହାର କରିପାରନ୍ତି ପୁଟିନ୍‌ , ନ୍ୟୁଜ୍‌ ଏଜେନ୍ସି ପକ୍ଷରୁ ସୂଚନା…

ମସ୍କୋ/କ୍ୱିଭ୍‌, ୨୬।୨ : ୟୁକ୍ରେନ ଉପରେ ଆକ୍ରମଣର ତୃତୀୟ ଦିନ ବିତିଛି। ରୁଷିଆ ଦାବି କରିଛି ଯେ ଆକ୍ରମଣରେ ୟୁକ୍ରେନର ୮୦୦ ସାମରିକ ଶିବିର ଧ୍ୱଂସ ହୋଇଛି। ସେଥିମଧ୍ୟରେ ୧୪ ଟି ସାମରିକ ଏୟାରଫିଲ୍ଡ, ୧୯ ଟି କମାଣ୍ଡ ପୋଷ୍ଟ, ୧୪…

ସୁପର୍‌ଟେକ୍‌ ଟୁଇନ୍‌ ଟାଓ୍ବାର ଧ୍ୱଂସ ପାଇଁ ଲାଗିବ କେତେ ବିସ୍ଫୋରକ, ବିଚାରବିମର୍ଷ ଆରମ୍ଭ…

ନୋଏଡା, ୨୬।୨ : ଦିଲ୍ଲୀ ଏନସିଆର୍‌ର ନୋଏଡାର ସେକ୍ଟର ୯୩-ଏ’ଠାରେ ଥିବା ସୁପର୍‌ଟେକ୍‌ ଟୁଇନ୍‌ ଟାଓ୍ବାର ଧ୍ୱଂସ ପାଇଁ ବିଚାର ବିମର୍ଷ ଜାରି ରହିଛି। ଏଥିପାଇଁ କେତେ ପରିମାଣର ବିସ୍ଫୋରକ ଲାଗିବ ତାହାର ହିସାବ ଲାଗି ଦକ୍ଷିଣ ଆଫ୍ରିକାରୁ ସ୍ବତନ୍ତ୍ର ଇଞ୍ଜିନିୟର…

ଏବେ ଏଷ୍ଟୋନିଆ-ଲାଟିଭିଆ-ଲିଥୋନିଆ ଉପରେ ପୁଟିନ୍‌ଙ୍କ ନଜର…

ମସ୍କୋ/ଓ୍ବାଶିଂଟନ, ୨୬।୨ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ତେବେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ କେବଳ ଏତିକିରେ ସନ୍ତୁଷ୍ଟ ହେବେ ନାହିଁ। ଅଗାମୀ ଦିନରେ ଏଷ୍ଟୋନିଆ, ଲାଟିଭିଆ ଏବଂ ଲିଥୋନିଆ ଉପରେ ପୁଟିନ୍‌ଙ୍କ ନଜର ରହିଛି। ସେ ଯୋଜନାବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?