Home Middle

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୮ା୧୧(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣା କୃଷି ମହାବିଦ୍ୟାଳୟ (ଓୟୁଏଟି) ଖେଳ ପଡିଆରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)କାର୍ଡ ବଣ୍ଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ବିଭିନ୍ନ…

ରାଫାଲ ଡିଲ୍‌ରେ ମଧ୍ୟସ୍ଥିଙ୍କୁ ୬୫ କୋଟି ଲାଞ୍ଚ, ସିବିଆଇ-ଇଡ଼ି ପାଖରେ ଥିଲା ସୂଚନା…

ନୂଆଦିଲ୍ଲୀ,୮।୧୧: ରାଫାଲ ଡିଲ୍‌ ନେଇ ଏବେ ନୂଆ ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଫ୍ରାନ୍ସର ଏକ ଅନ୍‌ଲାଇନ ପତ୍ରିକା ’ମିଡିଆପାର୍ଟ’ ରାଫାଲ ଡିଲ୍‌ ସମ୍ପର୍କରେ ଏକ ନୂତନ ଦାବି କରିଛି। ଏହି ପତ୍ରିକା ଏକ ନକଲି ଇନଭଏସ ପ୍ରକାଶ କରିଛି ଯେ ରାଫାଲ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୪୫୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ଘରେ ଘରେ ପରିଚିତ ଥିବା ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ…

କାର୍ଟୁନିଷ୍ଟ୍‌ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତରେ  ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ରବିବାର ରାତିରେ ଶ୍ୱାସ ଜନିତ ସମସ୍ୟା…

ପ୍ରତିଦିନ ବୁଲେଟିନରେ ପ୍ରସାରିତ ହେବ ପାକିସ୍ତାନର ମ୍ୟାପ୍‌

ଇସଲାମାବାଦ୍‌,୮।୧୧: ପାକିସ୍ତାନରେ ପ୍ରତିଦିନ ରାତି ୯ଟା ବୁଲେଟିନରେ ଜାତୀୟ ଓ ଆଞ୍ଚଳିକ ନ୍ୟୁଜ ଚ୍ୟାନେଲରେ ଦେଶର ନୂଆ ମ୍ୟାପ୍‌ ପ୍ରଦର୍ଶିତ କରାଯିବ। ଏ ନେଇ ପାକିସ୍ତାନ ଇଲେକ୍‌ଟ୍ରୋନିକ୍‌ ମିଡିଆ ରେଗୁଲେଟର ଅଥରିଟି (ପେମରା) ନିର୍ଦ୍ଦେଶ ଜାରି କରିଛି। ଉଲ୍ଲେଖଯୋଗ୍ୟ, ପାକିସ୍ତାନର ନୂଆ…

ଆର୍ଯ୍ୟନଙ୍କ ଅପହରଣ ଯୋଜନାକୁ ଫେଲ୍‌ କରିଦେଇଥିଲା ସେଲ୍‌ଫି

ମୁମ୍ବାଇ,୭।୧୧: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କୁ ଟଙ୍କା ପାଇଁ ଅପହରଣ କରାଯାଇଥିଲା। କିନ୍ତୁ ଏହି ଯୋଜନାରେ ସବୁ କିଛି ଭଣ୍ଡୁର କରି ଦେଇଥିଲା ସେଲ୍‌ଫି। ଭାଜପା ନେତା ମୋହିତ କାମ୍‌ବୋଜ ରଚିଥିବା ଅପହରଣ ଯୋଜନାର ଅଂଶ ଥିଲେ ନାର୍କୋଟିକ…

ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ରାତି ୧୧ଟା ପରେ କୁହୁଡ଼ି ସହିତ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୩ରୁ ୪ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

୧୩୦ କୋଟି ଭାରତୀୟଙ୍କୁ ନିରାଶ କଲା ନ୍ୟୁଜିଲାଣ୍ଡ

ଆବୁଧାବି,୭।୧୧: ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଭଳି ଚଳିତ ଟି୨୦ ବିଶ୍ୱକପ୍‌ରେ ମଧ୍ୟ ୧୩୦ କୋଟି ଭାରତୀୟ ନିରାଶ କରିଛି ନ୍ୟୁଜିଲାଣ୍ଡ। ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଆଫଗାନିସ୍ତାନକୁ ହରାଇ ଦେଇଛି। ଏହି ବିଜୟ ସହ ନ୍ୟୁଜିଲାଣ୍ଡ…

ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି। ଏ…

୬ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କଲେ ପାକିସ୍ତାନୀ ତଟରକ୍ଷୀ…

ଗାନ୍ଧୀନଗର,୭।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସି ପରେ ଏବେ ପାକିସ୍ତାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ରବିବାର ପାକିସ୍ତାନୀ ତଟରକ୍ଷୀ କର୍ମଚାରୀ ଭାରତୀୟ ବୋଟ ସହିତ ୬ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କରି ନେଇଛନ୍ତି।…

ନ୍ୟୁଜିଲାଣ୍ଡ୍‌ରେ ଲାଗୁ ହେଲା ଇଛାମୃତ୍ୟୁ ଆଇନ…

ଓ୍ବିଲିଂଟନ୍‌,୭।୧୧: ନ୍ୟୁଜିଲାଣ୍ଡରେ ରବିବାରଠାରୁ ଇଛାମୃତ୍ୟୁ (ୟୁଥାନ୍ସିିଆ) ଆଇନ କାର୍ଯ୍ୟକାରୀ ହୋଇଛି। ଏହି ଆଇନ ପ୍ରଣୟନ ହେବା ସହିତ ନ୍ୟୁଜିଲାଣ୍ଡ ୟୁଥାନ୍ସିିଆକୁ ଏକ ଆଇନଗତ ମାନ୍ୟତା ପ୍ରଦାନ କରିଥିବା ଦେଶଙ୍କ ସହିତ ସାମିଲ ହୋଇଛି। ପୂର୍ବରୁ କେବଳ ସ୍ବିଜରଲାଣ୍ଡ, ନେଦରଲାଣ୍ଡ, ସ୍ପେନ, ବେଲଜିୟମ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri