୧୦୦ କୋଟି ଟିକା ଲକ୍ଷ୍ୟ ହାସଲ ପାଇଁ ପ୍ରଧାନମନ୍ତ୍ରୀ ହେଲେ ସମ୍ମାନୀତ…
ନୂଆଦିଲ୍ଲୀ,୭।୧୧: ରାଜଧାନୀ ନୂଆଦିଲ୍ଲୀ ମ୍ୟୁନିସିପାଲିଟି ପରିଷଦ (ଏନଡିଏମସି) ର ସମ୍ମିଳନୀ କକ୍ଷରେ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାନ୍ତ୍ରୀ ରାଜନାଥ ସିଂ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ…
ମହାମାରୀ ଲଢ଼େଇରେ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ, କହିଲେ ନଡ୍ଡା…
ନୂଆଦିଲ୍ଲୀ,୭।୧୧: ଭାରତୀୟ ଜନତା ପାର୍ଟି ଭାଜପାର ଜାତୀୟ କାର୍ଯ୍ୟକାରିଣୀ ଦିଲ୍ଲୀରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଲାଲକୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀଙ୍କ ସମେତ ସମସ୍ତ ବଡ…
କଏଦୀଙ୍କ ଢେଲା ମାଡ଼ରେ ଜେଲରଙ୍କ ସମେତ ୩୦ ପୋଲିସ ଆହତ…
ଫତେଗଡ଼,୭।୧୧: ଉତ୍ତରପ୍ରଦେଶର ଫତେହଗଡ ଜିଲା ଜେଲରେ କଏଦୀମାନଙ୍କ ଢେଲା ମାଡ଼ରେ ଜେଳରଙ୍କ ସମେତ ୩-ୟ୦ ପୋଲିସ ଆହତ ହୋଇଛନ୍ତି। କଏଦୀ ଆକ୍ରମଣ, ଫାୟାରିଂ ଏବଂ ଅଗ୍ନିକାଣ୍ଡ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଏକ ସୁରକ୍ଷାକମୀଙ୍କ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଜିଲାପାଳ ସଞ୍ଜୟ…
ଦିଦିଙ୍କ ନୂଆ ରଣନୀତି, କଂଗ୍ରେସ-ସିପିଏମକୁ କରୁଛନ୍ତି ସଶକ୍ତ…
କୋଲକାତା,୭।୧୧: ପଶ୍ଚିମବଙ୍ଗର ନିକଟରେ ୪ଟିି ଆସନରେ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସେଥିରୁ ତିନୋଟି ଆସନରେ ଭାଜପା ପ୍ରାର୍ଥୀଙ୍କ ଅମାନତ ଉଡ଼ିଯାଇଛି। ବର୍ତ୍ତମାନ ଏହି ପରାଜୟକୁ ନେଇ ଦଳ ଭିତରେ ଏକ ଚର୍ଚ୍ଚା ଆରମ୍ଭ ହୋଇଛି। ସବୁଠୁ ବଡ କଥା ସାମ୍ନାକୁ…
୭ ମେଡିକାଲରେ ୧୮ ଡାକ୍ତର ପଦବୀ ଖାଲି
ଲଙ୍ଗଳେଶ୍ୱର, ୭।୧୧(ଡି.ଏନ.ଏ.) ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ସହ ବିନା ମୂଲ୍ୟରେ ଔଷଧ ଯୋଗାଇ ଦେଉଛନ୍ତି। ହେଲେ ବାଲିଆପାଳ ବ୍ଲକର ବିଭିନ୍ନ ଚିକିତ୍ସାଳୟରେ ଭିତ୍ତିଭୂମି ଥିଲେ ମଧ୍ୟ ଆବଶ୍ୟକ ସଂଖ୍ୟକ ଡାକ୍ତର ଏବଂ…
ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ…
ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୭।୧୧: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ ହେବାକୁ ଯାଉଛି। ଆମେରିକାର ସ୍ପେସ ଏଜେନ୍ସି ନାସା କହିଛି ଯେ ଏହା ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ। ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଏହା ହେବ। ଏହି ଅବସରରେ ପୃଥିବୀ ସୂର୍ଯ୍ୟ ଏବଂ ଚନ୍ଦ୍ର…
ଭାଗବଣ୍ଟା ଛିଣ୍ଡୁନି, ପ୍ରକଳ୍ପ ବିଳମ୍ବିତ
ଯାଜପୁର ଅଫିସ, ୭ା୧୧: ଖର୍ଚ୍ଚ ଭାଗବଣ୍ଟା (କଷ୍ଟ ଶେୟାରିଂ) ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ଓଡ଼ିଶାର ୩ ରେଳ ପ୍ରକଳ୍ପ କାର୍ଯ୍ୟ ଠିକଭାବେ ଆଗକୁ ବଢ଼ିପାରୁନାହିଁ। ଏଥିରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର, ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ନୂଆ ରେଳଲାଇନ ପ୍ରକଳ୍ପ ରହିଛି। ସେଥିମଧ୍ୟରୁ…
ମୋଦି ପୁଣି ଲୋକପ୍ରିୟ ତାଲିକାର ଶୀର୍ଷରେ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ଶୀର୍ଷରେ ରହିଛନ୍ତି। ମର୍ନିଂ କନ୍ସଲ୍ଟ ଦ୍ୱାରା ପ୍ରକାଶିତ ଗ୍ଲୋବାଲ ଲିଡର ଆପ୍ରୁଭାଲ୍ ମୂଲ୍ୟାୟନରେ ମୋଦି ୭୦ ପ୍ରତିଶତ ଆପ୍ରୁଭାଲ ସହ ଶୀର୍ଷ ସ୍ଥାନ ହାସଲ କରିଛନ୍ତି।…
ରାଜ୍ୟରେ ୩୧୮ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୩୨…
ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଲା…
ନୂଆଦିଲ୍ଲୀ,୭।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ୫ ଶହ ଟପିଛି। ଏହି ସମୟ ମଧ୍ୟରେ ଦୈନିକ ସଂକ୍ରମଣ…
ଆଷ୍ଟରଏଡ୍କୁ ନଷ୍ଟ କରିବ ନାସା
ଓ୍ବାଶିଂଟନ, ୭ା୧୧: ପୃଥିବୀ ଉପରେ ଅନେକ ସମୟରେ ବିପଦ ହୋଇ ଉଭା ହେଉଥିବା କ୍ଷୁଦ୍ର ଗ୍ରହପିଣ୍ଡ ବା ଆଷ୍ଟରଏଡ୍କୁ ନଷ୍ଟ କରିବାକୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ଯୋଜନା କରିଛି। ଏଥିଯୋଗୁ ଆମ ଗ୍ରହକୁ କ୍ଷତିଗ୍ରସ୍ତ ହେବାରୁ ବଞ୍ଚାଇବାକୁ ପ୍ରସ୍ତୁତ…
Archives


