Home Middle

ତେଲ ଟ୍ୟାଙ୍କର ବିସ୍ଫୋରଣରେ ୯୨ ମୃତ

ଫ୍ରିଟାଉନ (ସିଏରା ଲିଓନେ), ୭ା୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ସିଏରା ଲିଓନେ ରାଜଧାନୀ ନିକଟରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହେବାରୁ ୯୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଛନ୍ତି। ଶୁକ୍ରବାର ରାତିରେ ଫ୍ରିଟାଉନ ନିକଟସ୍ଥ ଓ୍ବେଲିଙ୍ଗଟନ୍‌ରେ ଟ୍ୟାଙ୍କରରୁ…

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ମାସଠାରୁ ଏହି ବର୍ଦ୍ଧିତ ଦରମା ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ମାସିକ…

ଶଙ୍ଖ ଧରିଲେ ପ୍ରଦୀପ ମାଝି

ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,ଏମ୍‌ପି ରମେଶ ମାଝି, ବିଜେଡିର ନବରଙ୍ଗପୁର ଜିଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା…

ରାଜ୍ୟରେ ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା…

ପେଟ୍ରୋଲଠାରୁ ଚିନି ହେଲାଣି ମହଙ୍ଗା, ଜାଣନ୍ତୁ କେଉଁଠି

ଇସଲାମାବାଦ,୬ା୧୧: ଋଣକୁ ନେଇ ଏହାର ଆବଶ୍ୟକତା ପୂରଣ କରୁଥିବା ପାକିସ୍ତାନରେ ମୁଦ୍ରାସ୍ଫୀତି ଚରମ ସୀମାରେ ପହଞ୍ଚିଛି। ଫଳରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସତେ ଯେପରି ଖାଦ୍ୟ ସାମଗ୍ରୀରେ ନିଆଁ ଲାଗିଛି। ଏଠାରେ ଚିନିର ମୂଲ୍ୟ ଆକାଶଛୁଆଁ ହୋଇଛି। ଏପରିକି ଏହା…

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୮ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯…

ଜଳଭଣ୍ଡାର ୧୪% ଶୁଖିଛି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଗତ ସପ୍ତାହରେ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶର ୧୩୦ ଜଳଭଣ୍ଡାରରେ ଜଳ ଧାରଣ କ୍ଷମତା ୨୫୭.୮୧୨ ବିଲିୟନ କ୍ୟୁବିକ୍‌ ମିଟର (ବିସିଏମ୍‌) ଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ଏହା ୩୩.୩%…

୩ ଟଙ୍କା ଭାଟ୍‌ କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କେନ୍ଦ୍ର ସରକାର ବୁଧବାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଟିକସ ହ୍ରାସ କରିବା ପରେ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍‌) ହ୍ରାସ କରିଛନ୍ତି। ହୁ ହୁ ହୋଇ ବଢୁଥିବା ଇନ୍ଧନ ମୂଲ୍ୟରୁ ସାଧାରଣ…

ନାବାଳିକା ପୀଡ଼ିତାଙ୍କୁ ଗର୍ଭପାତ ଅନୁମତି

ନୂଆଦିଲ୍ଲୀ,୬।୧୧: ଜଣେ ୧୭ ବର୍ଷୀୟା ନାବାଳିକା ବଳାତ୍କାର ପୀଡ଼ିତାଙ୍କୁ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଆଇନଗତ ଗର୍ଭପାତ ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଥିଲେ ପୀଡ଼ିତା। ଆବେଦନରେ ପୀଡ଼ିତା ଦର୍ଶାଇଥିଲେ ଯେ, ସେ ଜଣେ ନାବାଳିକା। ଛୋଟ ବୟସରେ ପ୍ରସବ…

୬.୩ ଓଭରରେ ମ୍ୟାଚ୍‌ ଶେଷ କଲା ଭାରତ

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲରେ ସ୍ଥାନ ପକ୍କା କରିବା ଆଶା ଉଜ୍ଜୀବିତ ରଖିଛି ଟିମ୍‌ ଇଣ୍ଡିଆ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ପକ୍ଷରୁ ୮୬ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଏହି ଲକ୍ଷ୍ୟକୁ ହାସଲ କରିବାର ଥିଲା ୭.୧ ଓଭରରେ।…

୭.୧ ଓଭର ଭିତରେ ଭାରତକୁ ଜିତିବା ଦରକାର

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୮୫ ରନ୍‌ରେ ରୋକି ଦେଇଛି ଭାରତୀୟ ଦଳ। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମି ୩ ଲେଖାଏ ଉଇକେଟ ନେଇ ସ୍କଟଲାଣ୍ଡ ପାଇଁ କାଳ ସାଜିଥିଲେ। ଯଶପ୍ରୀତ ବୁମରା ମଧ୍ୟ…

ପୁଣି ଆସୁଛି ଏକ ଲଘୁଚାପ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି । ଅନ୍ୟପକ୍ଷେ ଆଗାମୀ କିଛି ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri