Home Middle

ଭୋଟ୍‌ ଦେବାକୁ ଆସିଲେନି ଗ୍ରାମବାସୀ, ଖାଲିପଡ଼ିଛି ବୁଥ୍‌

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲା ରସୁଲପୁର ବ୍ଲକ ଶ୍ରୀବନ୍ତପୁର ପଞ୍ଚାୟତ ଅନ୍ତର୍ଗତ ବାଉଁଶଅଣ୍ଟା(ବଡ଼) ଗ୍ରାମବାସୀ ବିଭିନ୍ନ ମୌଳିକ ସମସ୍ୟା ଏବଂ ଜନହିତକର ଯୋଜନାରୁ ବାଦ୍‌ ପଡ଼ିଥିବା ଅଭିଯୋଗରେ ଗୁରୁବାର ଭୋଟ୍‌ ବର୍ଜନ କରିଛନ୍ତି। ୧୮ ଏବଂ ୧୯ ନମ୍ବର ବୁଥ୍‌ରେ ୪୦୬…

ଆଖିରେ ଲୁହ-ମନରେ କୋହ, ଜୀବନ ଭୟରେ ଆତଙ୍କିତ ଲୋକେ…

କ୍ୱିଭ୍‌,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। କ୍ୱିିଭ୍‌, ଡୋନବାସ ଖାର୍କି, ଓଡେସା ସମେତ ବହୁ ଅଞ୍ଚଳରେ ପ୍ରଚଣ୍ଡ ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳିଛି। ଘଟଣାସ୍ଥଳରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନେ ସୋସିଆଲ ମିଡିଆରେ କେତେକ ଭିଜୁଆଲ ଶେୟାର କରିଛନ୍ତି ।…

ନିଆଳିର ୯ଟି ବୁଥ୍‌ରେ ମତଦାନ ବନ୍ଦ

ନିଆଳି,୨୪ା୨(ଡି.ଏନ୍‌.ଏ.): କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ପୋଖରୀ ଗାଁ ପଞ୍ଚାୟତରେ ଗୁରୁବାର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ୧୧, ୧୨, ୧୩, ୧୪,୧୫, ୧୬, ୧୭, ୧୮ ଏବଂ ୧୯ ନଂ ବୁଥ୍‌ରେ ଭୋଟ୍‌ଦାନ ବନ୍ଦ…

ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…

ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍‌ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର ସମ୍ପତ୍ତିର ବହୁ ଲକ୍ଷ କୋଟି ଟଙ୍କା ବୁଡି ଯାଇଛି। ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ…

ଅଶୋଧିତ ତୈଳ ଦାମ ୮ ବର୍ଷ ପରେ ରେକର୍ଡସ୍ତରରେ, ଯୁଦ୍ଧର ପ୍ରଭାବରେ ପୁଣି ବଢ଼ିବ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪।୨ : ୟୁକ୍ରେନ୍‌ ବିରୋଧରେ ରୁଷିଆର ଯୁଦ୍ଧ ଘୋଷଣା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ରେକର୍ଡସ୍ତରରେ ପହଞ୍ଚିଛି। ବ୍ୟାରେଲ ପିଛା ଏହା ୧୦୧ ଡଲାର ଛୁଇଁଛି। ଏହାର ପ୍ରଭାବ ଭାରତ ଉପରେ ପଡ଼ିବାକୁ ଯାଉଛି। ଫଳରେ ଦେଶବାସୀ ଖୁବ୍‌…

ମାନବତା ପାଇଁ ସୈନ୍ୟ ଫେରାଇ ଆଣ, ପୁଟିନ୍‌ଙ୍କୁ ଜାତିସଂଘ ମହାସଚିବଙ୍କ ଅନୁରୋଧ …

ଜେନେଭା,୨୪।୨ : ୟୁକ୍ରେନକୁ ନେଇ ରୁଷିଆ ଏବଂ ଆମେରିକା ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ରୁଷ୍ରିାର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କୁ ଏନେଇ ଅନୁରୋଧ କରିଛନ୍ତି। ଏକ ଟୁଇଟର ପୋଷ୍ଟରେ ସେ କହିଛନ୍ତି ଯେ…

୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ

ମାଲକାନଗିରି,୨୪ା୨(ଡି.ଏନ୍‌.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍‌ ପାଇଁ ଭୋଟିଂ ଚାଲିଛି। ତେବେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ…

ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍‌ ଯୁଦ୍ଧର ପ୍ରଭାବ…

ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରି-ଓପନିଂରେ ବଜାର ୩ ପ୍ରତିଶତରୁ ଅଧିକ ହ୍ରାସ ଦୃଷ୍ଟି ଗୋଚର…

ଯୁଦ୍ଧ ଘୋଷଣା…

ମସ୍କୋ,୨୪।୨ : ଯୁଦ୍ଧ ଟାଳିବା ପାଇଁ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ବୈଠକ ଚାଲିଥିବାବେଳେ ରୁଷ୍‌ଇଆ ରାଷ୍ଠ୍ରପତି ବ୍ଲାଡିମୀର ପୁଟିନ୍‌ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି। ନାଟୋ କିମ୍ବା ଆମେରିକା ୟୁକ୍ରେନକୁ ସହଯୋଗ କଲେ ଭୟଙ୍କର ପରିଣାମ ହେବ ବୋଲି…

ଚାରିପଟୁ ଆକ୍ରମଣ ଯୋଜନା…

ମସ୍କୋ/କ୍ୱିଭ୍‌,୨୪।୨ : ଗତ ଦୁଇ ଦିନ ମଧ୍ୟରେ ରୁଷ-ୟୁକ୍ରେନ ଯୁଦ୍ଧ ସଙ୍କଟର ପରିସ୍ଥିତି ଦ୍ରୁତ ଗତିରେ ବଦଳି ଯାଇଛି। ରୁଷିଆ ସୈନ୍ୟମାନେ ପୂର୍ବ ୟୁକ୍ରେନରେ ପ୍ରବେଶ କରିଛନ୍ତି। ପୃଥିବୀର ବହୁ ଦେଶ ରୁଷିଆକୁ ରୋକିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ରୁଷିଆ…

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିଲେ ମଧ୍‌ୟ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ…

ଟଳିବନି ଯୁଦ୍ଧ: ପୁଟିନ

ମସ୍କୋ,୨୪ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ବେଳକୁ ବେଳ ଉତ୍ତେଜନା ପରିସ୍ଥିତି ବଢିବାରେ ଲାଗିଛି । ଦୁଇ ଦେଶ ମଧ୍ୟରେ ପରିସ୍ଥିତି ଯୁଦ୍ଧର ନିକଟତର ହେବାରେ ଲାଗିଛି । ଆଶଙ୍କା କରାଯାଉଛି କି ଯେ କୌଣସି ମୁହୂର୍ତ୍ତରେ ରୁଷିଆ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?