କାଳୀ ପୂଜା ଗାଇଡ୍ ଲାଇନ୍, ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି…
କୋଲକାତା,୪।୧୧: କାଳୀ ପୂଜା ନେଇ ପଶ୍ଚିମବଙ୍ଗ ହାଇକୋର୍ଟଙ୍କ ପକ୍ଷରୁ ନୂଆ ଗାଇଡ୍ ଲାଇନ୍ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। କୋର୍ଟ କହିଛନ୍ତି ଯେ, କେବଳ ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି ମିଳିବ। ପୂଜା ମଣ୍ଡପ ଅଞ୍ଚଳକୁ ନୋ…
୧୩୦ କୋଟି ଭାରତବାସୀଙ୍କ ଶୁଭକାମନା ଆଣିଛି, ଯବାନଙ୍କୁ କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସୁରକ୍ଷା ବାହିନୀ ସହିତ ତାଙ୍କର ଦିୱାଲୀ ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ନୋଶେରା ସେକ୍ଟରରେ ପହଞ୍ଚି ସୈନିକମାନଙ୍କ ସହିତ…
କେନ୍ଦ୍ର ସରକାରଙ୍କ ପରେ ନବୀନଙ୍କ ଦୀପାବଳି ଉପହାର; ତେଲ ଉପରୁ କମାଇଲେ ୩ ଟଙ୍କା ଭାଟ୍
ଭୁବନେଶ୍ୱର,୪।୧୧(ବ୍ୟୁରୋ): ଦୀପାବଳିରେ ରାଜ୍ୟ ସରକାରଙ୍କ ଭେଟି। କେନ୍ଦ୍ର ସରକାରଙ୍କ ପରେ ଏବେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା, ଡିଜେଲ ଉପରୁ ୧୦ ଟଙ୍କା ଉତ୍ପାଦ…
ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ ଟ୍ରେଡିଂ’, ୭ଟା ୧୫ରେ ହେବ ବନ୍ଦ…
ମୁମ୍ବାଇ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଗୁରୁବାର, ପ୍ରତିବର୍ଷ ଭଳି ପରମ୍ପରା ଅନୁସାରେ ଷ୍ଟକ ମାର୍କେଟରେ ଏକ ଭିନ୍ନ ବ୍ୟବସାୟ ହେବ। ପାରମ୍ପାରିକ ‘ମୁହୂର୍ତ୍ତ ଟ୍ରେଡିଂ’ ପାଇଁ ଷ୍ଟକ ଏକ୍ସଚେଞ୍ଜ ସନ୍ଧ୍ୟାରେ ଘଣ୍ଟାଏ ପାଇଁ ଖୋଲିବ। ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ…
ଏଲ୍ଏସିରେ ଫାଇବର ତାର ବିଛାଇଛି ଚାଇନା, ପେଣ୍ଟାଗନ୍ ରିପୋର୍ଟ…
ଓ୍ବାଶିଂଟନ,୪।୧୧: ଭାରତ ବିରୋଧରେ ଚାଇନା ଷଡଯନ୍ତ୍ର ଜାରି ରଖିଛି। ଗତ ବର୍ଷ ଉଭୟ ଦେଶ ମଧ୍ୟରେ ସୀମା ବିବାଦ ଯୋଗୁ ସଙ୍କଟ ଦେଖାଦେଇଥିଲା। ତେବେ ଏବେ ଚାଇନା ଏଲ୍ଏସିରେ ଉତ୍ତେଜନା ସୃଷ୍ଟି ପାଇଁ ଯୋଜନା କରିଛି। ଆମେରିକା ପ୍ରତିରକ୍ଷା ବିଭାଗ ପେଣ୍ଟାଗନ୍…
ତୈଳ ରାଜନୀତି, ଭାଜପା ଶାସିତ ରାଜ୍ୟରେ କମିଲା ପେଟ୍ରୋଲ-ଡିଜେଲ ଦାମ…
ନୂଆଦିଲ୍ଲୀ,୪।୧୧: ଦେଶରେ ଏବେ ଆରମ୍ଭ ହୋଇଛି ତୈଳ ରାଜନୀତି। ଦେଶର ଭାଜପା ଶାସିତ ୧୦ ରାଜ୍ୟରେ ପେଟ୍ରୋଲ-ଡିଜେଲ ଦାମ୍ କମିଛି। ଆସାମ, ତ୍ରିପୁରା, ମଣିପୁର, କର୍ନାଟକ, ଗୋଆ, ଉତ୍ତରପ୍ରଦେଶ, ଗୁଜୁରାଟ, ହିମାଚଳ ପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୨…
ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୧ କରୋନା ପଜିଟିଭ୍
ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୪…
ଆମେରିକାରେ ହେବ ଦୀପାବଳି ଛୁଟି…
ଓ୍ବାଶିଂଟନ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଏବେ ଆମେରିକାରେ ବି ଛୁଟି ହେବ। ନ୍ୟୁୟର୍କ ସାଂସଦ କାରୋଲିନ ବି ମାଲୋନିଙ୍କ ନେତୃତ୍ୱରେ ସଦସ୍ୟମାନେ କହିଛନ୍ତି ଯେ ଦୀପାବଳି ଅବସରରେ ସଂଘୀୟ ଅବକାଶ ଘୋଷଣା କରାଯାଉ। ଏନେଇ ପ୍ରତିନିଧି ସଭାରେ ଏକ ବିଧେୟକ…
ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପରିବେଶ ସୁରକ୍ଷା ପ୍ରତି ସଚେତନ ରହିବାକୁ ଦେଲେ ପରାମର୍ଶ…
ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଆଲୋକର ପର୍ବ ସୁଖ ଶାନ୍ତି ଏବଂ ସମୃଦ୍ଧି ଆଣୁ ବୋଲି ସେ କହିଛନ୍ତି। କଳୁଷିତ ଅନ୍ଧକାର ଦୂରେଇ ଯାଇ ସବୁଠାରେ ପବିତ୍ର ପ୍ରକାଶ ବିଦ୍ୟମାନ…
ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୧୧: ଆଜି ସାରା ଦେଶରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍ ଯୋଗେ କହିଚନ୍ତି, ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମୁଁ…
ସେନାଙ୍କ ସହ ଦୀପାବଳି ପାଳିବେ ମୋଦି
ନୂଆଦିଲ୍ଲୀ,୪ ।୧୧: ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଦେଶର ବୀର ଯବାନଙ୍କ ସହ ଦୀପାବଳି ପାଳନ କରିବେ । ଏଥର ସେ ଜମ୍ମୁ-କଶ୍ୱୀର ରଜୌରି ଜିଲା ନୌସେରା ସେକ୍ଟରରେ ସେନାଙ୍କ ସହ ଦୀପାବଳି ପାଳନ କରିପାରନ୍ତି । ମୋଦିଙ୍କ ଗସ୍ତକୁ ଦେଖି ଲାଇନ…
Archives


