ରଥଯାତ୍ରା ସମୟରେ ଅଣ୍ଡାମାଡ଼ ଘଟଣା, ରାଜ୍ୟ ସରକାରଙ୍କୁ ଏପରି କହିଦେଲେ ନବୀନ
ଭୁବନେଶ୍ୱର,୧୫।୭(ସୁନିତ୍ ମିଶ୍ର): କାନାଡ଼ାର ଟରୋଣ୍ଟୋ ସହରରେ ରଥଯାତ୍ରା ପାଳନ ସମୟରେ ଶ୍ରଦ୍ଧାଳୁଙ୍କ ଉପରକୁ ଅଣ୍ଡା ମାଡ଼ କରାଯାଇଛି। ଏହି ଖବର ଶୁଣିବା ପରେ ବ୍ୟଥିତ ଲାଗିଛି। ଏହି ଘଟଣା କେବଳ ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଦୁଃଖ ପହଞ୍ଚାଇ ନାହିଁ ବରଂ…
ରାତିଅଧିଆ ଏମ୍ସର ପଛ ଗେଟ୍ ଦେଇ FM ଛାତ୍ରୀଙ୍କ ମୃତଦେହ ଘରକୁ ନିଆଗଲା: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ…
ପୁଟିନଙ୍କୁ ଟ୍ରମ୍ପଙ୍କ ଅଲଟିମେଟମ୍: ୫୦ ଦିନ ମଧ୍ୟରେ ଯୁକ୍ରେନ ଯୁଦ୍ଧ ଶେଷ କର ନଚେତ୍ ୧୦୦% ଟାରିଫ୍
ଭୁବନେଶ୍ୱର,୧୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆଗାମୀ ୫୦ ଦିନ ମଧ୍ୟରେ ଯୁକ୍ରେନ ସହ ଯୁଦ୍ଧବିରତି ପାଇଁ ରାଜି ନ ହେଲେ ରୁଷ ଉପରେ “କଡ଼ା…
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ:AIIMS ପକ୍ଷରୁ ଘୋଷଣା
ଭୁବେଶ୍ବର,୧୫/୭: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨…
କଠୋର ହେଲା DGCA: ୨୧ ତାରିଖ ସୁଦ୍ଧା ବୋଇଂ ବିମାନର ଇନ୍ଧନ ନିୟନ୍ତ୍ରଣ ସୁଇଚ୍ ଯାଞ୍ଚ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୪ା୭:ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ସମ୍ପର୍କିତ ପ୍ରାରମ୍ଭିକ ତଦନ୍ତ ରିପୋର୍ଟ ଆସିବା ପରେ ବୋଇଂ ୭୮୭ ଏବଂ ବୋଇଂ ୭୩୭ ବିମାନଗୁଡ଼ିକର ଇନ୍ଧନ ନିୟନ୍ତ୍ରଣ ସୁଇଚ୍ ଆସନ୍ତା ୨୧ ତାରିଖ ସୁଦ୍ଧା ଯାଞ୍ଚ କରିବାକୁ ସୋମବାର ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ)…
ପାଣିରେ ପଡ଼ିଲା ଜାଡେଜାଙ୍କ ଲଢ଼ୁଆ ଅର୍ଦ୍ଧଶତକ: ରୋମାଞ୍ଚକ ମ୍ୟାଚ୍ରେ ହାରିଲା ଭାରତ
ଲଡର୍ସ, ୧୪।୭:ରବୀନ୍ଦ୍ର ଜାଡେଜାଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ଦ୍ୱିତୀୟ ଇନିଂସରେ ୧୯୩ ରନ କରିପାରିଲାନି ଭାରତ। ଗୋଟିଏ ପଟରେ ଏକାକୀ ଲଢ଼େଇ କରି ଜାଡେଜା ୬୧ ରନରେ ଅପରାଜିତ ରହିଥିଲେ ମଧ୍ୟ ଭାରତର ଦ୍ୱିତୀୟ ଇନିଂସ ୧୭୦ ରନରେ ସୀମିତ ରହି…
ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…
ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଏସବୁ ଭିତରେ ସୋମବାର ରାଜ୍ୟ ସରକାର ଏକ ବଡ଼ ପପକ୍ଷେପ ନେଇଛନ୍ତି।…
FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା
ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର…
ସାର୍ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ସିସିଟିଭିରେ ଦେଖିଲୁ ନିଆଁ ଜଳୁଛି, ଛୁଆ ମୋର…
ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭଗ୍ୟ ସ୍ବାଗତ
ଭୁବନେଶ୍ୱର,୧୪ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା। ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି। ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ…
ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ମାମଲାରେ FM କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ, ସମଗ୍ର ଦେଶରେ ବଦନାମ ହେଲା ଓଡିଶା
ବାଲେଶ୍ୱର,୧୪।୭: ବାଲେଶ୍ୱର ଜିଲାର ଫକୀର ମୋହନ (ଏଫଏମ) ସ୍ୱୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାକୁ ନେଇ ଚାଞ୍ଚଲ୍ୟ ଜାରି ରହିଥିବା ବେଳେ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷଙ୍କୁ ସହଦେବଖୁଣ୍ଟା ପୋଲିସ ଗିରଫ କରିଛି। ଏହା ପୂର୍ବରୁ ଶିକ୍ଷା ବିଭାଗର ମୁଖ୍ୟ…
ମୁଖ୍ୟମନ୍ତ୍ରୀଙ୍କୁ ଅଟକାଇଲା ପୋଲିସ, ତଥାପି ଛାଡ଼ିଲେନି ପାଚେରି ଡେଇଁ ଭିତରେ ପଶିଲେ
ଶ୍ରୀନଗର,୧୪।୭: ଶହୀଦ ଦିବସକୁ ନେଇ ଜମ୍ମୁ କଶ୍ମୀରରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ନେଉନାହିଁ। ପ୍ରଶାସନ ଅନେକ ନେତାଙ୍କୁ ଗୃହବନ୍ଦୀ କରିଥିଲା ଏବଂ ଅନେକଙ୍କୁ ଗିରଫ କରିଥିଲା। ଏହା ସହିତ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କୁ ଫାତିହା ପାଠ…
Archives


