Home Middle

ଏନ୍‌କାଉଣ୍ଟର ହତ୍ୟା ଘଟଣାରେ ନୀରବ ଦ୍ରଷ୍ଟା ସାଜିଛନ୍ତି ମାନବାଧିକାର କମିଶନ, ବିଚାରପତି ଲୋକୁର…

ନୂଆଦିଲ୍ଲୀ,୧।୧୧: ଦେଶରେ ବିଭିନ୍ନ ସମୟରେ ହେଉଥିବା ଏନ୍‌କାଉଣ୍ଟର ହତ୍ୟା ଘଟଣାରେ ଜାତୀୟ ତଥା ରାଜ୍ୟ ମାନବାଧିକାର କମିଶନ କେବଳ ନୀରବଦ୍ରଷ୍ଟା ସାଜିଛନ୍ତି। ଏଭଳି ସଂସ୍ଥାର କୌଣସି ଗୁରୁତ୍ୱ ନ ଥିବା ଭଳି ମନେ ହେଉଛି। ତେଣୁ ଏସବୁ ସଂସ୍ଥାଗୁଡ଼ିକୁ ଉଚ୍ଛେଦ କରିଦେବା…

ପ୍ରିମିୟମ୍‌ ପୈଠ କରି ନ ଥିଲେ ବୀମା ଦାବି କରି ହେବ ନାହିଁ…

ନୂଆଦିଲ୍ଲୀ,୧।୧୧: ନିର୍ଦ୍ଦିଷ୍ଟ ତାରିଖରେ ଇନସ୍ୟୁରାନ୍ସ୍‌ ପ୍ରିମିୟମ୍‌ ପୈଠ କରି ନ ଥିଲେ ବୀମା ଦାବି କରିହେବ ନାହିଁ। ଏଭଳି ଦାବୀକୁ ସ୍ବୀକାର କରାଯିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ଏକ ମାମଲାର ବିଚାର ସମୟରେ କହିଛନ୍ତି। ଇନସ୍ୟୁରାନ୍ସ୍‌ ପଲିସି ଅନ୍ତର୍ଗତ ଏହା କାର୍ଯ୍ୟକାରୀ…

ଯୁବବର୍ଗ ପୁରୁଷଙ୍କ ମଧ୍ୟରେ ସଚେତନତା ଦ୍ୱାରା ମହିଳା ସଶକ୍ତି କରଣ ସମ୍ଭବ…

ନୂଆଦିଲ୍ଲୀ,୧।୧୧: ମହିଳା ସଶକ୍ତି କରଣ ଅବା ମହିଳା ଅଧିକାର ନେଇ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଯୁବବର୍ଗ ପୁରୁଷଙ୍କ ମଧ୍ୟରେ ସଚେତନତା ଦ୍ୱାରା ମହିଳା ସଶକ୍ତି କରଣ ସମ୍ଭବ ହେବା ସହିତ ସେମାନଙ୍କର ଅଧିକାର…

ରକ୍‌ ଅଫ୍‌ ପିସ୍‌ ଦଖଲ ପାଇଁ ଚାଇନାର ଷଡ଼ଯନ୍ତ୍ର…

ନୂଆଦିଲ୍ଲୀ,୧।୧୧: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନାଁ ଧରୁନି। ଗତ କିଛି ବର୍ଷ ଧରି ଭାରତ ଏବଂ ଚାଇନା ମଧ୍ୟରେ ମୁହାଁମୁହିଁ ସ୍ଥିତି ରହିଛିି। ନିକଟରେ, ଚାରି ସପ୍ତାହ ପୂର୍ବରୁ ଅରୁଣାଚଳ ପ୍ରଦେଶର ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ…

କୋଭାକ୍ସିନ୍‌କୁ ଅଷ୍ଟ୍ରେଲିଆରେ ମଞ୍ଜୁରୀ…

ସିଡ୍‌ନୀ/ନୂଆଦିଲ୍ଲୀ,୧।୧୧: ଭାରତରେ ତିଆରି ହୋଇଥିବା କରୋନା ଟିକା କୋଭାକ୍ସିନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଅନୁମୋଦନ ମିଳିପାରିନାହିଁ। କିନ୍ତୁ ଅଷ୍ଟ୍ରେଲିଆ ସରକାର ଏହାକୁ ଅନୁମୋଦିତ ଟିକା ତାଲିକାରେ ଅନ୍ତର୍ଭୁକ୍ତ କରିଛନ୍ତି। ଯାତ୍ରୀଙ୍କ ଟିକାକରଣ ସ୍ଥିତି ପାଇଁ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ…

ଅଖିଳେଶଙ୍କ ବଡ଼ ଘୋଷଣା, ଲଢ଼ିବିନି ନିର୍ବାଚନ…

ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି ପକ୍ଷରୁ ଅଖିଳେଶ ଯାଦବ ବଡ଼ ଘୋଷଣା କରିଛନ୍ତି। ଅଖିଳେଶ କହିଛନ୍ତି ଯେ, ସେ ଆସନ୍ତା ବିଧାନସଭା ନିର୍ବାଚନ ଲଢ଼ିବେନି। ରାଜ୍ୟର ବିଧାନସଭା ନିର୍ବାଚନରେ ସେ ନିଜକୁ ବ୍ୟସ୍ତ ରଖିବାକୁ ଚାହୁଁଥିବା କହିଛନ୍ତି।…

କ୍ଷମତା ଦଖଲ ଭୟ, ୨୦ ମାସ ହେଲା ଚାଇନା ବାହାରକୁ ଯାଇ ନାହାନ୍ତି ଜିନ୍‌ପିଙ୍ଗ୍‌…

ବେଜିଂ,୧।୧୧: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ଏବେ କ୍ଷମତାରୁ ହଟିବା ଭୟ ଘାରିଛି। ତେଣୁ ସେ ବେଶ୍‌ ଚିନ୍ତିତ ରହୁଛନ୍ତି। ଜିନପିଙ୍ଗ ଗତ ୨୦ ମାସ ଧରି ଚାଇନା ବାହାରେ ପାଦ ଦେଇନାହାଁନ୍ତି। ସେ ବର୍ତ୍ତମାନ ସୁଦ୍ଧା ଆମେରିକାର ରାଷ୍ଟ୍ରପତି ଜୋ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ ଦାଖଲ କରିବେ। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍‌ ଓ…

ଅକ୍ଟୋବରରେ ୧୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୧।୧୧: ଅକ୍ଟୋବରରେ ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଆତଙ୍କବାଦୀ ବିରୋଧୀ ଅଭିଯାନ ଅପରେଶନ୍‌ ଅଲ୍‌ଆଉଟ୍‌କୁ ସଫଳତା ମିଳିଛି। ମାସକ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି। ସେଥି ମଧ୍ୟରେ ୧୯ ଜଣ ଆତଙ୍କବାଦୀଙ୍କ ମୁଣ୍ଡ…

ତଳମୁହାଁ ମହାମାରୀ ସଂକ୍ରମଣ…

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୫୧୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୫୧ ଜଣଙ୍କ…

ବାଣ ବିକ୍ରି, ଫୁଟାଇବା ଉପରେ ଲାଗିପାରେ କଟକଣା: ଆଜି ହାଇକୋର୍ଟଙ୍କୁ ଅବଗତ କରାଇବେ ଏସ୍‌ଆର୍‌ସି

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବା ବେଳେ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ରାଜ୍ୟବ୍ୟାପୀ କଟକଣା ଜାରି କରିଛନ୍ତି। ଏହାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ସୋମବାର ଏହାର ଚୂଡ଼ାନ୍ତ ଶୁଣାଣି ହେବ। କୋର୍ଟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି…

ଦୀପାବଳି ପୂର୍ବରୁ ମହଙ୍ଗାମାଡ଼, ଗ୍ୟାସ ସିଲିଣ୍ଡର ଦାମ୍‌ ବଢ଼ିଲା ୨୬୮ ଟଙ୍କା…

ନୂଆଦିଲ୍ଲୀ,୧।୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କ ଉପରେ ସରକାର ପୁଣି ମହଙ୍ଗା ମାଡ଼ କରିଛନ୍ତିି। ଗ୍ୟାସସିଲିଣ୍ଡର ଦାମ୍‌ ୨୬୮ ଟଙ୍କା ବଢ଼ିଛି। ଏହାଯୋଗୁ ଖାଉଟିଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସମ୍ପ୍ରତି ସାଧାରଣ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିରେ ହନ୍ତସନ୍ତ ହେଉଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri