Home Middle

ପାରିବାରିକ ଉତ୍ସବରେ ଯୋଗ ଦେଇ ପାରିବେ କଏଦୀ, ହାଇକୋର୍ଟ…

ଚଣ୍ଡିଗଡ଼,୩୧।୧୦: ଦୋଷୀ ସାବ୍ୟସ୍ତ ହୋଇ ଜେଲରେ କାରାଦଣ୍ଡାଦେଶ ଭୋଗୁଥିବା କଏଦୀ ଗୁରୁତ୍ୱପୂର୍ଣ୍ଣ ପାରିବାରିକ ଉତ୍ସବରେ ଯୋଗ ଦେଇପାରିବେ। ସେମାନଙ୍କୁ ଏଥିରୁ ବଞ୍ଚିତ କରିହେବ ନାହିଁ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ପାରିବାରିକ ବିବାହ ଉତ୍ସବରେ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗୋଟିଏ ଗାଁର ୧୪ ଜଣଙ୍କ ମୃତ୍ୟୁ…

ଡେରାଡୁନ୍‌,୩୧।୧୦: ଉତ୍ତରାଖଣ୍ଡ ଡେରାଡୁନ୍‌ରେ ଏକମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ଗାଁର ୧୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଚକରାତାର ବିକାଶ ନଗରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି…

ଚାଇନାକୁ ୫୦ ହଜାର କୋଟିର ଝଟ୍‌କା…

ନୂଆଦିଲ୍ଲୀ,୩୧।୧୦: ଦୀପାବଳି ପୂର୍ବରୁ ଭାରତରେ ଚାଇନାର ସାମଗ୍ରୀର କାରବାରରେ ବ୍ୟାପକ କ୍ଷତି ହେବାର ଆଶଙ୍କା ଦେଖାଦେଇଛି। କନଫେଡେରେଶନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ପକ୍ଷରୁ କୁହାଯାଇଛି ଯେ ଘରୋଇ ବଜାରରେ ଭାରତୀୟମାନେ ଚାଇନା ସାମଗ୍ରୀ ବର୍ଜନ କରୁଥିବାରୁ ଚଳିତ ବର୍ଷ…

ପାକିସ୍ତାନକୁ ଆତଙ୍କବାଦୀ ସଂଗଠନ ଆଇଏସ୍‌ର ଧମକ…

ଇସଲାମାବାଦ୍‌,୩୧।୧୦: ଆତଙ୍କବାଦୀ ସଂଗଠନ ଆଇଏସ-ଖୋରାସାନ (ଆଇଏସ-କେ) ସାରା ବିଶ୍ୱରେ ଶାରିଆ ଆଇନ କାର୍ଯ୍ୟକାରୀ କରିବାକୁ ଚାହୁଁଛି। ଏହି ସଂଗଠନ ଚେତାବନୀ ଦେଇଛି ଯେ ବିଶ୍ୱରେ ଯେ କେହି ଇସଲାମ କିମ୍ବା କୁରାନ ବିରୁଦ୍ଧରେ ଯିବେ ସେ ଆଇଏସଆଇଏସ-କେର ପରିଣାମ ଭୋଗିବେ। ଆତଙ୍କବାଦୀ…

ଆମେରିକା-ବ୍ରାଜିଲ-ସୌଦି ମୁଣ୍ଡରେ ଅଠା ବୋଳିଲା ଚାଇନା…

ବେଜିଂ,୩୧।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀର ଉତ୍ପତ୍ତି ନେଇ ଚାଇନା ଅନ୍ୟ ମୁଣ୍ଡରେ ଅଠା ବୋଳିବା ଲାଗି ଅଣ୍ଟା ଭିଡ଼ିଛି। ଆମେରିକା ତଦନ୍ତକାରୀ ସଂସ୍ଥା ପକ୍ଷରୁ କରୋନା ସୃଷ୍ଟି ଆଉ କେବେ ଜଣାପଡ଼ିବ ନାହି…

ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାରଙ୍କ ଜୀବନ ଯାଇଛି, ଏନ୍‌ସିଆର୍‌ବି ରିପୋର୍ଟ..

ନୂଆଦିଲ୍ଲୀ,୩୧।୧୦: ଦେଶରେ ଗତ ୨୦୨୦ ବର୍ଷରେ ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାର ଲୋକଙ୍କ ଜୀବନ ଯାଇଛି। ସାରା ଦେଶରେ ଗତ ବର୍ଷ ୧୩ ହଜାରରୁ ଅଧିକ ଟ୍ରେନ ଦୁର୍ଘଟଣା ଘଟିଥିଲା। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ଦ୍ୱାରା ପ୍ରକାଶିତ…

ସୁସ୍ଥତା ହାର ୯୮.୨୦ ପ୍ରତିଶତ…

ନୂଆଦିଲ୍ଲୀ,୩୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୮୩୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୬ ଜଣଙ୍କ…

‘ସହମତିରେ ଯୌନ ସମ୍ପର୍କ ଅପରାଧ ନୁହେଁ’

ପ୍ରୟାଗରାଜ, ୩୧।୧୦(ଆଇଏଏନ୍‌ଏସ୍‌): ସହମତିରେ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ଯୌନ ସମ୍ପର୍କ ଅପରାଧ ନୁହେଁ କିନ୍ତୁ ଏହା ଅନୈତିକ ଏବଂ ଭାରତୀୟ ପରମ୍ପରା ବିରୋଧୀ ବୋଲି ଆଲ୍ଲାହାବାଦ ହାଇକୋର୍ଟ ଶନିବାର କହିଛନ୍ତି। ଏକ ଗଣବଳାତ୍କାର ମାମଲାରେ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଅଦାଲତ ଖାରଜ କରିଦେବା…

୫ରୁ ୧୧ ବର୍ଷର ପିଲା ନେବେ ଫାଇଜର ଟିକା

ଓ୍ବାଶିଂଟନ, ୩୧।୧୦: ଆମେରିକାର ଖାଦ୍ୟ ଓ ଔଷଧ ପ୍ରଶାସନ (ଏଫ୍‌ଡିଏ) ଫାଇଜର-ବାୟୋଏନ୍‌ଟେକ୍‌ ପ୍ରସ୍ତୁତ କୋଭିଡ୍‌ ଟିକାକୁ ୫ରୁ ୧୧ ବର୍ଷ ବୟସ ବର୍ଗର ପିଲାମାନଙ୍କ ନିମନ୍ତେ ଜରୁରୀ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବୟସବର୍ଗର ପିଲାଙ୍କୁ କୋଭିଡ୍‌ ସଂକ୍ରମଣରୁ…

ଇ-ଯାନ ପାଇଁ ଦେବାକୁ ପଡ଼ିବନି ଟିକସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ)-ପେଟ୍ରୋଲ ଓ ଡିଜେଲ ଲିଟର ୧୦୦ ଟଙ୍କା ଟପି ଥିବାରୁ ଗାଡି ଚଳାଇବା ଜନସାଧାରଣଙ୍କ ପକ୍ଷେ ଅସହ୍ୟ ହେଲାଣି। ଏଥିସହିତ ଯାନବାହନ ଜନିତ ପ୍ରଦୂଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଟେରୀ ଚାଳିତ ଇଲେକ୍ଟ୍ରୋନିକ ଯାନ(ଇ-ଭେହିକିଲ)କୁ ପ୍ରୋତ୍ସାହନ ଦେଇଛନ୍ତି। ଇ-ଭେହିକଲ ପ୍ରତି…

ବଢୁଛି କରୋନା ସଂକ୍ରମଣ : ନିୟମ କଡ଼ାକଡ଼ି କରିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦ା୧୦: ଆସାମ ଏବଂ ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ  ବଢୁଛି। ସାପ୍ତାହିକ ସଂକ୍ରମଣ ହାର ବୃଦ୍ଧି ହେବାର ଲକ୍ଷଣକୁ ସୂଚାଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କୋଭିଡ୍‌ ନିୟମକୁ କଡ଼ାକଡ଼ି ଲାଗୁ କରିବାକୁ କହିଛନ୍ତି। କେବଳ ଏତିକି ନୁହେଁ, ପ୍ରତିଷେଧକ ପଦକ୍ଷେପଗୁଡ଼ିକର ସମୀକ୍ଷା…

ପୋପ୍‌ଙ୍କୁ ଭେଟି ଭାରତ ଆସିବାକୁ ଆମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ…

ଭଟିକାନ୍‌ ସିଟି/ନୂଆଦିଲ୍ଲୀ,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭଟିକାନ୍‌ ସିଟିରେ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିଛନ୍ତି। ଏହି ବନ୍ଧୁତ୍ୱପୂର୍ଣ୍ଣ ପରିବେଶରେ ସେ ପୋପ୍‌ଙ୍କୁ ଭାରତ ଆସିବାକୁ ଆମନ୍ତ୍ରଣ ଜଣାଇଛନ୍ତି। ଏହି ଅବସରରେ ଦୁହିଁଙ୍କ ମଧ୍ୟରେ ବିଭିନ୍ନ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି। କାରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri