Home Middle

୧ ନଭେମ୍ବରରୁ ରାଜଧାନୀରେ ଖୋଲିବ ସ୍କୁଲ୍‌, ଛଟ୍‌ ପୂଜାକୁ ବି ଅନୁମତି…

ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ସଂକ୍ରମଣ କମୁଥିବାରୁ ୧ ନଭେମ୍ବରଠାରୁ ସ୍କୁଲ୍‌ କଲେଜ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରଙ୍କ ପକ୍ଷରୁ ନିଷ୍ପତ୍ତ ଗ୍ରହଣ ହୋଇଛି। ସେହିପରି ଛଟ୍‌ ପୂଜା ପାଇଁ ମଧ୍ୟ ସରକାର…

ପ୍ରଧାନମନ୍ତ୍ରୀଙ୍କ ରାଲିରେ ବିସ୍ଫୋରଣ ମାମଲାରେ ୯ ଅଭିଯୁକ୍ତ ଦୋଷୀ…

ନୂଆଦିଲ୍ଲୀ,୨୭।୧୦: ବିହାର ପଟନାର ଗାନ୍ଧୀ ମଇଦାନରେ ୮ ବର୍ଷ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ରାଲିରେ ହୋଇଥିବା ବୋମା ବିସ୍ଫୋରଣ ଘଟଣାରେ ୯ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେମାନଙ୍କ ପ୍ରତି ୧ ନଭେମ୍ବର ଦଣ୍ଡାଦେଶ କରାଯିବ ବୋଲି ଏନ୍‌ଆଇଏ…

ଜରିମାନାକୁ ବେଖାତିର, ନଡ଼ା ଜାଳିବା ଘଟଣାରେ ୨୧୮ ପ୍ରତିଶତ ବୃଦ୍ଧି …

ଚଣ୍ଡିଗଡ଼,୨୭।୧୦: ଜରିମାନା ନେଇ ଲୋକଙ୍କ ମଧ୍ୟରେ ଆଉ ଭୟ ନାହିଁ। ଜରିମାନାକୁ ବେଖାତିର କରି ଲୋକେ ନଡ଼ା ଜାଳିବା ଜାରି ରଖିଛନ୍ତି। ଏହା ଯୋଗୁ ହେଉଥିବା ବାୟୁୁ ପ୍ରଦୂଷଣକୁ ମଧ୍ୟ ଲୋକଙ୍କର ନିଘା ନାହିଁ। ପଞ୍ଜାବରେ ଗୋଟିଏ ସପ୍ତାହରେ ନଡ଼ା ଜାଳିବା…

କୌଣସି ପ୍ରକାର ଗୁପ୍ତଚରୀକୁ ସହ୍ୟ କରାଯିବ ନାହିଁ…

ନୂଆଦିଲ୍ଲୀ,୨୭।୧୦: ଦେଶରେ କୌଣସି ପ୍ରକାରର ଗୁପ୍ତଚରୀକୁ ସହ୍ୟ କରାଯିବ ନାହିଁ ବୋଲି ପେଗାସସ୍‌ ମାମଲାର ଶୁଣାଣି ସମୟରେ ବୁଧବାର ସୁପ୍ରିମ୍‌କୋର୍ଟ ପ୍ରକାଶ କରିଛନ୍ତି। ଏହାର ଯାଞ୍ଚ୍‌ ପାଇଁ ବିଶେଷଜ୍ଞ କମିଟି ଗଠନ କରାଯିବା ଆବଶ୍ୟକତା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ଗଠନ…

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ପିଲାଙ୍କୁ ନେଇ ଚିନ୍ତା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩୧…

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ଟପିଲା ୫ ଶହ…

ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୩ ହଜାର ୪୫୧ ରେ ପହଞ୍ଚିଛି। ୨୩୯ ଦିନ ପରେ ଦୈନିକ ସଂକ୍ରମଣ…

ଦ୍ୱିତୀୟ ଡୋଜ୍‌ ଟିକା ନେଇନାହାନ୍ତି ୧୧ କୋଟି

ନୂଆଦିଲ୍ଲୀ, ୨୭।୧୦: ଦେଶର ସାବାଳକ ଜନସଂଖ୍ୟାର ୭୬ ପ୍ରତିଶତରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକାର ଅନୂ୍ୟନ ଗୋଟିଏ ଡୋଜ୍‌ ନେଇଥିବାବେଳେ ମାତ୍ର ୩୨ ପ୍ରତିଶତ ଦୁଇଟି ଡୋଜ୍‌ ନେଇଥିବା ଜଣାପଡ଼ିଛି। ଧାର୍ଯ୍ୟ ସମୟ ଅତିକ୍ରମ କରିଥିଲେ ମଧ୍ୟ ୧୧ କୋଟି ଲୋକ ଦ୍ୱିତୀୟ…

ସମୁଦ୍ର ଗର୍ଭରେ ବୋମା ପରୀକ୍ଷଣ

ବେଜିଂ, ୨୭ା୧୦: ସୀମା ବିସ୍ତାର କରିବାକୁ ବେଆଇନ କାର୍ଯ୍ୟକଳାପରେ ଲିପ୍ତ ଚାଇନା ଏବେ ଅନ୍ୟଦେଶ ବନ୍ଦରକୁ ନଷ୍ଟ କରିବା ନିମନ୍ତେ କ୍ଷମତା ବୃଦ୍ଧି କରିଛି। ଚାଇନା ସୈନ୍ୟ ପିପୁଲ୍ସ ଲିବରେଶନ ଆର୍ମି(ପିଏଲ୍‌ଏ) ପ୍ରଥମ କରି ସମୁଦ୍ର ଭିତରେ ବୋମା ପରୀକ୍ଷଣ କରିଛି,…

ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ବନୀତା

ନବରଙ୍ଗପୁର, ୨୬।୧୦(ବି.ପ୍ର.): କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା ଓଡିଆ…

ଆର୍ଯ୍ୟନଙ୍କ ମାମଲାରେ ୨ ଜଣଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୬।୧୦: ମୁମ୍ବାଇର ଡାଗ୍ସ କ୍ରୁଜ ମାମଲାରେ ଗିରଫ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ୨ ଜଣ(ମନୀଷ ରାଜଗାରିଆ ଓ ଅଭିନ ସାହ)ଙ୍କୁ ମଙ୍ଗଳବାର ଏକ ସ୍ପେଶାଲ କୋର୍ଟ ଜାମିନ ଦେଇଛନ୍ତି। ଏହି ମାମଲାରେ ବଲିଉଡ୍‌ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ…

ବିନା ଦର୍ଶକରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା ଦର୍ଶକରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଗହଳିରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା…

ରୋହିଙ୍ଗ୍ୟାଙ୍କୁ ନିର୍ବାସିତ କରିବାର ଯୋଜନା ଏବେ ନାହିଁ, ସୁପ୍ରିମ୍‌କୋର୍ଟରେ ଉତ୍ତର ରଖିଲେ ରାଜ୍ୟ ସରକାର…

ନୂଆଦିଲ୍ଲୀ,୨୬।୧୦: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି କର୍ନାଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri