ନାଗରିକ ଅସହାୟ
ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବି.ଏଡ୍. ଦ୍ୱିତୀୟ ବର୍ଷର ଛାତ୍ରୀ ୧୨ ଜୁଲାଇରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରି ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛନ୍ତି। କଲେଜ ଶିକ୍ଷା ବିଭାଗର ମୁଖ୍ୟ ତାଙ୍କୁ ବାରମ୍ବାର ଯୌନ ତଥା…
ଅହମ୍ମଦାବାଦ ପରି ଆଉ ଏକ ବିମାନ ଦୁର୍ଘଟଣା, ଉଡ଼ାଣ ପରେ ପାଲଟିଲା ନିଆଁ ପିଣ୍ଡୁଳା
ଲଣ୍ଡନ,୧୪ା୭: ଲଣ୍ଡନ ବିମାନବନ୍ଦରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ, ଅହମ୍ମଦାବାଦରେ ଘଟିଥିବା ବିମାନ ଦୁର୍ଘଟଣା ପରି ଏହି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉଡ଼ାଣର କିଛି ସେକେଣ୍ଡ ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ଯେପରି ଏକ ଅଗ୍ନିପିଣ୍ଡୁଳାରେ…
ଲର୍ଡସ ଟେଷ୍ଟ: ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
ଇଂଲଣ୍ଡ,୧୩।୭: ଲର୍ଡସରେ ଚାଲିଥିବା ଭାରତ ବନାମ ଇଂଲଣ୍ଡ ତୃତୀୟ ଟେଷ୍ଟରେ ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ ରହିଛି। ଚତୁର୍ଥ ଦିନର ଖେଳ ଶେଷ ହେବା ସମୟରେ ଭାରତ ୫.୧ ଓଭରରେ ୨୧/୧ ସ୍କୋର କରିଛି, ଯେଉଁଥିରେ ଯଶସ୍ୱୀ ଜୟସୱାଲ…
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩।୭: ଉତ୍ତର ବଙ୍ଗୋପସାଗର ଓ ମଧ୍ୟପ୍ରଦେଶରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର…
ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୩ ମୃତ
ଭୁବନେଶ୍ୱର,୧୩ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି। ସମ୍ବଲପୁର, ଯାଜପୁର ଓ ଭଦ୍ରକ ଜିଲାରେ ଏକ ଏକ ଦୁର୍ଘଟଣାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କ ଜୀବନ ହରାଇଥିବା ଜଣାପଡ଼ିଛି। ସମ୍ବଲପୁର ଜିଲାର କୁଚିଣ୍ଡା ଅଞ୍ଚଳରେ…
ପୁରୀ ଜଗନ୍ନାଥ ମନ୍ଦିର ରୀତିନୀତିର କପିରାଇଟ୍ କରିବେ ଓଡ଼ିଶା ସରକାର: ଗଜପତି ମହାରାଜ
ପୁରୀ,୧୩।୭: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପାରମ୍ପରିକ ରୀତିନୀତି ଓ ସାଂସ୍କୃତିକ ପରମ୍ପରାକୁ ସୁରକ୍ଷିତ ରଖିବା ପାଇଁ ଓଡ଼ିଶା ସରକାର ଏହାର କପିରାଇଟ୍ ପାଇଁ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି ବୋଲି ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି।…
କୋରାପୁଟରେ ପୁଣି ବଳଦ ଦଣ୍ଡ: ପ୍ରେମ ବିବାହ ପରେ ଯୁବକ-ଯୁବତୀଙ୍କୁ ଅମାନବୀୟ ଶାସ୍ତି
କୋରାପୁଟ,୧୩ା୭(ଅମିତାଭ ବେହେରା /ରାଜ କିଶର ଯେନା ): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ପରେ କୋରାପୁଟ ଜିଲାରେ ଦେଖିବାକୁ ମିଳିଛି ଗାଁ ଦାଣ୍ଡରେ ବଳଦ ଦଣ୍ଡ। ଭାଇ ଭଉଣି ସମ୍ପର୍କରେ ମଧ୍ୟରେ ପ୍ରେମ ସମ୍ପର୍କ ରଖିଥିବାରୁ ଯୁବକ ଯୁବତୀଙ୍କୁ ଦିଆଗଲା ଦଣ୍ଡ। ଗାଁ…
ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…
ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ମମତାଙ୍କ ପାର୍ଟି
ବାଲେଶ୍ୱର,୧୩ା୭: ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଚେଷ୍ଟା କରିଥିବା ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି…
ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି
ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି ଘେରାଉ କରାଯାଇଛି। ବିଧାୟକ ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଏହି ଘେରାଉରେ ସାମିଲ…
FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…
ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ…
ମୋହନଙ୍କ ଟ୍ବିିଟ ପଛର ରହସ୍ୟ, ଜଣାପଡିଲା ଫାଇଲ୍ର ସତ!
ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ହାତରେ ସେ ଏକ ଧଳା ଫାଇଲ୍ ଧରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟ ପରେ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ରାଜ୍ୟ…
Archives


