Home Middle

ଦିଲ୍‌ ମେ ହୋ ତୁମ୍‌…

ମୁମ୍ବାଇ, ୧୬।୨ : ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବାପି ଲାହିରୀଙ୍କ ପରଲୋକ ମଙ୍ଗଳବାର ରାତି ସାଢ଼େ ୧୧ଟାରେ ମୁମ୍ବାଇର ଜୁହୁସ୍ଥିତ କ୍ରିଟି କେୟାର ହସ୍ପିଟାଲରେ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ହସ୍ପିଟାଲର ନିର୍ଦ୍ଦେଶକ…

ଥମୁଛି କରୋନା, ଭିଡ଼କୁ ଭୟ…

ନୂଆଦିଲ୍ଲୀ, ୧୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

ପରଲୋକରେ ବଲିଉଡ୍‌ର ଡିସ୍କୋ କିଙ୍ଗ୍‌ ବାପି ଲାହିରୀ

ମୁମ୍ବାଇ,୧୬।୨: ଚଳିତ ମାସରେ ସଙ୍ଗୀତ ଜଗତକୁ ଗୋଟିଏ ପରେ ଗୋଟିଏ ବଡ଼ ଧକ୍କା ମିଳିଛ। ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କ ପରେ ବଲିଉଡ୍‌ ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ବାପି ଲାହିରୀଙ୍କ ପରଲୋକ ଘଟିଛି। ୬୯ ବର୍ଷ ବୟସରେ ମୁମ୍ବାଇର…

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ସକାଳ ୭ ଟାରୁ ବୁଥ୍‌ଗୁଡ଼ିକରେ ମତଦାନ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ରେ ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ,…

ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚିଯାଇଛନ୍ତି। ମତଦାନ କେନ୍ଦ୍ରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ…

ଶ୍ରୀଲଙ୍କାକୁ ୪୦ ହଜାର ଟନ୍‌ ଇନ୍ଧନ ପଠାଇଲା ଭାରତ…

କଲୋମ୍ବୋ/ନୂଆଦିଲ୍ଲୀ, ୧୫।୨ : ଶକ୍ତି ସଙ୍କଟ ସହିତ ସମସ୍ୟାରେ ପଡ଼ିଥିବା ଶ୍ରୀଲଙ୍କାର ସହାୟତା ପାଇଁ ଭାରତ ମଙ୍ଗଳବାର ୪୦ ହଜାର ଟନ୍‌ ଇନ୍ଧନ ପଠାଇଛି। ଶ୍ରୀଲଙ୍କାରେ ଅବସ୍ଥାପିତ ଥିବା ଭାରତୀୟ ଉଚ୍ଚାୟୁକ୍ତ ଗୋପାଳ ବାଗ୍‌ଲେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି…

ପଞ୍ଜାବ ବିଧାନସଭା ନିର୍ବାଚନ, ବଳାତ୍କାର-ହତ୍ୟା ଅଭିଯୁକ୍ତ ମଇଦାନରେ, ଶିରୋମଣୀ ଅକାଳୀ ଦଳ ଆଗରେ…

ଚଣ୍ଡିଗଡ଼, ୧୫।୨ : ଫେବୃୟାରୀ ୨୦ରେ ପଞ୍ଜାବର ୧୧୭ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନରେ ୧୩୦୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ଲୁଧିଆନାର ୧୪ ଆସନରେ ସର୍ବାଧିକ ୧୭୫ ପ୍ରାର୍ଥୀ ଚିର୍ବାଚନ ମଇଦାନରେ ରହିଛନ୍ତି। ସେହିପରି…

ଭୋଟ ପାଇଁ ୧୩ ପରିଚୟପତ୍ର, ଏକାଧିକ ପ୍ରାର୍ଥୀଙ୍କୁ ଦେଲେ ନାକଚ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଫେବୃୟାରୀ ୧୬ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ର ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ, ସରପଞ୍ଚ,…

ଜାମିନ୍‌ ପ୍ରଦାନ କ୍ଷେତ୍ରରେ ସାମାଜିକ ଚିନ୍ତାଧାରା ଗ୍ରହଣୀୟ ନୁହେଁ, ହାଇକୋର୍ଟ…

ନୂଆଦିଲ୍ଲୀ, ୧୫।୨ : ଅଭିଯୁକ୍ତଙ୍କୁ ଜାମିନ୍‌ ପ୍ରଦାନ କ୍ଷେତ୍ରରେ ସାମାଜିକ ଚିନ୍ତାଧାରା ଗ୍ରହଣୀୟ ନୁହେଁ। ସମାଜ ସମ୍ପୃକ୍ତ ବ୍ୟକ୍ତିଙ୍କ ବିଷୟରେ କିଭଳି ଚିନ୍ତା କରୁଛି ତାହାକୁ ଜାମିନ୍‌ ବିଚାର କ୍ଷେତ୍ରରେ ପରିସରଭୁକ୍ତ କରାଯିବା ଅନୁଚିତ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା…

ଭୋର୍‌ ସାଢ଼େ ୨ଟାରେ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବ ରୁଷିଆ, ଆମେରିକାର ଦାବି…

ଓ୍ପାଶିଂଟନ, ୧୫।୨ : ୟୁକ୍ରେନ୍‌ ଉପରେ ବୁଧବାର ସ୍ଥାନୀୟ ସମୟ ଭୋର୍‌ ସାଢ଼େ ୫ଟାରେ ରୁଷିଆ ଆକ୍ରମଣ କରିବାର ଯୋଜନା କରିଛି ବୋଲି ଆମେରିକା ପ୍ରତିରକ୍ଷା ବିିଭାଗ ପକ୍ଷରୁ ଦାବି କରାଯାଇଛି। ସ୍ଥାନୀୟ ସମୟ ଭୋର୍‌ ୩ଟାରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର…

୪ ମାସ ମଧ୍ୟରେ ନିଯୁକ୍ତି କ୍ଷେତ୍ର-ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସଂରକ୍ଷଣ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୫।୨ : ଆସନ୍ତା ୪ ମାସ ମଧ୍ୟରେ ରାଜ୍ୟରେ ନିଯୁକ୍ତି କ୍ଷେତ୍ରରେ ତଥା ସମସ୍ତ ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବାକୁ ରାଜସ୍ଥାନ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସେମାନଙ୍କୁ ସମାଜର ପଛୁଆ ବର୍ଗରେ ସାମିଲ୍‌ କରିବା…

ନିର୍ବାଚନ ପରେ ପେଟ୍ରୋଲ-ଡିଜେଲ ଦାମ୍‌ ୧୫ ଟଙ୍କା ବଢ଼ିବା ଆଶଙ୍କା, ୮ ବର୍ଷର ରେକର୍ଡ ଭାଙ୍ଗିଲା ଆଶୋଧିତ ତୈଳ…

ନୂଆଦିଲ୍ଲୀ, ୧୫।୨ : ସମ୍ପ୍ରତି ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଜାରି ରହିଛି। ଏହାପରେ ପେଟ୍ରୋଲ-ଡିଜେଲ ଦାମ୍‌ ୧୫ ଟଙ୍କା ବଢ଼ିବା ଆଶଙ୍କା ସୃଷ୍ଟି ହୋଇଛି। ଅନ୍ତର୍ଜାତୀୟ ବଜାରରେ ଆଶୋଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?