Home Middle

୪ ମାସ ପରେ ଜେଲ୍‌ରୁ ବାହାରିଲେ ଆଶିଷ…

ଲଖିମପୁର, ୧୫।୨ : ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଜାମିନ୍‌ ମିଳିଛି। ୪ ମାସ ପରେ ସେ ଲଖିମପୁର ଜେଲ୍‌ରୁ ବାହାରକୁ ଆସିଛନ୍ତି। ଗତ ସପ୍ତାହରେ ଆହ୍ଲାବାଦ୍‌ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ଆଶିଷଙ୍କ ଜାମିନ୍‌ ମଞ୍ଜୁର…

ଯୁଦ୍ଧ ହେଲେ ପୃଥିବୀରେ ବଢ଼ିବ ଦରଦାମ୍‌,ତେଲରେ ଲାଗିବ ନିଆଁ….

ମସ୍କୋ, ୧୫।୨ : ୟୁକ୍ରେନ୍‌ ଉପରେ ରୁଷିଆର ସମ୍ଭାବ୍ୟ ଆକ୍ରମଣ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଆତଙ୍କ ସୃଷ୍ଟି ହୋଇଛି। ଯୁଦ୍ଧ ହେଲେ ପୃଥିବୀରେ ଦରଦାମ୍‌ ବଢ଼ିବାର ଆଶଙ୍କା ଦେଖାଦେଇଛି। ରୁଷିଆ ପ୍ରାକୃତିକ ଗ୍ୟାସ୍‌ର ସର୍ବବୃହତ୍‌ ସପ୍ଲାୟର। ଏହା ସହିତ ଅଶୋଧିତ ତୈଳ…

ନର୍ଡ ଷ୍ଟ୍ରିମ-୨ ପ୍ରକଳ୍ପ ଉପରେ ପ୍ରଶ୍ନଚିହ୍ନ…

ଓ୍ବାଶିଂଟନ/ମସ୍କୋ, ୧୫।୨ : ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ ତେବେ ନର୍ଡ ଷ୍ଟ୍ରିମ-୨ ନିର୍ମାଣ କ୍ଷେତ୍ରରେ ସଙ୍କଟ ଉପୁଜିବାର ଆଶଙ୍କା ରହିଛି। ଏହାକୁ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବରୁ କହି…

ଜର୍ମାନୀ ସହ ଆଲୋଚନା ପରେ ପଛକୁ ହଟିଲେ ରୁଷିଆ ସୈନ୍ୟ…

ମସ୍କୋ, ୧୫।୨ : ଜର୍ମାନୀ ସହିତ ଆଲୋଚନା ପରେ ୟୁକ୍ରେନ୍‌କୁ ଘେରି ରହିଥିବା ରୁଷିଆ ସୈନ୍ୟ ପଛକୁ ହଟିବା ଆରମ୍ଭ କରିଛନ୍ତି। ଗଣମାଧ୍ୟମ ସଂସ୍ଥା ଏଏଫ୍‌ପି ପକ୍ଷରୁ କୁହାଯାଇଛି ଯେ, ରୁଷିଆ ସୈନ୍ୟ ଏବେ ସୀମାରୁ ହଟିବା ଆରମ୍ଭ କରିଛନ୍ତି। ପଶ୍ଚିମ…

ୟୁକ୍ରେନ୍‌କୁ ୧୦ ପଟୁ ଘେରିଲେ ରୁଷିଆ ସୈନ୍ୟ…

ମସ୍କୋ/କାଇଭ୍‌, ୧୫।୨ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ରୁଷିଆ ୟୁକ୍ରେନ ସୀମାରେ ପ୍ରାୟ ଲକ୍ଷେ ୩୦ ହଜାର ଲକ୍ଷ ସୈନ୍ୟ ମୁତୟନ କରିଛି। ସୈନ୍ୟମାନେ ପୂର୍ବ ଏବଂ ଦକ୍ଷିଣ ସୀମାରେ ୟୁକ୍ରେନକୁ ୧୦ ପଟୁ ଘେରି…

ଦାଉଦ୍‌ଙ୍କ ଭଉଣୀଙ୍କ ଘରେ ଇଡ଼ି ଚଢ଼ାଉ, ରାଜନୈତିକ ଲିଙ୍କର ଖିଅ ଖୋଜା ଜାରି..

ମୁମ୍ବାଇ, ୧୫।୨ : ଅଣ୍ଡରୱାଲର୍‌ଡ କାର୍ଯ୍ୟକଳାପ, ବେଆଇନ ସମ୍ପତ୍ତି କ୍ରୟ ବିକ୍ରୟ ତଥା ହାୱାଲା କାରବାର ସହ ଜଡିତ ମନି ଲଣ୍ଡରିଂ ମାମଲାର ଯାଞ୍ଚ ଅନ୍ତର୍ଗତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ମୁମ୍ବାଇର ୯ ଟି ଏବଂ ଠାଣେର ଗୋଟିଏ ସ୍ଥାନରେ…

ନିର୍ବାଚନ ସମୟରେ ଗୋଖାଦ୍ୟ ଦୁର୍ନୀତି ଫଇସଲା: ୭୫ ଦୋଷୀ, ୬ ଫେରାର୍‌ …

ପାଟନା, ୧୫।୨ : ବିଧାନସଭା ନିର୍ବାଚନ ସମୟରେ ପୁଣି ବିହାରରେ ଗୋଖାଦ୍ୟ ଦୁର୍ନୀତିକୁ ନେଇ ରାଜନୈତିକ ସ୍ଥିତି ସରଗରମ ହୋଇଉଠିଛି। ୫ ରାଜ୍ୟର ବିଧାନସଭାରୁ ଫାଇଦା ନେବା ପାଇଁ କେନ୍ଦ୍ର ସରକାର ଏଭଳି କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି। ୨୬ ବର୍ଷ…

କାନାଡାରେ ୫୦ ବର୍ଷ ମଧ୍ୟରେ ପ୍ରଥମଥର ଲାଗୁ ହେଲା ଏମରଜେନ୍ସି

ଓଟାୱା,୧୫ ।୨: କାନାଡାରେ କରୋନା ମହାମାରୀକୁ ନେଇ ଲାଗିଥିବା ପ୍ରତିବନ୍ଧକକୁ ବିରୋଧ କରି କରାଯାଉଥିବା ପ୍ରଦର୍ଶନକୁ ରୋକିବା ପାଇଁ ସେଠାରେ ସୋମବାରଠାରୁ ଏମରଜେନ୍ସି ଲାଗୁ କରାଯାଇଛି । ଏଏନ୍‌ଆଇର ସୂଚନା ଅନୁଯାୟୀ, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଦେଶରେ ଜରୁରୀକାଳୀନ ପରିସ୍ଥିତି…

ବଢ଼ୁଛି ଯୁଦ୍ଧ ଆଶଙ୍କା

କ୍ୱିଭ୍‌, ୧୫ା୨:ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ)ରେ ସାମିଲ ହେବା ପାଇଁ ୟୁକ୍ରେନର ଉଦ୍ୟମ ଯୋଗୁ ରୁଷିଆ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ୟୁକ୍ରେନ ସୀମାରେ ରୁଷିଆ ଲକ୍ଷାଧିକ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ୟୁରୋପୀୟ ରାଷ୍ଟ୍ରଗୁଡ଼ିକ କ୍ୱିଭ୍‌ ସପକ୍ଷରେ ସାମରିକ…

ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ୍‌ ସାର୍ଟିଫିକେଟ

ପୁରୀ ଅଫିସ, ୧୪।୨: ୨ ବର୍ଷ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ପାଇଁ କୋହଳ ହୋଇଛି କରୋନା କଟକଣା । ଏଣିକି ଜଗା ଦର୍ଶନ ପାଇଁ ଦରକାର ହେବ ନାହିଁ କୋଭିଡ୍‌ ସାର୍ଟିଫିକେଟ। କେବଳ ମାସ୍କ ପିନ୍ଧି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ…

ହିଜାବ ମାଧ୍ୟମରେ ସମାନ ନାଗରିକ ସଂହିତା, ରାଜନୈତିକ ମହଲରେ ଚର୍ଚ୍ଚା…

ନୂଆଦିଲ୍ଲୀ,୧୪ା୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ରାଜ୍ୟରେ ପୁନର୍ବାର ଭାଜପା କ୍ଷମତାକୁ ଆସେ ତେବେ କର୍ନାଟକର ହିଜାବକୁ ନେଇ ବିବାଦ ମଧ୍ୟରେ ସମାନ ନାଗରିକ ସଂହିତା (ୟୁନିଫର୍ମ ସିଭିଲ କୋଡ) କାର୍ଯ୍ୟକାରୀ ହେବ। ସମାନ…

ତୃଣମୂଳସ୍ତରରେ ନ୍ୟାୟିକ ସୁବିଧା ଉପଲବ୍ଧ କରାଇବା ଅପରିହାର୍ଯ୍ୟ…

ଚେନ୍ନାଇ,୧୪ା୨: ସମାଜର ତୃଣମୂଳସ୍ତରରେ ନ୍ୟାୟିକ ବ୍ୟବସ୍ଥା ଉପଲବ୍ଧ କରାଇବା ଅପରିହାର୍ଯ୍ୟ। ଏହା ଦ୍ୱାରା ସାଧାରଣ ବ୍ୟକ୍ତି ଉପକୃତ ହେବା ସହିତ ନ୍ୟାୟପାଳିକାର ଲକ୍ଷ୍ୟ ପୂରଣ ହୋଇପାରିଥାଏ। ମାଡ୍ରାସ୍‌ ହାଇକୋର୍ଟର ୩୨ ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରି ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?