Home Middle

ଶଙ୍ଖ ଧରିବେ ପ୍ରଦୀପ ମାଝି, ଚର୍ଚ୍ଚାରେ ପକାଇଲେ ପୂର୍ଣ୍ଣଚ୍ଛେଦ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଦୁଇଦିନ ତଳୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏଆଇସିସି ସଭାପତି ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସେ ଏହି ଇସ୍ତଫା ଦେଇଥିଲେ। ଦଳରେ ଜନସେବା ସୁଯୋଗର ଅଭାବ ଯୋଗୁ ସେ ଦୁଃଖ ଏବଂ କଷ୍ଟର…

ମହଙ୍ଗା ହୋଇପାରେ ଜମି,ଘର

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟ ସରକାର ଅସ୍ଥାବର ସମ୍ପତ୍ତିର ବେଞ୍ଚ ମାର୍କ ଭେଲ୍ୟୁ ବିଏମ୍‌ଭି ସଂଶୋଧନ କରିବାକୁ ଯାଉଛନ୍ତି। ଏହି ପଦକ୍ଷେପ ଦ୍ୱାରା ଜମି ଏବଂ ଘର ମହଙ୍ଗା ହୋଇପାରେ। ଏଥିପାଇଁ ବୋର୍ଡ ଅଫ ରେଭିନ୍ୟୁ ଆଇଜି ସବୁ ଜିଲାପାଳ ଏବଂ ଜିଲା ସ୍ତରୀୟ…

ଇଣ୍ଟରନେଟ୍‌ ସ୍ପିଡ୍‌ରେ ଭାରତ ପଛୁଆ…

ନୂଆଦିଲ୍ଲୀ,୨୪।୧୦: ଭାରତ ବନାମ ପାକିସ୍ତାନ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁକ୍ଷେତ୍ରରେ ପ୍ରତିଯୋଗୀତା ଦେଖିବାକୁ ମିଳିଥାଏ। ଯଦି ଇଣ୍ଟରନେଟ ସ୍ପିଡ ବିଷୟରେ କୁହାଯାଏ, ତେବେ ଭାରତ ଏହି ପ୍ରସଙ୍ଗରେ ପାକିସ୍ତାନଠାରୁ ପଛୁଆ ରହିଛି। ‘ଓକା’ର ସେପ୍ଟେମ୍ବର ୨୦୨୧ ରିପୋର୍ଟ ଅନୁଯାୟୀ, ମୋବାଇଲ…

ଦେଶବାସୀଙ୍କ କ୍ଷମତା ଉପରେ ଥିଲା ପୂର୍ଣ୍ଣ ବିଶ୍ୱାସ…

ନୂଆଦିଲ୍ଲୀ,୨୪।୧୦: କରୋନା ମହାମାରୀ ଲଢ଼େଇରେ ଦେଶବାସୀ ଏକଜୁଟ ହୋଇଛନ୍ତି। ଫଳରେ ୧୦୦ କୋଟି ଟିକାକରଣ ସମ୍ଭବ ହୋଇ ପାରିଛି। ଦେଶବାସୀଙ୍କ କ୍ଷମତା ଉପରେ ପୂର୍ଣ୍ଣ ବିଶ୍ୱାସ ଥିଲା। ସେହିପରି ସ୍ବାସ୍ଥ୍ୟକର୍ମୀ ସେମାନଙ୍କର ଚେଷ୍ଟା ଅବ୍ୟାହତ ରଖିବେ ବୋଲି ଭରସା ରହିଥିଲା ବୋଲି…

ତୃତୀୟ ଲହର ଆଶଙ୍କା, ୭ ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି…

ନୂଆଦିଲ୍ଲୀ,୨୪।୧୦: କରୋନା ସଂକ୍ରମଣ ଘଟଣା ହଠାତ୍‌ ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ପ୍ରଭାବ ପଶ୍ଚିମବଙ୍ଗ ସମେତ ୭ଟି ରାଜ୍ୟରେ ଦେଖିବାକୁ ମିଳୁଛି। ଏହାର କାରଣ ନିକଟରେ ଶେଷ ହୋଇଥିବା ପାର୍ବଣ ବୋଲି ଅନୁମାନ କରାଯାଉଛି। ପଶ୍ଚିମବଙ୍ଗରେ ଶନିବାର ୯୭୪ ନୂଆ…

୫୦୦ ଉପରେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୫ ହଜାର ୯୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର…

ବଢୁଛି ପିଲାଙ୍କ ଚିନ୍ତା; ଆଜି ୭୮ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୭…

ପିଲାଙ୍କ ପାଇଁ ଫାଇଜର ୯୦.୭% ଫଳପ୍ରଦ

ଓ୍ବାଶିଂଟନ୍‌, ୨୪ା୧୦: ୫ରୁ ୧୧ ବର୍ଷର ପିଲାଙ୍କ ପାଇଁ ଫାଇଜର କରୋନା ଟିକା ୯୦.୭ ପ୍ରତିଶତ ପ୍ରଭାବଶାଳୀ ବୋଲି ଫାଇଜର ଏବଂ ବାୟୋଏନ୍‌ଟେକ୍‌ ପକ୍ଷରୁ ଦାବି କରାଯାଇଛି। ଆସନ୍ତା ୨୬ରେ ଫୁଡ୍‌ ଆଣ୍ଡ୍‌ ଡ୍ରଗ୍‌ ଆଡମିନିଷ୍ଟ୍ରେଶନ(ଏଫ୍‌ଡିଏ)ର ବୈଠକ ଥିବାବେଳେ ଏହା ପୂର୍ବରୁ…

ଜମ୍ମୁ-କଶ୍ମୀରକୁ ମିଳିବ ରାଜ୍ୟ ମାନ୍ୟତା

ଶ୍ରୀନଗର, ୨୪।୧୦: ଜମ୍ମୁ-କଶ୍ମୀରରେ ନିର୍ବାଚନ ମଣ୍ଡଳୀଗୁଡ଼ିକର ସୀମା ପୁନଃ ନିର୍ଦ୍ଧାରଣ କରାଯିବା ପରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପରେ ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ସେଠାକୁ ୩ ଦିନିଆ ଗସ୍ତରେ ଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ…

‘୧୨-୦’ କିଛି ମାନେ ରଖେ ନାହିଁ: କୋହଲି

ନୂଆଦିଲ୍ଲୀ,୨୪।୧୦: ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ବିପକ୍ଷରେ ଟିମ୍‌ ଇଣ୍ଡିଆର ପୁରୁଣା ରେକର୍ଡ କିଛି ମାନେ ରଖେ ନାହିଁ। ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଏଭଳି କହିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଶନିବାର ସନ୍ଧ୍ୟାରେ ବାବର ଆଜମଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳକୁ…

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

ଦୁବାଇ,୨୪।୧୦: ଭାରତ ଏବଂ ପାକିସ୍ତାନର ଦଳ ଟି -୨୦ ବିଶ୍ୱକପ ୨୦୨୧ରେ ପରସ୍ପର ବିରୋଧରେ ରବିବାର ଅଭିଯାନ ଆରମ୍ଭ କରିବେ। ସୁପର -୧୨ ପର୍ଯ୍ୟାୟରେ ଉଭୟଙ୍କ ଏହା ପ୍ରଥମ ମ୍ୟାଚ ହେବ। ଗ୍ରୁପ ୧ରେ ଭାରତ ଏବଂ ପାକିସ୍ତାନ ସ୍ଥାନ ପାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri