Home Middle

‘ମୋଦି ସରକାରରେ ୫.୩୫ ଲକ୍ଷ କୋଟିର ବ୍ୟାଙ୍କ ଜାଲିଆତି’

ନୂଆଦିଲ୍ଲୀ,୧୪।୨: କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାରରେ ଦେଶରେ ୫.୩୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଅଭିଯୋଗ କରିଛନ୍ତି। ସ୍ବାଧୀନତାର ୭୫ ବର୍ଷ ମଧ୍ୟରେ ଲୋକଙ୍କ ଟଙ୍କା ସହ…

କେନ୍ଦ୍ରକୁ ଟାର୍ଗେଟ, ଭାଜପା ପ୍ରତି ନରମ

ନୂଆଦିଲ୍ଲୀ,୧୪ା୨: ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟରେ ଅଭୂତପୂର୍ବ ଆଭିମୁଖ୍ୟ ଦେଖିବାକୁ ମିଳିଥିଲା। କେନ୍ଦ୍ରର ନୀତିଗୁଡ଼ିକୁ ନେଇ ସରକାରଙ୍କୁ ଟାର୍ଗେଟ କରିବାରେ ବିଜେଡିର ଭୂମିକା ଆକ୍ରମଣାମତ୍କ ଥିଲେ ହେଁ ଭାଜପାକୁ ପ୍ରତ୍ୟକ୍ଷ ଭାବେ…

ୟୁକ୍ରେନ୍‌: ଶାନ୍ତି ଆଲୋଚନା ବିଫଳ

ମସ୍କୋ, ୧୪ା୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁଦ୍ଧ ସ୍ଥିତି ଟାଳିବାକୁ ଶନିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ଙ୍କ ମଧ୍ୟରେ ୬୨ ମିନିଟ୍‌ ଧରି ହୋଇଥିବା ଆଲୋଚନା ଫଳପ୍ରଦ ହୋଇପାରିନାହିଁ। ବାଇଡେନ୍‌ ଯୁଦ୍ଧ ଏଡ଼ାଇବା…

‘ଶେଷ ପର୍ଯ୍ୟନ୍ତ ହଟିବୁ ନାହିଁ’

ଅଟାଓ୍ବା, ୧୪ା୨: କୋଭିଡ୍‌ ଟିକାକରଣ ବାଧ୍ୟତାମୂଳକ କରାଯିବା ଏବଂ କରୋନା କଟକଣା ବିରୋଧରେ କାନାଡାରେ ପ୍ରାୟ ୩ ସପ୍ତାହ ହେଲା ଆନ୍ଦୋଳନ ଜାରି ରହିଛି। ‘ଫ୍ରିଡମ୍‌ କନ୍‌ଭେ’ ନାମରେ ଏହି ଆନ୍ଦୋଳନରେ ବହୁ ସଂଖ୍ୟାରେ ଟ୍ରକର୍ସ ସେମାନଙ୍କ ଗାଡ଼ି ଧରି ସାମିଲ…

୬୦ ଲକ୍ଷ ନିଯୁକ୍ତି କେଉଁଠୁ ଆସିବ

ନୂଆଦିଲ୍ଲୀ,୧୪ା୨: ୨୦୧୩-୧୪ରେ ଗୁଜରାଟର ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରରେ କ୍ଷମତାସୀନ ହେଲେ ବର୍ଷକୁ ୨ କୋଟି ନିଯୁକ୍ତି ଦିଆଯିବ ବୋଲି ଭାଜପାର ନିର୍ବାଚନୀ ସଭାଗୁଡ଼ିକରେ ଘୋଷଣା କରିଚାଲିଥିଲେ। ୨୦୧୪ ମେ’ରେ ସରକାର ଗଠନ କରିବା ପରେ ମୋଦିଙ୍କ ନିଯୁକ୍ତି ପ୍ରତିଶ୍ରୁତିର…

ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଅବଗଣନା ଆରମ୍ଭ ହୋଇଯାଇଛି। ୨ ଦିନ ପରେ ଅର୍ଥାତ୍‌ ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଜନସାଧାରଣ ସେମାନଙ୍କ ମତ ସାବ୍ୟସ୍ତ କରିବେ। ନିଜ ମନପସନ୍ଦ ପ୍ରାର୍ଥୀଙ୍କୁ ସେମାନେ ୫ ବର୍ଷ ପରେ ବାଛିବାର…

ଆଜି ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ: ୨୮ରୁ ସ୍କୁଲ ଯିବେ ପିଲା

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ହେଲେ ଏବେ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। କେବଳ ଶିକ୍ଷକ ଓ କର୍ମଚାରୀ ସ୍କୁଲକୁ ଯାଇ ଶ୍ରେଣୀକକ୍ଷ, ପରିସର ସଫେଇ ସହ ଅନ୍ୟାନ୍ୟ କାର୍ଯ୍ୟ ତଦାରଖ…

ଇସ୍ରୋ ମିଶନ ୨୦୨୨: ଚଳିତ ବର୍ଷର ପ୍ରଥମ ପିଏସ୍‌ଏଲ୍‌ଭି-ସି୫୨ ସାଟେଲାଇଟ ଲଞ୍ଚ

ବେଙ୍ଗାଲୁରୁ,୧୪ ।୨: ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ) ଚଳିତ ବର୍ଷର ଏହାର ପ୍ରଥମ ମିଶନ ଭାବେ ସୋମବାର ଏକ ସାଟେଲାଇଟ ଲଞ୍ଚ କରିଛି । ଏହି ପରୀକ୍ଷଣ ସୋମବାର ସକାଳ ୫ଟା ୫୯ରେ କରାଯାଇଛି । ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାରେ ଥିବା…

୪୮ ଘଣ୍ଟା ପ୍ରଚାର କରିପାରିବେନି ପ୍ରମିଳା

ଯାଜପୁର ଅଫିସ/ ବିଞ୍ଝାରପୁର(ଡି.ଏନ.ଏ.),୧୪ା୨: ପ୍ରଚାର ବେଳେ ଭୋଟରଙ୍କ ଉପରେ ଚାପ ପକାଇ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି। ଏହା ପ୍ରମାଣିତ ହେବା ପରେ ରାଜ୍ୟ ନିର୍ବାଚନ କମିଶନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ନକଲି ଭୋଟର ସାବଧାନ, ଧରାପଡ଼ିଲେ ଭୋଗିବେ ଜେଲ୍‌ ଦଣ୍ଡ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ନକଲି ଭୋଟର ବୋଲି ଜଣାପଡ଼ିଲେ ପୋଲିସରେ ଜିମା ଦିଆଯିବ। ପରିଚୟ ପତ୍ର ଭୁଲ ଥିଲେ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଆଉ ଦୁଇ ଦିନ ପରେ ପଞ୍ଚାୟତ ନର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନର ନକଲି ଭୋଟରଙ୍କୁ ସତର୍କ କରାଇ…

ଆମେରିକାକୁ ଘାରିଛି ଚାଇନାର ଆମ୍ଫିବିୟସ୍‌ ବିମାନ ଚିନ୍ତା…

ଓ୍ବାଶିଂଟନ, ୧୩।୨ : ଆମ୍ଫିବିଆସ ବିମାନ ନିର୍ମାଣ କରିଛି ଚାଇନା। ଏହାକୁ ନେଇ ଆମେରିକାର ଚିନ୍ତା ବଢ଼ିବାରେ ଲାଗିଛି। ଚାଇନାରୁ ଏକ ଭିଡିଓ ରିଲିଜ ହୋଇଛି ଯେଉଁଥିରେ ବିମାନର ସମସ୍ତ ଚାରୋଟି ଇଞ୍ଜିନ ଏକାସାଙ୍ଗରେ ପରୀକ୍ଷଣ କରାଯାଉଥିବାର ଦେଖାଯାଇଛି। ସମ୍ପ୍ରତି, ଜାପାନର…

ବୁଡ଼ାଜାହାଜ ପଠାଇବା କଥାକୁ ଅସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୩ା୨: ଆମେରିକାର ବୁଡ଼ାଜାହାଜ ରୁଷିଆର ସାମୁଦ୍ରିକ ସୀମାରେ ପ୍ରବେଶ କରି ଅନ୍ତର୍ଜାତୀୟ ସୀମା ଉଲ୍ଲଂଘନ କରିଛି ଏବଂ ୟୁକ୍ରେନ ସହିତ ତିକ୍ତତା ବୃଦ୍ଧି ପାଇଁ କାର୍ଯ୍ୟ କରିଛି ବୋଲି ରୁଷିଆ ଅଭିଯୋଗ କରିଥିଲା। ତେବେ ଏହାକୁ ଖଣ୍ଡନ କରିଛି ଆମେରିକା। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?