ଟିକାକରଣ: ଭାରତ ବନାମ ଅବଶିଷ୍ଟ ବିଶ୍ୱ
ନୂଆଦିଲ୍ଲୀ,୨୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତର କରୋନା ନିରୋଧୀ ଟିକାକରଣ ସଫଳତା ବଖାଣିବାକୁ ଯାଇ ବିରୋଧୀଙ୍କୁ ସମାଲୋଚନା କରିଛନ୍ତି। ସରକାରଙ୍କ ସାମର୍ଥ୍ୟକୁ ନେଇ ପ୍ରଶ୍ନ କରୁଥିବା ଲୋକଙ୍କୁ ଉପଯୁକ୍ତ ଜବାବ ମିଳିଥିବା ସେ କହିଛନ୍ତି। କଂଗ୍ରେସ ମତରେ ମୋଦି ଓ…
‘ଏହା ଅନ୍ୟାୟ, ଏନ୍ସିବି ଫସାଇବାକୁ ଚେଷ୍ଟା କରୁଛି’
ମୁମ୍ବାଇ,୨୩।୧୦: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ବମ୍ବେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। ଏଥିରେ ତାଙ୍କ ଓକିଲ ଦର୍ଶାଇଛନ୍ତି ଯେ, ଆର୍ଯ୍ୟନଙ୍କ ହ୍ବାଟ୍ସଆପ୍ ଚାଟ୍କୁ ଏନ୍ସିବି ଭୁଲ ବାଖ୍ୟା କରୁଛି। କ୍ରୁଜ ଯାହାଜରୁ ଜବତ ହୋଇଥିବା ଡ୍ରଗ୍ସ…
ଶାହଙ୍କ ଲାଗି ମୁତୟନ ହେଲେ ସ୍ନାଇପର, ଡ୍ରୋନ୍, ଶାର୍ପଶୁଟର
ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ଶନିବାରଠାରୁ ୩ ଦିନିଆ ଗସ୍ତ ଜମ୍ମୁ-କଶ୍ମୀର ଗସ୍ତ କରିବେ। ୩୭୦ ଧାରା ଉଚ୍ଛେଦ ପରେ ଶାହ ପ୍ରଥମ ଥର ପାଇଁ କେନ୍ଦ୍ର ଶାସିତ ଅଞ୍ଚଳ ଗସ୍ତ କରିବାକୁ ଯାଉଛନ୍ତି। ଏବେ ସାଧାରଣ ନାଗରିକଙ୍କୁ ଟାର୍ଗେଟ…
କମିବାକୁ ଯାଉଛି ଖାଇବା ତେଲ ଦର
ନୂଆଦିଲ୍ଲୀ,୨୨।୧୦: ପାର୍ବଣ ସମୟରେ ଡାଲି ଏବଂ ଖାଇବା ତେଲ ଦର ନିୟନ୍ତ୍ରଣକୁ ଆଣିବା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର। ଆମଦାନୀ ବଢ଼ାଇବା ସହ ଖାଦ୍ୟ ସାମଗ୍ରୀ କଳାବଜାରୀ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ମନ୍ତ୍ରଣାଳୟର ସଚିବ ସୁଧାଂଶୁ ପାଣ୍ଡେ…
‘ଭାରତ-ଆମେରିକା’ର ସମ୍ପର୍କ ବିଶ୍ୱାସ ଉପରେ ଆଧାରିତ’
ଓ୍ବାଶିଂଟନ,୨୨ା୧୦: ଆମେରିକାରେ ଭାରତର ରାଷ୍ଟ୍ରଦୂତ ତରଣଜିତ୍ ସିଂ ସାନ୍ଧୁ କହିଛନ୍ତି, ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କର ଆଧାର ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏହା କ୍ରମାଗତ ଭାବେ ବଢୁଛି। କଂଗ୍ରେସର ବରିଷ୍ଠ କର୍ମଚାରୀଙ୍କ ପାଇଁ ଇଣ୍ଡିଆ ହାଉସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…
ମୟୂରଭଞ୍ଜରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ
ବାରିପଦା ଅଫିସ,୨୨।୧୦: ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିଛନ୍ତି। ସହିଦ ସ୍ମୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବଣ୍ଟନ କରିଛନ୍ତି। ଏଥିସହ ୨ ହଜାର କୋଟିର ପ୍ରକଳ୍ପ ଆରମ୍ଭ କରିଛନ୍ତି…
ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…
ଦେଶରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି:ମୋଦି
ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରାବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅକ୍ଟୋବର ୨୧ ରେ ଭାରତ ଏକ ଅସାଧାରଣ ଲକ୍ଷ୍ୟ ହାସଲ କରିଛି। ୧୦୦ କୋଟି ଟିକାକରଣର ମାତ୍ରା କେବଳ ଏକ ଆକଳନ ନୁହେଁ ବରଂ…
ରାଜ୍ୟରେ ଉପରମୁହାଁ ସଂକ୍ରମଣ; ପିଲାଙ୍କ ପାଇଁ ବଢୁଛି ଚିନ୍ତା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ଶୁକ୍ରବାର ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ କ୍ୱାରାଣ୍ଟାଇନ୍ରୁ…
ଦେଶକୁ ସମ୍ବୋଧିତ କରିବେ ମୋଦି
ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳ ୧୦ଟାରେ ଦେଶକୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର କରୋନା ଟିକାକରଣରେ ୧୦୦କୋଟି ଡୋଜ୍ ଅତିକ୍ରମ କରିଥିବା ବେଳେ…
ଜୁନିୟର ପୁରୁଷ ହକି ବିଶ୍ୱକପ୍: ଖେଳାଳିଙ୍କ ପାଇଁ କୋହଳ ହେଲା କୋଭିଡ୍ ନିୟମ
ଭୁବନେଶ୍ୱର, ୨୨।୧୦(କ୍ରୀଡ଼ା ପ୍ରତିନିଧି)- ଜୁନିୟର ହକି ବିଶ୍ୱକପର ଦ୍ୱାଦଶ ସଂସ୍କରଣ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୨୪ରୁ ଆରମ୍ଭ ହେବ। କୋଭିଡ୍-୧୯ ଯୋଗୁ ଓଡ଼ିଶାରେ ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ ବନ୍ଦ ରହିଥିଲା। ତେଣୁ ପ୍ରତିଯୋଗିତା ଯେତିକି ପାଖେଇ ଆସୁଛି ଉତ୍ସୁକତା ସେତେ…
ନଭେମ୍ବର ୨୪ରୁ କଳିଙ୍ଗରେ ବିଶ୍ୱକପ୍
ଭୁବନେଶ୍ୱର,୨୧।୧୦: ଆରମ୍ଭ ହେବ ଜୁନିୟର ପୁରୁଷ ହକି କପ୍। ୨୪ରୁ କଳିଙ୍ଗ ଷ୍ଟାଡିୟମ୍ରେ ଏହି ମ୍ୟାଚ୍ ଖେଳାଯିବା ନେଇ ଅନ୍ତର୍ଜାତୀୟ ହକି ମହାସଙ୍ଘ(ଏଫ୍ଆଇଏଚ୍) ବିଶ୍ୱକପ୍ର କ୍ରୀଡ଼ାସୂଚୀ ଘୋଷଣା କରାଯାଇଛି। ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ମଧ୍ୟରେ ଜୁନିୟର ପୁରୁଷ ହକି…
Archives


