Home Middle

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ…

‘ଆମେ ସଂସ୍କୃତିକୁ ଛାଡ଼ିପାରିବୁ ନାହିଁ’

ଜୟପୁର,୧୨ା୨: ମୁସଲମାନ ମହିଳାମାନେ ରାଜସ୍ଥାନର ଜୟପୁର ଏବଂ ପଞ୍ଜାବର ଲୁଧିଆନାରେ ହିଜାବକୁ ସମର୍ଥନ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହା ତାଙ୍କର ବ୍ୟକ୍ତିଗତ ବିଷୟ ବୋଲି ସେମାନେ କହିଛନ୍ତି। ରାଜନୈତିକ ଦଳ ଏଥିରେ ହସ୍ତକ୍ଷେପ କରିବା ଉଚିତ୍‌ ନୁହେଁ। ଆମେ ଆମର…

ରାହୁଲ ଆଧୁନିକ ଜିନ୍ନା, ହିମନ୍ତଙ୍କ ଟାର୍ଗେଟ…

ଗୁଆହାଟି, ୧୨।୨ : ରାହୁଲ ଗାନ୍ଧୀଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ହିମନ୍ତ ବିଶ୍ୱା ସରମା ଟାର୍ଗେଟ୍‌ କରିଛନ୍ତି। ସେ ଅକ୍ଷେପ କରି କହିଛନ୍ତି ଯେ, ରାହୁଲ ହେଉଛନ୍ତି ଆଧୁନିକ ଜିନ୍ନା। ସେ କହିଛନ୍ତି ୧୯୪୭ ପୂର୍ବରୁ ମହମ୍ମଦ ଅଲ୍ଲୀ…

ଯେକୌଣସି ମୁହୂର୍ତ୍ତରେ ହୋଇପାରେ ଯୁଦ୍ଧ, ୪୮ ଘଣ୍ଟା ମଧ୍ୟରେ ୟୁକ୍ରେନ ଛାଡ଼ିବାକୁ ନିର୍ଦ୍ଦେଶ

ଓ୍ବାଶିଂଟନ,୧୨ା୨: ସୀମାରେ ଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଏବଂ ଏହାର ସହଯୋଗୀମାନେ ସେମାନଙ୍କ ନାଗରିକମାନଙ୍କୁ ୪୮ ଘଣ୍ଟା ମଧ୍ୟରେ ୟୁକ୍ରେନ ଛାଡ଼ିବାକୁ କହିଛନ୍ତି। ଅବଶିଷ୍ଟ ରୁଷିଆର କୂଟନୀତିଜ୍ଞ ଏବଂ ଅନ୍ୟ କର୍ମଚାରୀମାନେ ମଧ୍ୟ ୟୁକ୍ରେନ ଛାଡ଼ିବା ଆରମ୍ଭ କରିଛନ୍ତି। ଏହି…

ଘନେଇଲା ଯୁଦ୍ଧ ଆଶଙ୍କା, ୟୁକ୍ରେନ୍‌ ଉପରେ ବୁଧବାର ଆକ୍ରମଣ ପାଇଁ ରୁଷିଆର ଯୋଜନା…

ମସ୍କୋ, ୧୨।୨ : ୟୁକ୍ରେନ ଉପରେ ଆକ୍ରମଣ ପାଇଁ ରୁଷିଆର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଆମେରିକା ପକ୍ଷରୁ କୁହାଯାଇଛି। ୟୁକ୍ରେନ୍‌ ଉପରେ ବୁଧବାର ଆକ୍ରମଣ ପାଇଁ ରୁଷିଆର ଯୋଜନା କରିଥିବା ଆମେରିକା ଅଧିକାରୀ ଦାବି କରିଛନ୍ତି। ଫେବୃୟାରୀ ୨୦…

ନିର୍ବାଚନ ପ୍ରଚାର ପଦଯାତ୍ରାରୁ ହଟିଲା କଟକଣା, ରାତି ୧୦ଟା ପର୍ଯ୍ୟନ୍ତ କରିହେବ ପ୍ରଚାର…

ନୂଆଦିଲ୍ଲୀ, ୧୨।୨ : ଭାରତୀୟ ନିର୍ବାଚନ ଆୟୋଗ ୫ଟି ରାଜ୍ୟରେ ଜାରି ରହିଥିବା ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଉପରେ ଥିବା କଟକଣାକୁ ଶନିବାର କୋହଳ କରିଛନ୍ତି। ନିର୍ବାଚନ ପ୍ରଚାର ପଦଯାତ୍ରାରୁ କଟକଣା ହଟିଛି। ସେହିପରି ଏଣିକି ପ୍ରାର୍ଥୀମାନେ ସକାଳ ୬ରୁ…

ନୌସେନାକୁ ସଫଳତା, ପାକିସ୍ତାନ ବାଟେ ଆସୁଥିବା ୨୦୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ…

ନୂଆଦିଲ୍ଲୀ, ୧୨।୨ : ଚୋରା ଡଗ୍ସ୍‌ କାରବାର ରୋକିବାରେ ଭାରତୀୟ ନୌସେନାକୁ ବଡ଼ ଧରଣର ସଫଳତା ମିଳିଛି। ଆରବ ସାଗରରେ ପାକିସ୍ତାନ ବାଟେ ଆସୁଥିବା ୨୦୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ ହୋଇଛି। ଏହା ମୁମ୍ବାଇ ଅବା ଗୁଜରାଟକୁ ଯାଇଥାନ୍ତା ବୋଲି…

ମିଥ୍ୟା ବଳାତ୍କାର ମାମଲାର ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ…

ଭୋପାଳ, ୧୨।୨ : ମିଥ୍ୟା ବଳାତ୍କାର ମାମଲାରେ ମଧ୍ୟପ୍ରଦେଶ ହାଇକୋର୍ଟ ଯାଞ୍ଚ୍‌ ନିର୍ଦ୍ଦେଶ ଦେଇଛନ୍ତି। ସିହୋର ଜିଲାର ଏସ୍‌ପିଙ୍କୁ ଘଟଣାର ଉଚିତ ତଦନ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ବିଚାରପତି ସଞ୍ଜୟ ଦ୍ୱିବେଦୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାରେ ଅଭିଯୋଗ କରିଥିବା…

ଦୋଷୀ ସାବ୍ୟସ୍ତ ହେବା ପରେ ଆପୋଷ ବୁଝାମଣା ଉପରେ ଭରସା କରି ହେବ ନାହିଁ: ଶୀର୍ଷକୋର୍ଟ…

ନୂଆଦିଲ୍ଲୀ, ୧୨।୨ : ଭାରତୀୟ ଦଣ୍ଡବିଧି ସଂହିତା ୩୫୪ ଅନ୍ତର୍ଗତ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ କରାଯାଉଥିବା ଆପୋଷ ବୁଝାମଣା ଉପରେ ଭରସା କରି ହେବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଦୋଷୀ ସାବ୍ୟସ୍ତ ହେବା ପରେ ସମ୍ପୃକ୍ତ…

ଫିଲ୍ମ ହଲ୍‌ରେ ୫୦ ପ୍ରତିଶତ କ୍ଷମତା, ମାତ୍ର ବିବାହରେ କେବଳ ୫୦ ଅତିଥି କାହିଁକି ? ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିବାହମଣ୍ଡପ ମାଲିକ ସଂଘ…

ମୁମ୍ବାଇ, ୧୨।୨ : ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସୁଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ କଟକଣାକୁ କୋହଳ କରାଯାଉଛି। ସରକାରଙ୍କ ନୂଆ କଟକଣା ଅନୁସାରେ ରାଜ୍ୟର ସମସ୍ତ ଫିଲ୍ମ ହଲ୍‌ ୫୦ ପ୍ରତିଶତ କ୍ଷମତାରେ ଚାଲିପାରିବ। ସେହିପରି ଭିଡ଼ରୁ…

ହିଜାବକୁ ନେଇ ବିଦେଶୀ ରାଷ୍ଟ୍ରର ହସ୍ତକ୍ଷେପକୁ ସହ୍ୟ କରାଯିବ ନାହିଁ…

ନୂଆଦିଲ୍ଲୀ, ୧୨।୨ : ଭାରତର କର୍ନାଟକରେ ହିଜାବକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏସମ୍ପର୍କରେ ପାକିସ୍ତାନ, ଆମେରିକା ସମେତ ଅନ୍ୟ କେତେକ ବିଦେଶୀ ରାଷ୍ଟ୍ର ଭାରତ ବିରୋଧୀ ମନ୍ତବ୍ୟ ପ୍ରଦାନ କରିଛନ୍ତି। ପରେ ଏହାକୁ ନେଇ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁହଁ…

ପ୍ରଥମେ ପ୍ରତିଶ୍ରୁତି ପରେ ଦୁର୍ନୀତି କରିଥାଏ କଂଗ୍ରେସ, କହିଲେ ପ୍ରଧାନମନ୍ତ୍ରୀ…

ଡେରାଡୁନ୍‌, ୧୨।୨ : କଂଗ୍ରେସ ପ୍ରଥମେ ବଡ଼ ବଡ଼ ପ୍ରତିଶ୍ରୁତି ଦେଇ ପରେ ଦୁର୍ନୀତି କରିଥାଏ। ଉତ୍ତର।ଖଣ୍ଡ ବିଧାନସଭା ପ୍ରଚାରରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏଭଳି କହିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ, ନିର୍ବାଚନୀ ପ୍ରଚାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?