ନିଜ ସ୍କୁଲରେ ହେବ ପରୀକ୍ଷା
କଟକ ଅଫିସ,୨୧।୧୦: ଚଳିତ ବର୍ଷ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ ନବମ ଶ୍ରେଣୀ ଛାତ୍ରୀଛାତ୍ର। ନଭେମ୍ବର ୨୨ରୁ ନବମ ଶ୍ରେଣୀର ସମେଟିଭ୍-୧ ପରୀକ୍ଷା ଆରମ୍ଭ ହେବ। ଏ ନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର…
ବିଶେଷଜ୍ଞଙ୍କ ବିନା ପରାମର୍ଶରେ ହାଇବ୍ରିଡ୍ ହିୟରିଂ ପାଇଁ ୭୯ କୋଟି ମଞ୍ଜୁରୀ, ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…
ନୂଆଦିଲ୍ଲୀ,୨୧।୧୦: ହାଇବ୍ରିଡି ହିୟରିଂ ପାଇଁ ବିଶେଷଜ୍ଞଙ୍କ ବିନା ପରାମର୍ଶରେ ଦିଲ୍ଲୀ ସରକାର ୭୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ଏଭଳି କାହିଁକି ହୋଇଛି ବୋଲି ପ୍ରଶ୍ନ କରାଯାଇଛି। ଏନେଇ ବିଚାରପତି ବିପିନ ସାଙ୍ଘି ଏବଂ…
ବଡ଼ କାର୍ଯ୍ୟାନୁଷ୍ଠାନ: କେ. ଗାଁ ଥାନା ଅଧିକାରୀ ସସ୍ପେଣ୍ଡ
ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କେ.ଗାଁ ଥାନା ଅଧିକାରୀ ଡମୁ ପରଜାଙ୍କୁ ସସ୍ପେଣ୍ଡ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ତାଙ୍କୁ ସସ୍ପେଣ୍ଡ କରାଯାଇଥିବା ନେଇ ଗୁରୁବାର କଳାହାଣ୍ଡି ଏସ୍ପି ଶ୍ରବଣ ବିବେକ ସୂଚନା ଦେଇଛନ୍ତି।…
ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବ, ବିରୋଧ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ଡାକ୍ତର…
ଥିରୁଭାନନ୍ତପୁରମ୍,୨୧।୧୦: ସ୍କୁଲ ପିଲାଙ୍କୁ କରୋନା ମହାମାରୀ ଲଢ଼େଇରେ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦିଆଯିବା ପ୍ରସ୍ତାବକୁ ବିରୋଓ କରି କେରଳର ଜଣେ ଡାକ୍ତର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଡାକ୍ତଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି ଯେ, ଆର୍ସେନିକମ୍ ଅଲବମ୍-୩୦ ସିଏଚ୍…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ରୀୟ କର୍ମଚାରୀମାନେ ବର୍ତ୍ତମାନ…
ଭାରତୀୟ ଯବାନଙ୍କ ‘ପ୍ଲାନ୍-୧୯୦’ ଚାଇନା ସୈନ୍ୟଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ…
ନୂଆଦିଲ୍ଲୀ,୨୧।୧୦: ଭାରତୀୟ ସେନା ଚାଇନାର ସୈନ୍ୟଙ୍କ ମୁକାବିଲା ପାଇଁ ଏନେ ନୂଆ ଯୋଜନା ଉପରେ କାର୍ଯ୍ୟ ଜାରି ରଖିଛି। ଶୀତ ଆସିବା ପୂର୍ବରୁ ଏବେ ଭାରତ ଏବଂ ଚାଇନା ଏଲ୍ଏସିରେ ଅସ୍ତ୍ରଶସ୍ତ୍ର ଠୁଳ କରିବାରେ ଲାଗିଛନ୍ତି। ଏଲ୍ଏସିରେ ବୃଦ୍ଧି ପାଉଥିବା ଉତ୍ତେଜନାକୁ…
ଚାଷୀଙ୍କୁ ସୁପ୍ରିମ୍କୋର୍ଟଙ୍କ ତାଗିଦ୍, ବିରୋଧ କରିବା ଅଧିକାର, କିନ୍ତୁ ରାସ୍ତାକୁ ଦୀର୍ଘଦିନ ବନ୍ଦ କରି ହେବ ନାହିଁ…
ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ ଜାରି ରହିଛି। ଏହାକୁ ନେଇ ସୁପ୍ରିମ୍କୋର୍ଟ ଗୁରୁବାର ଚାଷୀଙ୍କୁ ତାଗିଦ୍ କରିଛନ୍ତି। ସମ୍ବିଧାନ ଅନୁସାରେ ଗଣତନ୍ତ୍ରରେ ବିରୋଧ କରିବାର ଅଧିକାର ରହିଛି। ମାତ୍ର ଦୀର୍ଘ ଦିନ ଧରି…
ଏଲ୍ଏସିରେ ଆଣ୍ଟି ଏୟାରକ୍ରାଫ୍ଟ୍ ଏଲ୍-୭୦ ତୋପ ମୁତୟନ କଲା ଭାରତ…
ନୂଆଦିଲ୍ଲୀ,୨୧।୧୦: ଭାରତ ଚାଇନା ମଧ୍ୟରେ ଏଲ୍ଏସିରେ ଉତ୍ତେଜନା ଥମିବାର ନାଁ ଧରୁନି। ଏପରିସ୍ଥଳେ ଅରୁଣାଚଳପ୍ରଦେଶଠାରେ ଥିବା ଏଲ୍ଏସିରେ ଭାରତୀୟ ସେନାର ଶକ୍ତି ବୃଦ୍ଧି ପାଇଁ ଆଣ୍ଟି ଏୟାରକ୍ରାଫ୍ଟ୍ ଏଲ୍-୭୦ ତୋପ ମୁତୟନ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁସାରେ ଏଠାରେ ଏମ୍-୭୭୭ ହ୍ବିଜର…
ପ୍ରିୟଙ୍କାଙ୍କ ନିର୍ବାଚନୀ ପ୍ରତିଶ୍ରୁତି, ଝିଅଙ୍କୁ ମିଳିବ ସ୍କୁଟି-ସ୍ମାର୍ଟଫୋନ୍…
ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟେjରଗତ ୩ ଦଶନ୍ଧି ଧରି କଂଗ୍ରେସ କ୍ଷମତାଠାରୁ ଦୂରରେ ରହି ବନବାସ କାଟୁଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପୁଣି ଥରେ କ୍ଷମତା ଦଖଲ ପାଇଁ କଂଗ୍ରେସ ପକ୍ଷରୁ…
ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…
ପୁଣି ୧୮ ହଜାର ଟପିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୮ ହଜାର ୪୫୪ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୦…
ଜମ୍ମୁ-କଶ୍ମୀରରେ ନିବେଶ ପାଇଁ ସୁମଲିମ୍ ରାଷ୍ଟ୍ରଙ୍କ ସହିତ ଭାରତର ଯୋଗାଯୋଗ ପ୍ରୟାସ…
ନୂଆଦିଲ୍ଲୀ,୨୧।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତ କୂଟନୈତିକ ସ୍ତରରେ ପାକିସ୍ତାନକୁ ଘେରିବାକୁ ପ୍ରସ୍ତୁତ ହେଉଛି। ଜମ୍ମୁ-କଶ୍ମୀରରେ ପର୍ଯ୍ୟାୟକ୍ରମେ ପୁଞ୍ଜି ନିବେଶ ପାଇଁ ଭାରତ ଏକ ସ୍ବତନ୍ତ୍ର ରଣନୀତି ଉପରେ କାର୍ଯ୍ୟ କରୁଛି। ଏହା ଅନ୍ତର୍ଗତ ମୁସଲିମ୍ ରାଷ୍ଟ୍ରମାନଙ୍କରୁ କାଶ୍ମୀରରେ ବ୍ୟାପକ ବିନିଯୋଗ ପାଇଁ…
Archives


