ରାଜ୍ୟରେ ବଢୁଛି ପିଲାଙ୍କ ଚିନ୍ତା
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮…
ଇତିହାସ ରଚିଲା ଭାରତ, ୧୦୦ କୋଟି ଟପିଲା ଟିକାକରଣ…
ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ଗୁରୁବାର ଟୁଇଟ୍ କରି ସୂଚନା ଦେଇଛନ୍ତିି।ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି…
ପୁଣି ଥରେ ହେବ ଭାରତ-ଚାଇନା ସୀମା ବିବାଦ ଆଲୋଚନା…
ନୂଆଦିଲ୍ଲୀ,୨୧।୧୦: ସୀମା ବିବାଦକୁ ନେଇ ଭାରତ ଏବଂ ଚାଇନା ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ବିବାଦର ସମାପ୍ତି ଏପର୍ଯ୍ୟନ୍ତ ହୋଉନାହିଁ। ତେବେ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ ପାଇଁ ଉଭୟ ଦେଶ ପୁଣି ଥରେ ଉଦ୍ୟମ କରିବାକୁ ଯାଉଛନ୍ତିି। ୧୩ତମ…
୧୧୩ ଦେଶରୁ ୭୧ରେ ଭାରତ
ନୂଆଦିଲ୍ଲୀ, ୨୧ା୧୦: ନିକଟରେ ପ୍ରକାଶିତ ବିଶ୍ୱ କ୍ଷୁଧା ସୂଚକାଙ୍କ ରିପୋର୍ଟରେ ଭାରତ ପଡ଼ୋଶୀ ପାକିସ୍ତାନଠାରୁ ଖରାପ ପ୍ରଦର୍ଶନ କରିଥିବାବେଳେ ବିଶ୍ୱ ଖାଦ୍ୟ ସୁରକ୍ଷା ସୂଚକାଙ୍କ(ଜିଏଫ୍ଏସ୍)-୨୦୨୧ରେ ମଧ୍ୟ ଭାରତ ଖରାପ ପ୍ରଦର୍ଶନ କରିଛି। ୧୧୩ଟି ଦେଶକୁ ନେଇ ପ୍ରକାଶ ପାଇଥିବା ଏହି ରିପୋର୍ଟରେ…
ତାଲିବାନ୍ ସହ ୧୦ ଦେଶର ବୈଠକ
ମସ୍କୋ, ୨୧ା୧୦: ଆଫଗାନିସ୍ତାନ ପ୍ରସଙ୍ଗରେ ତାଲିବାନ୍ ପ୍ରତିନିଧିଙ୍କ ଉପସ୍ଥିତିରେ ରୁଷିଆ ବୁଧବାର ଏକ ଅନ୍ତର୍ଜାତୀୟ ବୈଠକ ଆୟୋଜନ କରିଛି। ଆଫଗାନିସ୍ତାନରେ ଶାନ୍ତି ଓ ସ୍ଥିରତା ଆଣିବା ପାଇଁ ତାଲିବାନ୍ ଖୁବଶୀଘ୍ର ଏକ ପୂର୍ଣ୍ଣ ସରକାର ଗଢ଼ୁ ବୋଲି ରୁଷିଆ ପରାମର୍ଶ ଦେଇଛି।…
ଟିକାକରଣରେ ରେକର୍ଡ ପରେ ଲାଲକିଲାରେ ଉଡିବ ତ୍ରିରଙ୍ଗା
ନୂଆଦିଲ୍ଲୀ,୨୧ ।୧୦: କରୋନା ଟିକାକରଣରେ ସରକାର କେର୍ଡ କରିବାକୁ ଯାଉଛନ୍ତି । ଗୁରୁବାର ଦେଶରେ ୧୦୦କୋଟି ଟିକାକରଣ ପୂରଣ ହେବା ପରେ ମୋଦି ସରକାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବା ଜଣାପଡିଛି । ପ୍ରଥମେ ଏହି ଅବସରରେ ଦିଲ୍ଲୀର ଲାଲ କିଲାରେ…
ଅଷ୍ଟ୍ରେଲିଆକୁ ହରାଇଲା ଟିମ୍ ଇଣ୍ଡିଆ
ଦୁବାଇ,୨୦।୧୦: ସ୍ଥାନୀୟ ଆଇସିସି ଏକାଡେମୀରେ ବୁଧବାର ଦ୍ୱିତୀୟ ଓ୍ବାର୍ମଅପ୍ ମ୍ୟାଚ୍ରେ ଟିମ୍ ଇଣ୍ଡିଆକୁ ମିଳିଛି ଜବରଦସ୍ତ ବିଜୟ। ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୫୩ରନ୍ର ଟାର୍ଗେଟକୁ ଟିମ୍ ଇଣ୍ଡିଆ ସହଜରେ ୧୭.୫ ଓଭରରେ ହାସଲ କରି ନେଇଛି। ଲୋକେଶ ରାହୁଲ ଓ ରୋହିତ…
କେବଳ ୧୦ ବର୍ଷ ଅଭିଜ୍ଞତା ଆଧାରରେ କେବେ ନିଯୁକ୍ତ ହୋଇ ନାହାନ୍ତି ହାଇକୋର୍ଟ ବିଚାରପତି, କେନ୍ଦ୍ର ଦେଲା ଜବାବ୍…
ନୂଆଦିଲ୍ଲୀ,୨୦।୧୦: କେବଳ ୧୦ ବର୍ଷ ଆଇନଗତ ଅଭିଜ୍ଞତା ଥିବା କୌଣସି ଆଇନଜୀବୀଙ୍କୁ କେବେ ମଧ୍ୟ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇ ନାହିଁ ବୋଲି ଟ୍ରିବ୍ୟୁନାଲ୍ ଆକ୍ଟ-୨୦୨୧ର ସାମ୍ବିଧାନିକ ବୈଧତା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ଜବାବୀ ସତ୍ୟପାଠ…
ଆର୍ୟନଙ୍କୁ ଲାଗିଲା ବଡ଼ ଝଟ୍କା: ଜାମିନ ଖାରଜ
ମୁମ୍ବାଇ,୨୦।୧୦: ବଲିଉଡ୍ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କୁ ପୁଣି ଝଟ୍କା ଲାଗିଛି। କ୍ରୁଜ୍ ଡ୍ରଗ୍ସ ମାମଲାରେ ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଆର୍ୟନଙ୍କ ସହ ତାଙ୍କ ଦୁଇ ବନ୍ଧୁ ଅରବାଜ ମର୍ଚ୍ଚାଣ୍ଟ ଏବଂ ମୁନମୁନ ଧମେଚାଙ୍କ ଜାମିନ…
ଲଖିମପୁରରେ ୨ ଡଙ୍ଗାବୁଡ଼ିି, ୨୫ ନିଖୋଜ…
ଚେନ୍ନାଇ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ଜିଲାରେ ବୁଧବାର ୨ଟି ଡଙ୍ଗାବୁଡ଼ି ଘଟଣାରେ ୨୫ ଜଣ ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି। ସକାଳେ ସ୍ଥାନୀୟ ମିର୍ଜାପୁର ଗାଁର ୧୦ ଜଣ ଲୋକ ଚାଷ ଜମିରେ କଟାହୋଇ ପଡ଼ିଥିବା ଧାନ…
ଜମ୍ମୁ-କଶ୍ମୀରରେ ଶିଖ୍-କ୍ଷତ୍ରୀୟ-ମହାଜନ କିଣିପାରିବେ ଚାଷ ଜମି, ସୂଚନା ଦେଲେ ଉପରାଜ୍ୟପାଳ…
ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀରରେ ଚାଷ ଜମି କିଣବା ନେଇ ଉପରାଜ୍ୟପାଳ ମନୋଜ ସିହ୍ନା ନୂଆ ସୂଚନା ଦେଇଛନ୍ତି। ଏବେ ଏଠାରେ ଶିଖ୍, କ୍ଷତ୍ରୀୟ ଏବଂ ମହାଜନଙ୍କୁ ଜମି କିଣିବାର ଅଧିକାର ମିଳିଛି। ଅନୁଷ୍ଠିତ ହୋଇଥିବା ରାଜ୍ୟ ପ୍ରଶାସନିକ ପରିଷଦ ବୈଠକରେ ଏସମ୍ପର୍କରେ ନିଷ୍ପତ୍ତି…
ଲଖିମପୁର ହିଂସାର ରିପୋର୍ଟରେ ବିଳମ୍ବ ନେଇ ସୁପ୍ରିମ୍କୋର୍ଟଙ୍କ ଯୋଗୀ ସରକାରଙ୍କୁ ଭର୍ସନା…
ନୂଆଦିଲ୍ଲୀ,୨୦।୧୦: ଉତ୍ତରପ୍ରଦେଶ ଲଖିମପୁର ହିଂସାର ରିପୋର୍ଟରେ ବିଳମ୍ବ ନେଇ ବୁଧବାର ସୁପ୍ରିମ୍କୋର୍ଟ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଭର୍ସନା କରିଛନ୍ତି। ରାଜ୍ୟ ସରକାରଙ୍କ ଆଇନନଜୀବୀ ହରିଶ ସାଲଓ୍ବେ ତଦନ୍ତରେ ପ୍ରଗତି ହୋଇଥିବା ରିପୋର୍ଟ ଦାଖଲ କରିଥିବା ଦର୍ଶାଇଥିଲେ। ଶୁଣାଣି ଶୁକ୍ରବାର…
Archives


