Home Middle

ଅଫ୍‌ଲାଇନରେ ହେବ ସିବିଏସ୍‌ଇ ପରୀକ୍ଷା: ଏପ୍ରିଲ ୨୬ରୁ ଦଶମ, ଦ୍ୱାଦଶ ଟର୍ମ-୨ ଆରମ୍ଭ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ବୋର୍ଡ ପରୀକ୍ଷା ଅଫ୍‌ଲାଇନ୍‌ ମୋଡ୍‌ରେ ହେବ। ଏପ୍ରିଲ ୨୬ ତାରିଖରୁ ଉଭୟ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା କାର୍ଯ୍ୟସୂଚୀ ଖୁବ୍‌ଶୀଘ୍ର ବୋର୍ଡର ଓ୍ବେବ୍‌ସାଇଟ୍‌ www.cbse.nic.inରେ…

ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ରାହୁଲ କହିଲେ…

ନୂଆଦିଲ୍ଲୀ,୯ା୨: କଂଗ୍ରେସର ପୂର୍ବତନ ସଭାପତି ତଥା ଏମ୍‌ପି ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ‘ଆତ୍ମନିର୍ଭର ଭାରତ’କୁ ଟାର୍ଗେଟ କରିଛନ୍ତି। ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ତେଲେଙ୍ଗାନାରେ ପ୍ରତିଷ୍ଠିତ ‘ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି’ ଚାଇନାର ଏକ କମ୍ପାନୀ ସାହାଯ୍ୟରେ ତିଆରି…

ସିରିଜ କବ୍‌ଜା କଲା ଭାରତ

ଅହମ୍ମଦାବାଦ,୯।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନ୍‌ରେ ପରାସ୍ତ କରିଛି । ଏହି ବିଜୟ ସହ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଆଗୁଆ ରହିଛି। ଭାରତ ୯…

ଇରାନ କ୍ଷେପଣାସ୍ତ୍ର ପାଇଁ ଆମେରିକା ଚିନ୍ତିତ

ତେହରାନ,୯ା୨: ୨୦୧୫ ପରମାଣୁ ଚୁକ୍ତିନାମାକୁ ରକ୍ଷା କରିବାକୁ ଯାଇ ଭିଏନାରେ ଆମେରିକା ସହ ଆଲୋଚନା ଆରମ୍ଭ ହେବାର ଗୋଟିଏ ଦିନ ପରେ ଇରାନ ଏକ ନୂତନ କ୍ଷେପଣାସ୍ତ୍ର ଲଞ୍ଚ୍‌ କରିଛି। ଯାହାକୁ ନେଇ ଆମେରିକା ଚିନ୍ତାରେ ପଡ଼ିଛି। ବୁଧବାର ଏହି ବାଲିଷ୍ଟିକ…

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ଗଜପତି ମହାରାଜାଙ୍କ କନ୍ୟା

ପୁରୀ ଅଫିସ,୯ା୨: ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ କନ୍ୟାଙ୍କ ବିବାହ। ମହାରାଜାଙ୍କ ଚତୁର୍ଥ ତଥା କନିଷ୍ଠ କନ୍ୟା ଦେବେଶୀ ଦେବୀଙ୍କ ବିବାହ ବର୍ଦ୍ଧମାନ ରାଜକୁମାର ଆଦିତ୍ୟ କେହେରଙ୍କ ସହିତ ବୁଧବାର ହେବ। ଗଜପତିଙ୍କ କନ୍ୟା ବାହାଘର ପାଇଁ ବ୍ୟାପକ ଆୟୋଜନ…

ଏକକ ଖଣ୍ଡପୀଠରୁ ବୃହତ୍‌ ଖଣ୍ଡପୀଠକୁ ଗଲା ହିଜାବ ମାମଲା…

ବେଙ୍ଗାଲୁରୁ, ୯।୨ : କର୍ନାଟକରେ ଦେଖାଦେଇଥିବା ହିଜାବ ବିବାଦରେ ନୂଆ ମୋଡ଼ ଆସିଛି। ଏବେ ଏହାକୁ ହାଇକୋର୍ଟଙ୍କ ଏକକ ଖଣ୍ଡପୀଠରୁ ବୃହତ୍‌ ଖଣ୍ଡପୀଠକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଏକକ ଖଣ୍ଡପୀଠର ବିଚାରପତି କୃଷ୍ଣା ଏସ୍‌ ଦୀକ୍ଷୀତ୍‌ ବୁଧବାର ନିର୍ଦ୍ଦେଶ ଜାରି କରିଛନ୍ତି।…

କଂଗ୍ରେସର ଘୋଷଣା ପତ୍ର, ୧୦ ଦିନରେ ଚାଷୀଙ୍କ ଋଣଛାଡ-୨୦ ଲକ୍ଷ ସରକାରୀ ଚାକିରି…

ଲକ୍ଷ୍ନୌ, ୯।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମତଦାନର ଦିନକ ପୂର୍ବରୁ କଂଗ୍ରେସ ପକ୍ଷରୁ ଘୋଷଣା ପତ୍ର ଜାରି ହୋଇଛି। କଂଗ୍ରେସ ଏହାର ଘୋଷଣା ପତ୍ରରେ ସମସ୍ତ ବର୍ଗଙ୍କୁ ଖୁସି କରିବାକୁ ଚେଷ୍ଟା କରାଯାଇଛି। ଯେଉଁଥିରେ କୃଷକଙ୍କ ପାଇଁ ୧୦ ଦିନରେ…

କରୋନା ଚିକିତ୍ସା ପାଇଁ ଗ୍ଲେନ୍‌ମାର୍କର ନାଜାଲ ସ୍ପ୍ରେ ‘ଫାବି ସ୍ପ୍ରେ’…

ନୂଆଦିଲ୍ଲୀ, ୯।୨ : କରୋନା ମହାମାରୀର ଚିକିତ୍ସା ପାଇଁ ଅନ୍ୟ ଏକ ଔଷଧ ନାଜାଲ ସ୍ପ୍ରେ ଆକାରରେ ପହଞ୍ଚିଛି। ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ୍ସ ଏକ ନାଇଟ୍ରିକ ଅକ୍ସାଇଡ ଆଧାରିତ ନାଜାଲ ସ୍ପ୍ରେ ‘ଫାବି ସ୍ପ୍ରେ’ କାନାଡାର ଏକ କମ୍ପାନୀ ସାନୋଟାଇଜ ସହିତ ମିଳିତ…

ମନରେଗାରେ ୧୫୦ ଦିନର ନିଶ୍ଚିତ କର୍ମନିଯୁକ୍ତି-ସବୁ ରାଜ୍ୟରେ ସମାନ ମଜୁରୀ,ପାର୍ଲାମେଣ୍ଟାରୀ କମିଟିର ସୁପାରିଶ…

ନୂଆଦିଲ୍ଲୀ, ୯।୨ : ପାର୍ଲାମେଣ୍ଟର ସ୍ଥାୟୀ କମିଟି ମନରେଗାର କାର୍ଯ୍ୟକାରିତାକୁ ସମୀକ୍ଷା କରିବାକୁ ସୁପାରିଶ କରିଛି। ପରିବର୍ତ୍ତିତ ପରିବେଶରେ ଏହି ଯୋଜନାରେ ପରିବର୍ତ୍ତନ ଆଣିବା ଆବଶ୍ୟକ ବୋଲି କମିଟି ସୁପାରିସ କରିଛି। ଏହା ସହିତ ଏହାର ସାମ୍ପ୍ରତିକ କାର୍ଯ୍ୟକାରିତାର କିଛି ତ୍ରୁଟି…

ଦାମାସ୍‌କସ୍‌କୁ ଟାର୍ଗେଟ୍‌ କରିବା ଯୋଜନା ପଣ୍ଡ,ଇସ୍ରାଏଲ୍‌ କ୍ଷେପଣାସ୍ତ୍ରକୁ ଧ୍ୱଂସ କଲା ସିରିଆ …

ଦାମାସ୍‌କସ୍‌, ୯।୨ : ସିରିଆ ରାଜଧାନୀ ଦାମାସ୍‌କସ୍‌କୁ ଟାର୍ଗେଟ୍‌ କରି ଉତ୍‌କ୍ଷେପଣ କରାଯାଇଥିବା ଇସ୍ରାଏଲର କ୍ଷେପଣାସ୍ତ୍ରକୁ ଧ୍ୱଂସ କରାଯାଇଛି। ସିରିଆ ବୁଧବାର ରାଜଧାନୀ ଦାମାସ୍‌କସ୍‌କୁ ଟାର୍ଗେଟ୍‌ କରି ଉତ୍‌କ୍ଷେପଣ କରାଯାଇଥିବା ବହୁ ଇସ୍ରାଏଲ କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଥିବା ନେଇ ଦାବି କରିଛି।…

ଘନେଇଲା ଯୁଦ୍ଧ ଆଶଙ୍କା, କୃଷ୍ଣ ସାଗରରେ ରୁଷିଆର ୬ ଯୁଦ୍ଧପୋତ…

ମସ୍କୋ, ୯।୨ : ୟୁକ୍ରେନ ପ୍ରସଙ୍ଗରେ ରୁଷିଆ ଏବଂ ଆମେରିକା ମଧ୍ୟରେ ଉତ୍ତେଜନ ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ପଟେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ପାଇଁ ନିଜର ସୈନ୍ୟମାନଙ୍କୁ ନିୟୋଜିତ କରୁଥିବାବେଳେ ଆମେରିକା ୟୁକ୍ରେନକୁ ସାହାଯ୍ୟ କରିବା ଏବଂ…

ପାକିସ୍ତାନର ଡ୍ରୋନ୍‌ ଷଡ଼ଯନ୍ତ୍ର, ଅଜନାଲା ସେକ୍ଟରରୁ ୨ ସନ୍ଦିଗ୍ଧ ପ୍ୟାକେଟ ଜବତ…

ଅମୃତସର, ୯।୨ : ଆତଙ୍କବାଦୀ ସଂଗଠନଗୁଡ଼ିକୁ ସହାୟତା ପ୍ରଦାନ କାର୍ଯ୍ୟ ପାକିସ୍ତାନ ପକ୍ଷରୁ ଜାରି ରହିଛି। ପାକିସ୍ତାନ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ଯୋଗାଣ ନେଇ ଭାରତ ବିରୁଦ୍ଧରେ ଷଡଯନ୍ତ୍ର ରଚିଛି। ଏବେ ପଞ୍ଜାବର ଅମୃତସରର ଅଜନାଲା ସେକ୍ଟରର ପଞ୍ଜ ଗାରାଇ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?