Home Middle

କଲେଜିୟମ୍‌ ସୁପାରିଶକୁ ଖଣ୍ଡନ କରିବା ଏବେ ସାଧାରଣ ଘଟଣା ପାଲଟିଛି, ସୁପ୍ରିମ୍‌କୋର୍ଟଙ୍କ କ୍ଷୋଭ…

ନୂଆଦିଲ୍ଲୀ ,୧୭।୧୦: ହାଇକୋର୍ଟରେ ବିଚାରପତିଙ୍କ ବୃଦ୍ଧି ପାଉଥିବା ଖାଲି  ସଂଖ୍ୟା ସ୍ବୀକୃତ ପଦବୀର ପ୍ରାୟ ୫୦ ପ୍ରତିଶତରେ ପହଞ୍ଚିଛି। ଏସବୁ ପଦବୀର ପୂରଣ ପାଇଁ ସୁପ୍ରିମକୋର୍ଟ କଲେଜିୟମ ନିକଟରେ କେନ୍ଦ୍ର ସରକାରଙ୍କୁ କ୍ରମାଗତ ବହୁ ସୁପାରିଶ କରିଛନ୍ତି। ଏନେଇ ଭାରତର ପ୍ରଧାନ…

ଆଇଏସ୍‌ଆଇ ନିର୍ଦ୍ଦେଶରେ ୨୦୦ ଲୋକଙ୍କ ହିଟ୍‌ ଲିଷ୍ଟ୍‌ ପ୍ରସ୍ତୁତ କରିଛନ୍ତି ଆତଙ୍କବାଦୀ…

ଶ୍ରୀନଗର,୧୭।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ଆତଙ୍କ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି। ବିଶେଷକରି ଅଣ-ମୁସଲମାନ ଏବଂ ଅଣ-କାଶ୍ମୀରବାସୀଙ୍କୁ ଟାର୍ଗେଟ କରାଯାଉଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ ଏକ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ସଂସ୍ଥା…

ଭାରତ ରଚିବ ଇତିହାସ, ଆସନ୍ତା ସପ୍ତାହକୁ ଅପେକ୍ଷା…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା ସପ୍ତାହରେ କରୋନା ମହାମାରୀ ବିରୋଧରେ ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି ଲୋକଙ୍କୁ ଟିକାକରଣ ଲକ୍ଷ୍ୟ ପୂରଣ କରିବାକୁ ଯାଉଛି। ଭାରତ ୧୦ ମାସରେ ଏହି…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟାଟାରେ ଚାକିରି ଦେବା ନାଁରେ ଭାବି ଜ୍ୱାଇଁଙ୍କ ସହ ମିଶି ଠକେଇ ମାମଲାରେ ଏହି ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ସହ ତାଙ୍କ ମୁଖ୍ୟ ସହଯୋଗୀ…

ମୁଷଳଧାରା ବର୍ଷା, ୧୮ଜଣଙ୍କ ମୃତ୍ୟୁ…

ଥିରୁଭାନନ୍ତପୁରମ୍‌,୧୭।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ କେରଳରେ ସଙ୍କଟ ସୃଷ୍ଟି ହୋଇଥିଲା। ଏବେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ସ୍ଥିିତି ସୃଷ୍ଟି ହୋଇଛି। ମୁଷଳଧାରା ବର୍ଷାରେ ଭାସିଯାଇ ଇତିମଧ୍ୟରେ ରାଜ୍ୟରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର…

ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା…

ବେଜିଂ,୧୭।୧୦: ବିସ୍ତାରବାଦୀ ନୀତି ଜାରି ରଖିଥିବା ଚାଇନା ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ମହାକାଶରେ ନିଜର ସ୍ଥିତି ସୁଦୃଢ଼ କରିବା ଲାଗି ଚାଇନା ଯୋଜନାବଦ୍ଧ ଭାବେ ଏଭଳି କରିଛି। ଚାଇନା ପାଖରେ ଥିବା ଏହି କ୍ଷମତା ବର୍ତ୍ତମାନ ପୃଥିବୀର ଅନ୍ୟ କୌଣସି…

ଭାରତକୁ ପ୍ରଶଂସା କଲା ବିଶ୍ୱ ବ୍ୟାଙ୍କ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭।୧୦: କରୋନା ମହାମାରୀ ବିରୋଧରେ ସଫଳ ଟିକାକରଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ ଡେଭିଡ ମାଲପାସ ଭାରତକୁ ଅଭିନନ୍ଦନ ଜଣାଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହ ଏକ ବୈଠକରେ ସେ ଟିକା ଉତ୍ପାଦନ ତଥା ବିତରଣରେ ଅନ୍ତର୍ଜାତୀୟସ୍ତରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା…

୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୫…

ପାକିସ୍ତାନ ପଛରେ ଭାରତ

ନୂଆଦିଲ୍ଲୀ, ୧୭ା୧୦: ଭାରତରେ କ୍ଷୁଧାହାର ପୂର୍ବାପେକ୍ଷା ଅଧିକ ଚିନ୍ତାଜନକ ରହିଛି। ଏପରି କି ପଡ଼ୋଶୀ ପାକିସ୍ତାନ, ନେପାଳ, ବାଂଲାଦେଶ ଅପେକ୍ଷା ଭାରତର ସ୍ଥିତି ଖରାପ ରହିଥିବା ବିଶ୍ୱ କ୍ଷୁଧା ସୂଚକାଙ୍କ-୨୦୨୧(ଜିଏଚ୍‌ଆଇ)ରୁ ଜଣାପଡ଼ିଛି। ୧୧୬ ଦେଶକୁ ନେଇ ପ୍ରସ୍ତୁତ ତାଲିକାରେ ଭାରତର ସ୍ଥାନ…

ଧିମେଇଛି ଅପରେଶନ ମୁସ୍କାନ, ପରୀ

ପୁରୀ ଅଫିସ,୧୭।୧୦: ରାଜ୍ୟରେ ଯେପରି କେହି ଶିଶୁ ଶ୍ରମିକ ନ ରହିବେ, ସେଥିପାଇଁ ସରକାରଙ୍କ ପକ୍ଷରୁ ଅପରେଶନ ମୁସ୍କାନ ଓ ପରୀ ଯୋଜନା ହାତକୁ ନିଆଯାଇଛି। ହେଲେ ଏହି ଯୋଜନା ପୁରୀ ଜିଲାରେ ଧିମେଇ ଯାଇଥିବା ନଜରକୁ ଆସିଛି। ପୁରୀ ସହର…

୧୮ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୧୭ରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।…

ପାମ୍ପୋର ଏନକାଉଣ୍ଟର: ଲସ୍କରର ଟପ୍ କମାଣ୍ଡର ସମେତ ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ,୧୬ ।୧୦: ଜମ୍ମୁ-କଶ୍ମୀର ପୁଲୱାମାର ପାମ୍ପୋର ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ ଲସ୍କର-ଇ-ତୋଏବାର ଆତଙ୍କବାଦୀ ଉମର ମୁସ୍ତାକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri