Home Middle

ରାଜ୍ୟରେ ୪୭ ଜଣ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶନିବାର ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ବିଶ୍ୱ ଖାଦ୍ୟ ଦିବସ: ଦେଶରେ ପ୍ରତିବର୍ଷ ନଷ୍ଟ ହେଉଛି ୪୦ ପ୍ରତିଶତ ଖାଦ୍ୟ, ପ୍ରତିଦିନ ଭୋକରେ ଶୋଉଛନ୍ତି ୨୦ କୋଟି

ନୂଆଦିଲ୍ଲୀ,୧୬ ।୧୦: ଅକ୍ଟୋବର ୧୬ ହେଉଛି ବିଶ୍ୱ ଖାଦ୍ୟ ଦିବସ । ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସରେ ୧୧୬ ଦେଶ ତାଲିକାରେ ଭାରତ ୯୧ ସ୍ଥାନରୁ ୧୦୧ତମ ସ୍ଥାନକୁ ଖସି ଆସିଛି । ଜାତିସଂଘର ଖାଦ୍ୟ ଏବଂ କୃଷି ସଙ୍ଗଠନ(ଏଫ୍‌ଏଓ)ର ରିପୋର୍ଟ ଅନୁଯାୟୀ,…

ମାଇଲଷ୍ଟୋନ ସହ ହାତେଇଲେ ଆଇପିଏଲ ଟ୍ରଫି

ଦୁବାଇ,୧୫।୧୦: ୨୦୧୦, ୨୦୧୧ ଓ ୨୦୧୮ ପରେ ୪ର୍ଥ ଥର ପାଇଁ ଆଇପିଏଲ ଟ୍ରଫି ହାତେଇଛି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଶୁକ୍ରବାର ଖେଳାଯାଇଥିବା ଫାଇନାଲରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ୨୭ ରନ୍‌ରେ ହରାଇ…

ଫାଇନାଲରେ ମୁକୁଟ ପିନ୍ଧିଲେ ରୁତୁରାଜ

ଦୁବାଇ,୧୫।୧୦: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ବ୍ୟାଟିଂ ସେନସେଶନ ରୁତୁରାଜ ଗାଏକ୍ୱାଡ ଶେଷରେ ଅରେଞ୍ଜ କ୍ୟାପର ଅଧିକାରୀ ହୋଇଛନ୍ତି। ଶୁକ୍ରବାର ଦୁବାଇରେ ଖେଳାଯାଇଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବିପକ୍ଷ ଫାଇନାଲରେ ସେ ୩୨ (୩ ଚୌକା ଓ ୧ ଛକା)ରନ୍‌ର…

୨୦ ଶ୍ରଦ୍ଧାଳୁଙ୍କ ଉପରେ ମାଡ଼ିଗଲା କାର

ନୂଆଦିଲ୍ଲୀ,୧୫।୧୦: ଦଶହରାରେ ଛତିଶଗଡ଼ର ଜାଶପୁର ଜିଲାରୁ ଆସିଛି ଦୁଃଖଦ ଖବର। ମା’ ଦୁର୍ଗାଙ୍କ ଦର୍ଶନ ଲାଗି ଯାଉଥିବା ଶ୍ରଦ୍ଧାଳୁଙ୍କ ଉପରେ ଏକ କାର ମାଡ଼ି ଯାଇଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ…

୭ ନୂଆ ପ୍ରତିରକ୍ଷା କମ୍ପାନୀର ଶୁଭାରମ୍ଭ କଲେ ମୋଦି, ତିଆରି ହେବ ଫାଇଟର ପ୍ଲେନଠାରୁ ପିସ୍ତଲ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୫ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୭ଟି ନୂଆ ପ୍ରତିରକ୍ଷା କମ୍ପାନୀର ଶୁଭାରମ୍ଭ କରିଛନ୍ତି । ଦେଶକୁ ସଶକ୍ତ କରିବା ପାଇଁ ଏହା ଏକ ପ୍ରୟାସ ବୋଲି ମୋଦି କହିଛନ୍ତି । ମୋଦି କହିଛନ୍ତି ସମୟ ସହିତ ପ୍ରତିରକ୍ଷା କ୍ଷେତ୍ରରେ…

ଏଥର ମଧ୍ୟ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଚଳିତ ବର୍ଷ ନିଜର ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଶନିବାର ଜନ୍ମଦିନ ପାଳିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ତେବେ ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା ଏବଂ ଆଶୀର୍ବାଦ ପାଇଁ ସେ…

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ୍‌ ୨୦୨୧ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୩୪୮ ନମ୍ବର ରଖି ଦିଲ୍ଲୀର ମ୍ରିଦୁଲ ଅଗ୍ରଓ୍ବାଲ ଟପ୍‌ ରାଙ୍କରେ ଅଛନ୍ତି। ମହିଳା ବର୍ଗରେ କାବ୍ୟା ଚୋପ୍ରା ଟପର୍‌ ହୋଇଛନ୍ତି। ମୋଟ୍‌ ୧ଲକ୍ଷ ୪୧ ହଜାର ୬୯୯ ଜଣ…

ରାଜ୍ୟରେ ୪୬୭ ପଜିଟିଭ୍‌: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶୁକ୍ରବାର ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧…

ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ସବୁଦିନ ପାଇଁ ମନେ ରହିବେ କଲାମ: ମୋଦି

ନୂଆଦିଲ୍ଲୀ,୧୫ ।୧୦: ମିଶାଇଲ ମ୍ୟାନ, ଭାରତ ରତ୍ନ ତଥା ଭାରତର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ୯୦ତମ ଜନ୍ମଦିନରେ ଦେଶ ତାଙ୍କୁ ମନେ ପକାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି କହିଛନ୍ତି କଲାମ…

ଫେରିଯିବ ମୌସୁମୀ

ନୂଆଦିଲ୍ଲୀ,୧୫ ।୧୦: ଦେଶର ପ୍ରାୟ ସମସ୍ତ ଭାଗରୁ ମୌସୁମୀ ଫେରି ଯାଇଛି କହିଲେ ଚଳେ । ଓଡ଼ିଶାର କିଛି ଭାଗରେ ଓ ପୂର୍ବ ଭାରତର କିଛି ଅଂଶ ସହ ଦକ୍ଷିଣ ଭାରତରେ ବି ମୌସୁମୀ ଏପଯ୍ୟନ୍ତ ସାମାନ୍ୟ ରହିଛି । ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri