ଫେଲ ମାରିଲା ପାକିସ୍ତାନର ଅନୁପ୍ରବେଶ ଉଦ୍ୟମ: ୩ ଅନୁପ୍ରବେଶକାରୀ ନିହତ
ଜମ୍ମୁ,୬ ।୨: ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଅନ୍ତରାଷ୍ଟ୍ରୀୟ ସୀମାରେ ପ୍ରବେଶ ଉଦ୍ୟମ କରୁଥିବା ୩ ଅନୁପ୍ରବେଶକାରୀ ବିଏସଏଫ୍ ଯବାନଙ୍କ ଗୁଳିର ଶିକାର ହୋଇଛନ୍ତି । ମୃତକଙ୍କ ନିକଟରୁ ଯବାନମାନେ ବହୁ ପରିମାଣର ନିଶା ଦ୍ରବ୍ୟ(ଡ୍ରଗ୍ସ) ଜବତ କରିଥିବା ସୂଚନା ମିଳିଛି ।…
୫ମ ବିଶ୍ୱକପ୍ ଜିତିଲା ଭାରତ
ଆଣ୍ଟିଗୁଆ, ୬|୨: ପୁଣି ଥରେ ଭାରତୀୟ ଦଳ ହତେଇଛି ୧୯ ବର୍ଷରୁ କମ୍ ବିଶ୍ୱକପ୍। ଫାଇନାଲରେ ଭାରତ ୪ ଉଇକେଟରେ ଇଂଲଣ୍ଡକୁ ହରାଇ ଦେଇଛି। ଏହି ବୟସ ବର୍ଗରେ ଏହା ହେଉଛି ଭାରତୀୟ ଦଳ ପାଇଁ ୫ମ ଟ୍ରଫି। ପୁରା ଟୁର୍ନାମେଣ୍ଟ…
ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୯୦…
ଆଣ୍ଟିଗୁଆ, ୫।୨ : ଅଣ୍ଡର-୧୯ ବିଶ୍ୱକପ୍ ଫାଇନାଲ୍ରେ ଭାରତ ପ୍ରଥମେ ବୋଲିଂ କରି ଇଂଲଣ୍ଡ ଦଳକୁ ୧୮୯ ରନ୍ରେ ସୀମିତ ରଖିଛି। ଇଂଲଣ୍ଡ ଟିମ୍ ୪୪.୫ ଓଭରରେ ଅଲ୍ ଆଉଟ୍ ହୋଇଛି। ଏହାର ରନ୍ ରେଟ୍ ଓଭର ପିଛା ୪.୨୨ ରହିଛି।…
ଅଣ୍ଡର-୧୯ ବିଶ୍ୱକପ୍ ଫାଇନାଲ୍ରେ ଭାରତର ଦମଦାର୍ ଏଣ୍ଟ୍ରି: ଶହେ ରନ୍ ଭିତରେ ଇଂଲଣ୍ଡ ହରାଇଲା ୭ ଓ୍ବିକେଟ…
ନୂଆଦିଲ୍ଲୀ, ୫।୨ : ଅଣ୍ଡର-୧୯ ବିଶ୍ୱକପ୍ ଫାଇନାଲ୍ରେ ଭାରତର ଦମଦାର୍ ଏଣ୍ଟ୍ରି ଆରମ୍ଭ ହୋଇଛି। ପ୍ରତିପକ୍ଷ ଇଂଲଣ୍ଡ ଦଳ ମାତ୍ରେ ଶହେ ରନ୍ ମଧ୍ୟରେ ୭ ଓ୍ବିକେଟ ହରାଇଛି। ଇଂଲଣ୍ଡ ଅଧିନାୟକ ଟମ୍ ପ୍ରେଷ୍ଟ୍ ଟସ୍ ଜିଣିବା ପରେ ପ୍ରଥମେ ବ୍ୟାଟିଂ…
ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…
ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ ଦ୍ୱିତୀୟରେ ମହାରାଷ୍ଟ୍ର, ତୃତୀୟରେ ରାଜସ୍ଥାନ, ଚତୁର୍ଥରେ କର୍ନାଟକ ରହିଛି। ଶେଷରେ ଗୁଜରାଟ ରହିଛି। ବିଧାନସଭା…
୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ଲୋକାର୍ପିତ…
ହାଇଦ୍ରାବାଦ୍, ୫।୨ : ଏକାଦଶ ଶତାବ୍ଦୀର ସନ୍ଥ ରାମାନୁଜାଚାର୍ଯ୍ୟଙ୍କର ୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ଲୋକାର୍ପିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପଣ କରିଛନ୍ତି। ମିଶ୍ରଧାତୁରେ ନିର୍ମିତ ଏହି ମୂର୍ତ୍ତି ରାମଶାବାଦ୍ଠାରେ ୪୫ ଏକର ପରିମିତ ଅଞ୍ଚଳରେ…
ଆମେରିକା ବିରୋଧରେ ସ୍ବର ଉତ୍ତୋଳନ କଲା ଚାଇନା
ବେଜିଂ,୫ା୨: ଆମେରିକା ବିରୋଧରେ ଚାଇନା ଖୋଲାଖୋଲି ଭାବେ ସ୍ବର ଉତ୍ତୋଳନ ଆରମ୍ଭ କରିଛି। ଏଥର ଚାଇନା ତା’ର ମିତ୍ର ରାଷ୍ଟ୍ର ଉତ୍ତରକୋରିଆ ସପକ୍ଷରେ ସ୍ବର ଉତ୍ତୋଳନ କରିଛନ୍ତି। ଉତ୍ତରକୋରିଆ ସହ ତିକ୍ତତା ହ୍ରାସ କରିବାକୁ ଚାଇନା ଆମେରିକାକୁ ନିବେଦନ କରିଛି। ମିଳିତ…
ମାଓବାଦୀଙ୍କ ଲ୍ୟାଣ୍ଡ୍ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ’ ଖବରଦାତା
ଏମ୍.ରାମପୁର,୫ା୨(ଡି.ଏନ୍.ଏ.): ଖବର ସଂଗ୍ରହ କରିବାକୁ ଯାଇ ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡ୍ମାଇନ ବିସ୍ଫୋରଣରେ ଆଖି ବୁଜିଛନ୍ତି ‘ଧରିତ୍ରୀ’ର ଖବରଦାତା ତଥା ଓଜେୟୁର ସକ୍ରିୟ ସଭ୍ୟ ରୋହିତ ବିଶ୍ୱାଳ (୪୭)। ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ। ଏଭଳି ହୃଦୟ ବିଦାରକ…
ପ୍ରଥମ ପର୍ଯ୍ୟାୟରେ ଉତ୍ତରପ୍ରଦେଶରେ ୨୮୯ କୋଟିପତି ଲଢ଼ିବେ ନିର୍ବାଚନ…
ଲକ୍ଷ୍ନୌ, ୫।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୨୮୯ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ଦାଖଲ ହୋଇ ଥିବା ସତ୍ୟପାଠରୁ ଏହା ଜଣାପଡ଼ିଛି। ଫେବୃୟାରୀ ୧୦ରେ ରାଜ୍ୟର ୧୧ ଜିଲାରେ ୫୮ ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ
ବାରିପଦା ଅଫିସ,୫।୨: ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ ବର୍ଷା ପାଇଁ ଶୁକ୍ରବାର ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା । ଜଙ୍ଗଲ ରାସ୍ତା କାଦୁଆ ହୋଇଯିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ…
ଦିଲ୍ଲୀରେ ଭୂକମ୍ପ ଝଟକା
ନୂଆଦିଲ୍ଲୀ,୫।୨: ଜମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ଏହା ପ୍ରାୟ ୨୦ ସେକେଣ୍ଡ ଧରି ଏହା ଅନୁଭୂତ ହୋଇଛି। କଶ୍ମୀରର କିଛି ଘରେ ଝଟକା ଯୋଗୁ ଫାଟ ଚିହ୍ନ ସୃଷ୍ଟି…
ଜମ୍ମୁ-କଶ୍ମୀର ଏନ୍କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୨ ଆତଙ୍କବାଦୀ ନିହତ
ଶ୍ରୀନଗର,୫ ।୨: ଶ୍ରୀନଗର ସହରର ଜକୁରା ଅଞ୍ଚଳରେ ଶନିବାର ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତ ଆତଙ୍କବାଦୀ ଲସ୍କର-ଇ-ତୋଏବା ଓ ଟିଆରଏଫର ସଦସ୍ୟ ବୋଲି…

