Home Middle

୧୦୦ ଲକ୍ଷ କୋଟିର ଗତିଶକ୍ତି ପ୍ରକଳ୍ପ ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ…

ନୂଆଦିଲ୍ଲୀ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତିଶକ୍ତି ପ୍ରକଳ୍ପ ଅନ୍ତର୍ଗତ ୧୦୦ ଲକ୍ଷ କୋଟିର ଜାତୀୟ ମାଷ୍ଟର ପ୍ଲାନ୍‌ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଦେଶର ଭିତ୍ତିଭୂମିକୁ ମଜବୁତ କରାଯିବା ସହିତ ରେଳବାଇ ଏବଂ ସଡକ ଭିତ୍ତିଭୂମିକୁ ସୁଦୃଢ଼ କରାଯିବ। ସେହିପରି ବିମାନ…

ରାଜଧାନୀ ପବନରେ ଜହର,୭୫ ପ୍ରତିଶତରୁ ଅଧିକ ଛୋଟପିଲା ହେଉଛନ୍ତି ଶ୍ୱାସରୁଦ୍ଧ…

ନୂଆଦିଲ୍ଲୀ,୧୩।୧୦: ଶୀତ ଆରମ୍ଭ ହେବା ସହିତ ରାଜଧାନୀ ଦିଲ୍ଲୀର ବାୟୁ ମଣ୍ଡଳର ଗୁଣବତ୍ତାମାନ ପ୍ରତିବର୍ଷ ଖରାପ ହେବାକୁ ଲାଗିଥାଏ। ପବନରେ ଜହର ଯୋଗୁ ରାଜଧାନୀର ୭୫ ପ୍ରତିଶତରୁ ଅଧିକ ପିଲା ଶ୍ୱାସରୁଦ୍ଧ ହେଉଛନ୍ତି। ସେମାନେ ନେବୁଲାଇଜର ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ଗ୍ରହଣ…

ଆମେରିକା ଯାତ୍ରା କରିପାରିବେ ବିଦେଶୀ…

ଓ୍ବାଶିଂଟନ,୧୩।୧୦: ଏବେ ବିଦେଶୀ ଯାତ୍ରୀ ଆମେରିକା ଯାତ୍ରା କରିପାରିବେ। ୧୯ ମାସ ପରେ ଆମେରିକା କରୋନା ଯୋଗୁ ଜାରି ହୋଇଥିବା କଟକଣାକୁ କୋହଳ କରିଛି। କରୋନା ଟିକା ନେଇଥିବା ଯାତ୍ରୀ ଆମେରିକା ଆସି ପାରିବେ ବୋଲି ଜୋ ବାଇଡେନ୍‌ ପ୍ରଶାସନ ପକ୍ଷରୁ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ପୃଥିବୀ ବାହାରୁ ମିଳିଲା ରେଡିଓ ସିଗ୍‌ନାଲ

ନୂଆଦିଲ୍ଲୀ, ୧୩ା୧୦: ପୃଥିବୀ ବ୍ୟତୀତ ଅନ୍ୟ ଗ୍ରହରେ ଜୀବନ ଅଛି କି ନା ସେ ନେଇ ଦୀର୍ଘଦିନରୁ ଗବେଷଣା ଜାରି ଥିବାବେଳେ ଏବେ ଏକ ଅଦ୍ଭୁତ ଘଟଣା ଆବିଷ୍କାର ହୋଇଛି। ପୃଥିବୀ ବାହାରୁ ଆସୁଥିବା ଏକ ପ୍ରକାର ରେଡିଓ ସିଗ୍‌ନାଲକୁ ଧରିବାରେ…

‘ବାହ୍ୟଶକ୍ତି ଇଙ୍ଗିତରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ’

ନୂଆଦିଲ୍ଲୀ,୧୩।୧୦: ବାହ୍ୟଶକ୍ତି ଇଙ୍ଗିତରେ ଭାରତ ବିରୋଧରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ଆଣିବା ନୂଆ ନିୟମ ପାଲଟିଯାଇଛି ବୋଲି ମଙ୍ଗଳବାର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ଜଷ୍ଟିସ୍‌ ଅରୁଣ ମିଶ୍ର କହିଛନ୍ତି। ଏନ୍‌ଏଚ୍‌ଆର୍‌ସିର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ…

ଜିମେଲ୍‌ ସର୍ଭିସ ଡାଉନ୍‌

ନୂଆଦିଲ୍ଲୀ,୧୩।୧୦: ଗୁଗଲର ଜିମେଲ୍‌ ସର୍ଭିସ ମଙ୍ଗଳବାର ଡାଉନ ହେବା ଯୋଗୁ ଲୋକମାନେ ଲଗ୍‌ ଇନ୍‌ ଏବଂ ଇମେଲ୍‌ ଏରର ଭଳି ସମସ୍ୟା ସାମ୍ନା କରିଥିଲେ। ସମସ୍ୟାକୁ ନେଇ ଲୋକମାନେ ଟୁଇଟରରେ ସେମାନଙ୍କ ରୋଷ ବ୍ୟକ୍ତ କରିଛନ୍ତି। ଫଳରେ ହ୍ୟାସ୍‌ଟ୍ୟାଗ୍‌ ଜିମେଲ୍‌ ଡାଉନ୍‌…

‘ଗତି ଶକ୍ତି’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩ ।୧୦: ଦେଶର ଅର୍ଥନୈତିକ କ୍ଷେତ୍ର ସହ ବହୁସ୍ତରୀୟ ସମ୍ପର୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗତି ଶକ୍ତି ରାଷ୍ଟ୍ରୀୟ ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ରେଲ ଓ ସଡ଼କ ସମେତ ୧୬ଟି ମନ୍ତ୍ରଣାଳୟକୁ ସଂଯୋଗ କରୁଥିବା ଏହା…

୧୩ ବର୍ଷ ହେଲା ଲୁଚିଥିଲା ସ୍ଲିପର ସେଲ୍‌

ନୂଆଦିଲ୍ଲୀ,୧୩।୧୦: ରାଜଧାନୀ ଦିଲ୍ଲୀରେ ଜଣେ ପାକିସ୍ତାନ ଆତଙ୍କବାଦୀ ଗିରଫ ହୋଇଛନ୍ତି। ମିଛି ପ୍ରମାଣ ପତ୍ର କରି ସେ ୧୩ ବର୍ଷ ହେଲା ଭାରତରେ ରହୁଥିବା ପୋଲିସ ପକ୍ଷରୁ କୁହାଯାଇଛି। ପାକିସ୍ତାନର ଆଇଏସ୍‌ଆଇ ନିର୍ଦ୍ଦେଶରେ ବାଂଲାଦେଶ ଦେଇ ଭାରତରେ ପ୍ରବେଶ କରିଥିଲେ ମହମ୍ମଦ…

ଯୁବକଙ୍କ ମୃତ୍ୟୁକୁ ନେଇ ରେଳ ଷ୍ଟେଶନରେ ତୁମୁଳକାଣ୍ଡ

ଯୋଡ଼ା,୧୨।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଧୀନ ବାଂଶପାଣି ରେଳ ଷ୍ଟେଶନରେ ଜଣେ ରେଳବାଇ ପୋଲିସ କର୍ମୀ ଜଣେ ଯୁବକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଷ୍ଟେଶନରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ଷ୍ଟେଶନରେ ଭଙ୍ଗାରୁଜା କରିଛନ୍ତି।…

ରାତି ୩.୨୯ରେ ଏକୁଟିଆ ଚାଲିଚାଲି ଯାଉଥିଲେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳବା ଘଟଣା ଦିନକୁ ଦିନ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଏହି ଘଟଣାକୁ ୩ଦିନ ବିତିଯାଇଥିଲେ ବି ମନୀଷଙ୍କ କିପରି…

ଯୁଦ୍ଧ କଲେ ଭାରତର ପରାଜୟ ନିଶ୍ଚିତ

ନୂଆଦିଲ୍ଲୀ,୧୨।୧୦: ଭାରତ ସହ ବଢ଼ୁଥିବା ତିକ୍ତତାକୁ ଦେଖି ଚାଇନାକୁ ସଶସ୍ତ୍ର ସଂଘର୍ଷ ପାଇଁ ପ୍ରସ୍ତୁତ ଆରମ୍ଭ କରିବା ଉଚିତ। ନୂଆଦିଲ୍ଲୀକୁ ଗୋଟିଏ କଥା ବୁଝିବାକୁ ପଡ଼ିବ, ତା’ ଇଚ୍ଛାରେ ସୀମା ନିର୍ଦ୍ଧାରଣ କରାଯିବ ନାହିଁ। ଯଦି ଭାରତ ଯୁଦ୍ଧ କରେ, ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri