ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ
ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍ ମେଡିକାଲ୍ କର୍ପୋରେଶନ ଲିମିଟେଡ୍ (ଓଏସ୍ଏମ୍ସିଏଲ୍) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ ଲୋକଙ୍କୁ ଚିକିତ୍ସା ସହିତ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି। ଅନେକ ସମୟରେ ବିଭାଗୀୟ…
ଯାତ୍ରୀ ଚଳାଚଳକୁ ନେଇ କଟକଣା ହଟାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୨।୧୦: ଦେଶରେ କୋଭିଡ ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଡ଼ ନିଷ୍ପତ୍ତି ନିଆଯାଇଛି। ମହାମାରୀ ଯୋଗୁ ଯାତ୍ରୀ ଚଳାଚଳକୁ ନେଇ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୂର୍ବରୁ ଘରୋଇ ବିମାନ ପାଇଁ…
୬ ବର୍ଷର ଶିଶୁକୁ ଝାମ୍ପି ନେଲା ବାଘ
ରାଇଘର/ଉମରକୋଟ, ୧୨।୧୦(ଡି.ଏନ୍.ଏ./ସ୍ବ.ପ୍ର.): ନବରାତ୍ରି ସମୟରେ ପରିବାର ସହ ଛତିଶଗଡ଼ ସିହାଓ୍ବାସ୍ଥିତ ଶୀତଳା ମନ୍ଦିରକୁ ସପରିବାର ଦର୍ଶନ ପାଇଁ ଯାଉଥିଲେ। ବାଟରେ ୬ବର୍ଷୀୟ ଅବିନାଶଙ୍କୁ ପରିବାର ଲୋକଙ୍କ ଆଖି ଆଗରେ ଟେକି ନେଇଥିଲା କଳରାପତରିଆ ବାଘ। ଏନେଇ ନବରଙ୍ଗପୁର ଜିଲା ରାଇଘର ବ୍ଲକ…
୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭାକ୍ସିନ୍ ଟିକା…
ନୂଆଦିଲ୍ଲୀ,୧୨।୧୦: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇ ନେଇ ଦିଲ୍ଲୀରୁ ଖୁସି ଖବର ଆସିଛି। ଦେଶରେ ଏବେ ୨ ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ କୋଭାକ୍ସିନ୍ ଟିକା ଦିଆଯିବ। ଏନେଇ ସେଣ୍ଟାଲ ଡ୍ରଗ୍ସ୍ ଷ୍ଟାଣ୍ଡାର୍ଡ କଣ୍ଠ୍ରୋଲ ଅର୍ଗାନାଇଜେଶନ(ସିଡିଏସ୍ସିଓ) ବିଶେଷଜ୍ଞ…
ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ, ୬ ଆତଙ୍କବାଦୀଙ୍କୁ ଏନ୍କାଉଣ୍ଟର…
ଶ୍ରୀନଗର,୧୨।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ଜଣେ ଜେସିଓ ଏବଂ ୪ ଜଣ ଯବାନ ଆତଙ୍କବାଦୀଙ୍କ ସହିତ ମୁହାଁମୁହିଁ ହୋଇ ଶହୀଦ୍ ହୋଇଥିଲେ। ଏହାର ୨୪ ଘଣ୍ଟା ମଧ୍ୟରେ ମିଳିତ ସୁରକ୍ଷାକର୍ମୀ ପ୍ରତିଶୋଧ ନେଇଛନ୍ତି। ସୁରକ୍ଷାକର୍ମୀଙ୍କ ଅଲ୍ ଆଉଟ୍ ଅପରେଶନ ସଫଳ ରହିଛି।…
ପୃଥିବୀକୁ ଅହିଂସା ରାସ୍ତା ଦେଖାଇଛି ଭାରତ…
ନୂଆଦିଲ୍ଲୀ,୧୨।୧୦: ଭାରତ ସମଗ୍ର ପୃଥିବୀକୁ ଅହିଂସାର ରାସ୍ତା ଦେଖାଇଛି। ସମ୍ପ୍ରତି ମହାତ୍ମା ଗାନ୍ଧୀଙ୍କ ଏହି ଆଦର୍ଶକୁ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମାନି ନେଇଛନ୍ତି। ପୃଥିବୀ ବିଶ୍ୱ ଯୁଦ୍ଧର ବିଭୀଷିକାରେ ଜଳୁଥିବା ବେଳେ ଭାରତ ଅହିଂସାର ମାର୍ଗକୁ ଗ୍ରହଣ କରିଥିଲା। ଏହା ମାଧ୍ୟମରେ…
୬୦ ପ୍ରତିଶତ ଛୋଟ ପିଲା କରୋନା ଆକ୍ରାନ୍ତ, ଆଇସିଏମ୍ଆର୍ ସେରୋ ସର୍ଭେ ରିପୋର୍ଟ…
ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ବ୍ରେକ୍ ଲାଗିଛି। ବିଶେଷଜ୍ଞ ଅକ୍ଟୋବରରେ କରୋନାର ତୃତୀୟ ଲହର ଆସିବାର ଆଶଙ୍କାର ପୂର୍ବାନୁମାନ କରିଥିଲେ। ତେବେ ଏବେ ଏହାର ଆଶଙ୍କା ଧୀରେଧୀରେ କମିବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ମେଡ଼ିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍ଆର୍) ପକ୍ଷରୁ ପ୍ରକାଶିିିତ…
କଶ୍ମୀର-ବାବରି-ଜେହାଦକୁ ନେଇ ଅଲ୍କାଇଦାର ଆତଙ୍କବାଦ ଜହର,ନୂଆ ଭିଡିଓ ଜାରି…
ନୂଆଦିଲ୍ଲୀ,୧୨।୧୦: ଆତଙ୍କବାଦୀ ସଂଗଠନ ଅଲ୍ କାଇଦା ପକ୍ଷରୁ ଏବେ ଏକ ନୂଆ ଭିଡ଼ିଓ ଜାରି ହୋଇଛି। ଏଥିରେ କଶ୍ମୀର-ବାବରୀ-ଜେହାଦକୁ ନେଇ ଆତଙ୍କବାଦ ଜହର ଓଗାଳିଛି ଏହି ସଂଗଠନ। ଅଲ୍ କାଏଦାର ମିଡ଼ିଆ ଶାଖା ଆଜ୍ ଶାହାବ ପକ୍ଷରୁ ଏହି ବିଦ୍ୱେଷ ସୃଷ୍ଟିକାରୀ…
ବାଲ୍ୟ ବିବାହ ବିଲ୍, ଗେହଲଟ୍ ସରକାରଙ୍କ ୟୁଟର୍ନ…
ଜୟପୁର,୧୨।୧୦: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଗେହଲଟ୍ଙ୍କ ସରକାର ବାଲ୍ୟ ବିବାହ ରେଜିଷ୍ଟ୍ରେଶନ ବିଲ୍ ନେଇ ୟୁଟର୍ନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୌଣସି ସ୍ଥଳେ ବାଲ୍ୟ ବିବାହକୁ ପ୍ରଶୟ ଦିଆଯିବ ନାହିଁ। ରାଜ୍ୟ ସରକାର ଏନେଇ ସଂକଳ୍ପ ଗ୍ରହଣ କରିଛନ୍ତି। ରାଜ୍ୟ ସରକାର…
ରାଜଧାନୀରୁ ପାକିସ୍ତାନ ଆତଙ୍କବାଦୀ ଗିରଫ
ନୂଆଦିଲ୍ଲୀ,୧୨ ।୧୦: ରାଜଧାନୀ ଦିଲ୍ଲୀର ଲକ୍ଷ୍ମୀନଗର ଅଞ୍ଚଳରୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ମଙ୍ଗଳବାର ଗିରଫ କରିଛି । ଭାରତୀୟ ନାଗରିକର ଏକ ଭୁଲ୍ ପରିଚୟ ପତ୍ରରେ ସେ ଦିଲ୍ଲୀରେ ରହୁଥିବା ପୋଲିସ କହିଛି । ତାଙ୍କ…
୧୫ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ମିଶନ ଉତ୍ତରପ୍ରଦେଶ,ମମତା-କେଜ୍ରିଓ୍ବାଲଙ୍କ ଫର୍ମୂଲା ଅନୁସରଣ କରୁଛନ୍ତି ପ୍ରିୟଙ୍କା-ମାୟା-ଅଖିଳେଶ…
ଲକ୍ଷ୍ନୌ,୧୨।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭୋଟରଙ୍କୁ ହାତେଇବା ପାଇଁ କଂଗ୍ରେସ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ବହୁଜନ ସମାଜବାଦୀ ପାର୍ଟିର ମାୟାବତୀ ଏବଂ ସମାଜ ବାଦୀ ପାର୍ଟିର ଅଖିଳେଶ ଯାଦବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ…
Archives


