Home Middle

ସୋପିଆନରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୧୨ ।୧୦: ଜମ୍‌ୁ-କଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଇଜିପି କଶ୍ମୀର ବିଜୟ କୁମାର କହିଛନ୍ତି ମୃତ୍ୟୁ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ କରାଯାଇଛି…

କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସେହିପରି…

ଫେରିଯାଉଛି ମୌସୁମୀ

ଭୁବନେଶ୍ବର,୧୧।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଏବଂ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରି ସାରିଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା…

ଦୀପାବଳି ପୂର୍ବରୁ ଅନ୍ଧାର ଆଶଙ୍କା…

ନୂଆଦିଲ୍ଲୀ,୧୧।୧୦: ଆଲୋକର ପର୍ବ ଦୀପାବଳିର ପୂର୍ବରୁ ଦେଶରେ ଅନ୍ଧାର ଘୋଟିବାକୁ ଯାଉଛି। ଦେଶରେ ବିଦ୍ୟୁତ ସଙ୍କଟ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଭାରତର ୧୩୫ ତାପଜ ବିଦ୍ୟୁତ କେନ୍ଦ୍ର ରହିଛି। ଏଠାରେ କୋଇଲାରୁ ବିଦ୍ୟୁତ ଉତ୍ପାଦନ ହୁଏ,…

୭ ବିଚାରପତିଙ୍କ ବଦଳି…

ନୂଆଦିଲ୍ଲୀ,୧୧।୧୦: ହାଇକୋର୍ଟର ୭ ବିଚାରପତିଙ୍କୁ ବଦଳି କରାଯିବା ପାଇଁ ସୁପ୍ରିମକୋର୍ଟ କଲେଜିୟମଙ୍କ ପକ୍ଷରୁ ହୋଇଥିବା ସୁପାରିଶକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମିଳିଛି। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ବିଚାରପତି ରଞ୍ଜନ ଗୁପ୍ତାଙ୍କଚୁ ପାଟନା ହାଇକୋର୍ଟକୁ ବଦଳି କରାଯାଇଛି। ସେହିପରି ମାଡ୍ରାସ୍‌ ହାଇକୋର୍ଟର…

ସର୍ଚ୍ଚ ଅପରେଶନ୍‌ ସମୟରେ ୫ ଯବାନ ଶହୀଦ୍‌…

ଶ୍ରୀନଗର,୧୧।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସର୍ଚ୍ଚ ଅପରେଶନ୍‌ ସମୟରେ ୫ ଯବାନ ଶହୀଦ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଜେସିଓ ରହିଛନ୍ତି। ପୁଞ୍ଚ୍‌ ଜିଲାର ସୁରନ୍‌କୋଟ ଅର୍ନ୍ତଗତ ରାଜୌରୀ ସେକ୍ଟରର ଚମରେର୍‌ ସ୍ଥିତ ଜଙ୍ଗଲରେ ଆତଙ୍କବାଦୀଙ୍କ ସହିତ ମୁହାଁମୁହିଁ ସମୟରେ ଯବାନମାନେ ଶହୀଦ୍‌…

ଐତିହାସିକ ପଦକ୍ଷେପ: ପ୍ରଧାନମନ୍ତ୍ରୀ କଲେ ’ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ…

ନୂଆଦିଲ୍ଲୀ,୧୧।୧୦: ଭାରତ ପୁଣି ଏକ ଐତିହାସିକ ପଦକ୍ଷେପୟ ଗ୍ରହଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ଇଣ୍ଡିଆନ ସ୍ପେସ ଆସୋସିଏଶନ’ର ଶୁଭାରମ୍ଭ କରିଛନ୍ତି। ଏହି ଏବସରରେ ପ୍ରଧାନମନ୍ତ୍ରୀ ସ୍ପେସ ଇଣ୍ଡଷ୍ଟ୍ରି ସହିତ ଜଡିତ ଥିବା ଭେଟେରାନମାନଙ୍କ ସହ ମଧ୍ୟ ଭର୍ଚୁଆଲ ମାଧ୍ୟମରେ…

ଦେଶଦ୍ରୋହ ଆଇନ ରଦ୍ଦ ହେଉ-ଶାନ୍ତିରେ ଲୋକେ ନିଶ୍ୱାସ ନିଅନ୍ତୁ,କହିଲେ ପୂର୍ବତନ ବିଚାରପତି…

ନୂଆଦିଲ୍ଲୀ,୧୧।୧୦: ଦେଶରେ ବିଭିନ୍ନ ରାଜନୈତିକ ଦଳର ସରକାର ଆସିବା ଯିବା ଲାଗି ରହିଛି। କିନ୍ତୁ ଦେଶରୁ ଦେଶଦ୍ରୋହ ଆଇନକୁ ରଦ୍ଦ କରାଯାଉ। ଏହାଦ୍ୱାରା ସାଧାରଣ ଲୋକ ଶାନ୍ତିରେ ନିଶ୍ୱାସ ନେଇପାରିବେ ବୋଲି ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ରୋହିନଣ୍ଟନ ଫଲି ନରିମାନ କହିଛନ୍ତି।…

ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ୍‌ !…

ଲଣ୍ଡନ,୧୧।୧୦: ବ୍ରିଟେନ୍‌ ପକ୍ଷରୁ ରୁଷିଆ ବିରୋଧରେ ଗୁୁରୁତର ଅଭିଯୋଗ ଅଣାଯାଇଛି। ବ୍ରିଟେନ କହିଛି ଯେ, ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ କରୋନା ଟିକା ପ୍ରସ୍ତୁତ କରିଛି। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କରୋନା ଟିକା ଏବଂ କୋଭିଶିଲ୍ଡ ବିଷୟରେ…

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ବୋଲି ଜଣାପଡ଼ିଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ…

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ…

ଆମେ ଜଳବାୟୁ ନ୍ୟାୟ ଚାହୁଁ

ବ୍ରସେଲ୍ସ, ୧୧।୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱ ଉତ୍ତପ୍ତ ହେବାରେ ଲାଗିଛି, ଯାହାର ପ୍ରଭାବରେ ଅତ୍ୟଧିକ ଗ୍ରୀଷ୍ମ, ପ୍ରବଳ ବର୍ଷା ଓ ବାରମ୍ବାର ବାତ୍ୟା ବନ୍ୟା ଆଦି ପ୍ରାକୃତିକ ଦୁର୍ବିପାକ ଅନୁଭୂତ ହେଉଛି। ସବୁଜ ଗୃହ ବାଷ୍ପ ବଢ଼ିବା ସହ ସ୍ଥଳଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri