ବ୍ଲାକ୍ ଆଉଟ୍ ଆଶଙ୍କା
ନୂଆଦିଲ୍ଲୀ/ ଭୁବନେଶ୍ୱର,୧୧।୧୦ (ବ୍ୟୁରୋ): ଦେଶର ପ୍ରାୟ ୭୦% ବିଦ୍ୟୁତ୍ ଚାହିଦା କୋଇଲାରୁ ପୂରଣ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ପାଓ୍ବାର ପ୍ଲାଣ୍ଟଗୁଡ଼ିକ ସାଧାରଣତଃ ୧୫ରୁ ୩୦ ଦିନ ପାଇଁ କୋଇଲା ଗଚ୍ଛିତ ରଖିଥାଆନ୍ତି। କିନ୍ତୁ ବର୍ତ୍ତମାନ ସ୍ଥିତିରେ କୋଇଲା ଖଣିଗୁଡ଼ିକରେ ପାଣି…
ବିଷ ଓଗାଳିଲା ଚାଇନା
ନୂଆଦିଲ୍ଲୀ,୧୧ ।୧୦: ପୂର୍ବ ଲଦ୍ଦାଖ ସୀମା ଏଲ୍ଏସିରେ ଲାଗିରହିଥିବା ବିବାଦକୁ ନେଇ ରବିବାର ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହାଥିଲା ୧୩ତମ ବୈଠକ, ଯାହା ୮ ଘଣ୍ଟା ଧରି ଚାଲିଥିଲା । ବୈଠକର ସମ୍ପୂର୍ଣ୍ଣ ତଥ୍ୟ ସାମ୍ନାକୁ…
ମହାରାଷ୍ଟ୍ର ବନ୍ଦ
ମୁମ୍ବାଇ,୧୧ ।୧୦: ଲଖିମପୁର ଖେରି ହିଂସା ଘଟଣାର ପ୍ରତିବାଦରେ ସୋମବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି । ଶାସକ ମହା ବିକାଶ ଅଘାଡି(ଏମ୍ବିଏ)ର ସହଯୋଗୀ ଦଳ ଶିବସେନା, ଏନ୍ସିପି ଓ କଂଗ୍ରେସ ପକ୍ଷରୁ ଏହି ଡାକରା ଦିଆଯାଇଥିବା ବେଳେ ସକାଳୁ ସକାଳୁ…
ଟିକାକରଣରେ ଇତିହାସ ରଚିବ ଭାରତ: ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୧ ।୧୦: ଦେଶରେ କରୋନା ମହାମାରୀକୁ ଦୂରେଇବା ପାଇଁ ଦ୍ରୁତ ଗତିରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏବେସୁଦ୍ଧା ଦେଶରେ ଏହି ଟିକାକରଣ ୯୫ କୋଟି ଅତିକ୍ରମ କରିଥିବା ଜଣାପଡିଛି । କୋ-ୱିନ ପୋର୍ଟଲର ସୂଚନା ଅନୁଯାୟୀ ରବିବାର ସନ୍ଧ୍ୟା ୭ଟା…
ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଜଣେ ଆତଙ୍କବାଦୀ ମୃତ
ଜମ୍ମୁ,୧୧ ।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । ବନ୍ଦିପୋରା ହାଜିନର ଗୁଣ୍ଡଜାହାଙ୍ଗିରରେ ଆରମ୍ଭ ହୋଇଥିଲା ଏହି ଏନକାଉଣ୍ଟର । ଜମ୍ମୁ-କଶ୍ମୀର ପୋଲିସ ଓ…
ଫାଇନାଲରେ ଚେନ୍ନାଇ
ଦୁବାଇ,୧୦।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍ର ରବିବାର ଅନୁଷ୍ଠିତ କ୍ୱାଲିଫାୟର-୧ ମ୍ୟାଚରେ ଚେନ୍ନାଇ ୪ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ଦିଲ୍ଲୀ ୨୦ ଓଭରରେ ୫ ଉଇକେଟ ହରାଇ ୧୭୨ ରନ୍ କରିଥିବା ବେଳେ ଚେନ୍ନାଇ ୧୯.୪ ଓଭରରେ…
କ୍ୱାଲିଫାୟର୍-୧: ଟସ୍ ଜିତିଲା ଚେନ୍ନାଇ
ଦୁବାଇ,୧୦।୧୦: ଆଇପିଏଲ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ପ୍ରଥମ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ଆଜି ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ପ୍ରଥମେ ଟସ୍ ଜିତି ଚେନ୍ନାଇ ବୋଲିଂ ନିଷ୍ପତ୍ତି ନେଇଛି।…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖରିଫ୍ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀ ଏହି ଚିଠି ଲେଖିଛନ୍ତି। ପୂର୍ବରୁ କେନ୍ଦ୍ର ବଳକା ଚାଉଳ ଉଠାଇ ନ ଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ ରୂପେ…
ଘରୋଇ କରଣ, ଏବେ ଏସବୁ କମ୍ପାନୀ ବିକ୍ରି ତାଲିକାରେ…
ନୂଆଦିଲ୍ଲୀ,୧୦।୧୦: ସରକାର ଏୟାର ଇଣ୍ଡିଆର ଘରୋଇ କରଣ କରିଛନ୍ତି। ସାର୍ବଜନୀନ କ୍ଷେତ୍ର କମ୍ପାନୀ(ପିଏସ୍ୟୁ)ଗୁଡ଼ିକୁ ଘରୋଇ ହାତକୁ ହସ୍ତାନ୍ତର କରିବାକୁ କେନ୍ଦ୍ରର ଅଭିଯାନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏବେ ଏହି ତାଲିକାରେ ଅନ୍ୟ କମ୍ପାନୀ ମଧ୍ୟ ରହିଛନ୍ତି। ଡିସେମ୍ବର ସୁଦ୍ଧା…
ପାର୍ବଣରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…
ନୂଆଦିଲ୍ଲୀ,୧୦।୧୦: ପାର୍ବଣରେ ରାଜଧାନୀ ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ କରିବା ଲାଗି ଆତଙ୍କବାଦେୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଗୋଇନ୍ଦା ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ରିପୋର୍ଟ ଆଧାରରେ ଦିଲ୍ଲୀର ସୁରକ୍ଷା ପାଇଁ ହାଇ ଆଲର୍ଟ…
ଟାର୍ଗେଟ୍ କିଲିଂ, ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ୫୭୦ ଅଟକ…
ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରରେ ଅଳ୍ପସଂଖ୍ୟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ମାମଲା ସାମ୍ନାକୁ ଆସିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି। କେତେକ ପଥର ଫିଙ୍ଗୁଥିବା ଏବଂ ଭାରତ ବିରୋଧୀ କାର୍ଯ୍ୟରେ ସାମିଲଥିବା ଲୋକଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି।…
ଦୈନିକ ସଂକ୍ରମଣ ୧୯ ହଜାର ତଳେ…
ନୂଆଦିଲ୍ଲୀ,୧୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୧୬୬ ରେ…
Archives


