Home Middle

ଦିଲ୍ଲୀ ବିସ୍ଫୋରଣ: i20 ଚଳାଉଥିଲେ ଡାକ୍ତର ଉମର, DNA ଟେଷ୍ଟରୁ ଜଣାପଡ଼ିଲା ସତ

ନୂଆଦିଲ୍ଲୀ,୧୩। ୧୧: ଗତ ସୋମବାର ସନ୍ଧ୍ୟାରେ ଲାଲକିଲ୍ଲା ନିକଟରେ i20 କାରରେ ହୋଇଥିବା ବିସ୍ଫୋରଣରେ ଉମର ମହମ୍ମଦ ନାମକ ଜଣେ ଡାକ୍ତର ହିଁ ଗାଡ଼ି ଚଳାଉଥିଲେ ବୋଲି DNA ପରୀକ୍ଷା ରିପୋର୍ଟରୁ ଜଣାପଡ଼ିଛି। ସୂତ୍ରରୁ ଏହି ଖବର ଜଣାପଡିଛି। ଏହି...

ASO ପରୀକ୍ଷାକୁ ବାତିଲ: ଏହି ଦିନ ହେବ ସାନି ପରୀକ୍ଷା

ଭୁବନେଶ୍ୱର, ୧୩। ୧୧(ତ୍ରିନାଥ ମହାନ୍ତି): ଜୁଲାଇ ୧୩ରେ ହୋଇଥିବା ଏଏସ୍‌ଓ ପରୀକ୍ଷାକୁ ବାତିଲ କରାଯାଇଛି। ପୁଣି ସାନି ପରୀକ୍ଷା ଡିସେମ୍ବର ୭ରେ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନିୟମିତତା ନେଇ ହାଇକୋର୍ଟ ସନ୍ଦେହ କରିବା ପରେ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ଭୁବନେଶ୍ୱର, ୧୩।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OAVET) ୨୦୨୬ ଏବଂ ଓଡ଼ିଶା ଖଣି ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OMAVET) ୨୦୨୬ ପାଇଁ ଅନଲାଇନ୍ ଫର୍ମ ପୂରଣ ଗୁରୁବାର ଠାରୁ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ...

ମାଳତୀପାଟପୁରରେ ୪ ପଶ୍ଚିମବଙ୍ଗ ବସ୍ ଜବତ, ୧୫ ଲକ୍ଷରୁ ଅଧିକ ଜରିମାନା

ପୁରୀ,୧୩।୧୧: ଓଡ଼ିଶାର ପୁରୀ ଜିଲାର ମାଳତୀପାଟପୁର ବସ୍ ଷ୍ଟାଣ୍ଡରୁ ଗୁରୁବାର ପଶ୍ଚିମବଙ୍ଗ ପଞ୍ଜୀକରଣ ଥିବା ୪ଟି ବସ୍ ଜବତ କରାଯାଇଛି। ବେଆଇନ ଭାବେ ଚଳାଚଳ କରୁଥିବା ଏହି ବସ୍ଗୁଡ଼ିକ ଉପରେ ମୋଟ ୧୫,୪୬,୮୪୭ ଟଙ୍କା ଜରିମାନା ଲାଗୁ କରାଯାଇଛି। ଗୁପ୍ତ...

ଏହି ଦିନ ଖେଳାଯିବ ବାରବାଟୀରେ ଭାରତ-ଦ.ଆଫ୍ରିକା ଟି ୨୦

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର):ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ କରିବାରେ ଓଡ଼ିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍‌ ସୁବ୍ୟବସ୍ଥିତ ଭାବେ ଆୟୋଜିତ ହୋଇଯାଇଛି। ତେଣୁ ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ବାଲିଯାତ୍ରାରେ ଅଘଟଣ: ୧୦୦ ଫୁଟ ଉଚ୍ଚ ହାମର ଦୋଳିରେ ଫସିଲେ ୮

କଟକ,୧୩।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଐତିହାସିକ ବାଲିଯାତ୍ରା ପଡିଆରେ ବୁଧବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ରାତି ପ୍ରାୟ ୧୧ଟା ବେଳେ ହାମର୍‌ ଦୋଳିର ମୋଟର ପୋଡ଼ିଯିବାରୁ ଏହା ଅଧାରୁ ବନ୍ଦ ହୋଇଯାଇଥିଲା। ଫଳରେ ଦୋଳିରେ ବସିଥିବା ୮ଜଣ ଲୋକ ପ୍ରାୟ ୧୦୦...

ଆସିଲେନି ନା ଆଣିବାକୁ ଚାହିଁଲେନି: ଭକ୍ତଙ୍କ ଆଭିମୁଖ୍ୟକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପରେ ମଙ୍ଗଳବାର ଶେଷ ହୋଇଥିବା ନୂଆପଡ଼ା ଉପନିର୍ବାଚନ ଫଳାଫଳ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ପାଇଁ ବହୁ ଗୁରୁତ୍ୱ ବହନ କରିବ। ଏହି ଉପନିର୍ବାଚନରେ କେଉଁ...

ଆଜି ଶ୍ରୀମନ୍ଦିର ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ, ୧୩।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ତାଙ୍କ ଭାଇ ଭଉଣୀଙ୍କ ବନକଲାଗି ନୀତି ସମ୍ପାଦନ ପାଇଁ ଗୁରୁବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ (SJTA) ତରଫରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି...

ଦିଲ୍ଲୀ ବିସ୍ଫୋରଣ ଅଭିଯୁକ୍ତ କରିଥିଲେ ବଡ ଆକ୍ରମଣ ଯୋଜନା! ବାବ୍ରି ମସଜିଦ୍ ଭାଙ୍ଗିବା ବାର୍ଷିକୀରେ…

ନୂଆଦିଲ୍ଲୀ,୧୨ା୧୧: ଦିଲ୍ଲୀର ଲାଲ୍ କିଲ୍ଲା ନିକଟରେ ବିସ୍ଫୋରକ ଭର୍ତ୍ତି କାର୍ ଚଳାଉଥିବା ଡାକ୍ତର ଉମର ନବୀ, ଡିସେମ୍ବର ୬ ତାରିଖରେ ବାବ୍ରି ମସଜିଦ୍ ଭାଙ୍ଗିବା ବାର୍ଷିକୀ ଅବସରରେ ଏକ ଶକ୍ତିଶାଳୀ ବିସ୍ଫୋରଣ କରିବାକୁ ଯୋଜନା କରିଥିଲେ। ସୂତ୍ରରୁ ଏହି ଚାଞ୍ଚଲ୍ୟକର...

‘ଗ୍ଲୋବ୍ ଟ୍ରଟର’ରୁ ପ୍ରିୟଙ୍କା ଚୋପ୍ରାଙ୍କ ପ୍ରଥମ ଝଲକ ରିଲିଜ କଲେ ଏସ୍.ଏସ୍. ରାଜାମୌଲି

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଗ୍ଲୋବ୍ ଟ୍ରଟର’ରୁ ନିର୍ଦ୍ଦେଶକ ଏସ୍.ଏସ୍. ରାଜାମୌଲି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପ୍ରଥମ ଲୁକ୍ (ଝଲକ) ଜାରି କରିଛନ୍ତି। ହଳଦିଆ ଶାଢ଼ୀ ପିନ୍ଧି ପ୍ରିୟଙ୍କାଙ୍କ ଆକ୍ସନ୍‌-ଭରା ଲୁକ୍ ଦେଖିବାକୁ ମିଳିଛି। ରାଜାମୌଲି ଏହି ଲୁକ୍ ସେୟାର୍...

ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀଙ୍କୁ ‘ବାଲ୍ ସାହିତ୍ୟ ପୁରସ୍କାର-୨୦୨୫’

ଭୁବନେଶ୍ୱର,୧୨ା୧୧: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ସାରା ଦେଶର ମୋଟ୍ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି। ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ ଶିଶୁ ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ଏହି ସମ୍ମାନଜନକ ପୁରସ୍କାର ପାଇବାକୁ ମନୋନୀତ...

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍‌ମେଣ୍ଟ ରୁଲ୍‌ସରେ ସଂଶୋଧନ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri