Home Middle

ନିଯୁକ୍ତି ଆଶାୟୀ ମହିଳାଙ୍କ ସଂଖ୍ୟା ୩୪% ହ୍ରାସ

ମୁମ୍ବାଇ,୩୧ା୧: ମହାମାରୀ ଯୋଗୁ ପୁରୁଷଙ୍କ ତୁଳନାରେ ମହିଳାଙ୍କ ନିଯୁକ୍ତି ଅଧିକ ପ୍ରଭାବିତ ହୋଇଛି। କେବଳ ନିଯୁକ୍ତି ହରାଇଥିଲେ ତାହା ନୁହେଁ, ବରଂ ସେମାନଙ୍କ ମଧ୍ୟରୁ କମ୍‌ ସଂଖ୍ୟକ ମହିଳା କର୍ମକ୍ଷେତ୍ରକୁ ଫେରିଥିଲେ। ୨୦୧୯ରୁ ୨୦୨୧ ମଧ୍ୟରେ ପ୍ରତ୍ୟେକ ମାସରେ କାର୍ଯ୍ୟ ଖୋଜୁଥିବା…

ବଢ଼ିପାରେ ଟିକସ ଛାଡ଼ ସୀମା

ନୂଆଦିଲ୍ଲୀ,୩୧।୧(ଆଇଏଏନ୍‌ଏସ୍‌) : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି ବଜେଟ ପାର୍ଲାମେଣ୍ଟରେ ଉପସ୍ଥାପନ କରିବାକୁ ଯାଉଛନ୍ତି। ଦୁଇବର୍ଷ ହେଲା କୋଭିଡ୍‌ ମହାମାରୀ ଯୋଗୁ ଦେଶର ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଥିବାବେଳେ ବହୁସଂଖ୍ୟାରେ ଲୋକ କାମଧନ୍ଦା ହରାଇ…

ବଜେଟ ଅଧିବେଶନରେ ବଡ଼ ଆହ୍ବାନ

ନୂଆଦିଲ୍ଲୀ,୩୧ା୧: ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ପାଇଁ ସୋମବାର ଆରମ୍ଭ ହେବାକୁ ଥିବା ଅଧିବେଶନ କେନ୍ଦ୍ର ସରକାରଙ୍କୁ ସହଜ ହେବ ନାହିଁ। କାରଣ ଉତ୍ତର ପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଆଉ ମାତ୍ର କିଛିଦିନ…

କରୋନାର ଦୁଇ ବର୍ଷ: ଦେଶରେ ୪ କୋଟିରୁ ଅଧିକ ସଂକ୍ରମିତ, ୪.୯୪ ଲକ୍ଷ ମୃତ୍ୟୁ, ଭାଇରସର ୪୦୦ରୁ ଅଧିକ ମ୍ୟୁଟେସନ

ନୂଆଦିଲ୍ଲୀ,୩୧ ।୧: ଦେଶରେ କରୋନା ମହାମାରୀକୁ ୨ ବର୍ଷ ପୁରଣ ହୋଇ ଗଲାଣି । ଏହାରି ଭିତରେ ଟିକା ଓ ସତର୍କତା ଆମକୁ କରୋନାଠାରୁ ଦୂରେଇ ରଖିବାକୁ ୨ଟି ଅସ୍ତ୍ର ପାଲଟିଛି । ୩୦ ଜାନୁୟାରୀ ୨୦୨୦ରେ ଦେଶରେ ପ୍ରଥମ କରୋନା…

ବଜେଟକୁ ନେଇ ଆଶା, ଆଶଙ୍କା

ଭୁବନେଶ୍ୱର, ୩୧।୧ (ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ସଂସଦରେ ବଜେଟ ଉପସ୍ଥାପନ କରିବେ। ମହାମାରୀ କରୋନା ପାଇଁ ସମଗ୍ର ଦେଶ ଏବେ ସଙ୍କଟ ସ୍ଥିତିରେ ଗତି କରୁଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି, ବେକାରି, ଛଟେଇ,…

ଡବ୍ଲୁଏଚଓ ନକ୍ସାରେ ଜମ୍ମୁ-କଶ୍ମୀର ପାକ ଓ ଚାଇନାର ଅଂଶ, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୩୧ ।୧: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ)ର ୱେବସାଇଟ ନକ୍ସାରେ ଭାରତର ଜମ୍ମୁ-କଶ୍ମୀର ପାକିସ୍ତାନ ଓ ଚାଇନାର ଅଂଶ ବୋଲି ଦର୍ଶାଯାଇଛି । ଡବ୍ଲୁଏଚଓ ଭଳି ଅନ୍ତରାଷ୍ଟ୍ରୀୟ ସ୍ତରର ସଂସ୍ଥା ଏମିତି କାହିଁକି ଓ କେମିତି କଲା ତାହା ଏବେ ପ୍ରଶ୍ନବାଚୀ ।…

ବସି ପାରିଲାନି ବୈଠକ, ସନ୍ଦେହରେ ପ୍ରସଙ୍ଗ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପାର୍ଲାମେଣ୍ଟର ବଜେଟ୍‌ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏଥର କେନ୍ଦ୍ର ସରକାର ବଜେଟ୍‌ରେ କେଉଁସବୁ ଦିଗ ଉପରେ ଗୁରୁତ୍ୱ ଦେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ମୁଖ୍ୟତଃ ତ୍ତତ୍ତରପ୍ରଦେଶ, ପଞ୍ଜାବ, ଗୋଆ, ଉତ୍ତରାଖଣ୍ଡ ଓ ମଣିପୁରରେ ନିର୍ବାଚନ ହେବାକୁ…

ମୋରାଲ ପୋଲିସିଂକୁ ଅନୁମତି ନାହିଁ, ଧର୍ମପରିବର୍ତ୍ତନ କରି ବିବାହ କରିଥିବା ମହିଳାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ…

ଭୋପାଳ, ୩୦।୧ : ଦୁଇ ସାବାଳକ ନିଜ ପସନ୍ଦର ବିବାହ କରିପାରିବେ। ଏକ୍ଷେତ୍ରରେ ମୋରଲ ପୋଲିସିଂକୁ ଅନୁମତି ଦିଆଯିବ ନାହିଁ। ସେମାନଙ୍କ ଦାମ୍ପତ୍ୟ ଜୀନରେ କେହି ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସ୍ବେଚ୍ଛାକୃତ…

ଡାକ୍ତରଙ୍କ ସାକ୍ଷ୍ୟ ପ୍ରାସଙ୍ଗିକ, ମାତ୍ର ମୁଖ୍ୟ ସାକ୍ଷ୍ୟ ଭାବେ ଗ୍ରହଣ ଯୋଗ୍ୟ ନୁହେଁ, ହାଇକୋର୍ଟଙ୍କ ରାୟ…

ଗ୍ବାଲିୟର୍‌, ୩୦।୧ : ଯେ କୌଣସି ମାମଲାରେ ଡାକ୍ତରଙ୍କ ସାକ୍ଷ୍ୟ ପ୍ରାସଙ୍ଗିକ, ମାତ୍ର ମୁଖ୍ୟ ସାକ୍ଷ୍ୟ ଭାବେ ଗ୍ରହଣ ଯୋଗ୍ୟ ନୁହେଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ଗ୍ବାଲିୟର୍‌ ବେଞ୍ଚ କହିଛନ୍ତି। ସାକ୍ଷ୍ୟ ପ୍ରମାଣ ଆଇନର ଧାରା ୪୫ ଅନୁଯାୟୀ ଡାକ୍ତରଙ୍କ ମତ…

ନ୍ୟାୟିକ କାର୍ଯ୍ୟବାହୀ ଜନସାଧାରଣଙ୍କ ଦେଖିବା ପାଇଁ ଖୋଲାଯିବା ଆବଶ୍ୟକ…

ନୂଆଦିଲ୍ଲୀ, ୩୦।୧ : ନ୍ୟାୟ ହେଉଥିବାରୁ ପ୍ରମାଣ ମିଳିଥାଏ ଯେତେବେଳେ ନ୍ୟାୟିକ କାର୍ଯ୍ୟବାହୀ ଜନସାଧାରଣଙ୍କ ଦେଖିବା ପାଇଁ ଖୋଲାଯାଏ ପାରିଥାଏ। ନିଜ ଆଖି ସାମ୍ନାରେ ଜନସାଧାରଣ ନ୍ୟାୟିକ ପ୍ରକ୍ରିୟାକୁ ହୃଦୟଙ୍ଗମ କରିପାରିଥାନ୍ତି। ତେଣୁ ନ୍ୟାୟିକ କାର୍ଯ୍ୟବାହୀ ଜନସାଧାରଣଙ୍କ ଦେଖିବା ପାଇଁ ଖୋଲାଯିବା…

ପୁଣି ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ସିଓଲ୍‌/ଟୋକିଓ, ୩୦।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ରବିବାର ପୁଣି ଥରେ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତିି। ଗତ ୪ ବର୍ଷ ମଧ୍ୟରେ ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ପରୀକ୍ଷା କିମ୍‌ କରିଛନ୍ତି। ଆମେରିକାର ସୂଚନା ଅନୁସାରେ…

ୟେମେନରେ ୨,୦୦୦ରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି, ଜାତିସଂଘ ରିପୋର୍ଟ…

ଜେନେଭା, ୩୦।୧ : ୟେମେନରେ ହୌତି ବିଦ୍ରୋହୀମାନଙ୍କ ଯୋଗୁ ୨,୦୦୦ରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି। ସେମାନଙ୍କୁୂ ହୌତି ବିଦ୍ରୋହୀ ମାନେ ସଂଗଠନରେ ସାମିଲ କରିଥିଲେ। ବାଳୁତଙ୍କ ହାତରେ ବନ୍ଧୁକ ଧରାଇ ହୌତି ବିଦ୍ରୋହୀ ସେମାନଙ୍କୁ ଯୁଦ୍ଧ ଶିକ୍ଷା ଦେଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?