ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା-ବରୁଣ ବାହାର…
ନୂଆଦିଲ୍ଲୀ,୭।୧୦: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ବାହାର କରାଯାଇଛି। ବରୁଣ ଲଗାତାର ସରକାରଙ୍କର ବିଭିନ୍ନ ନୀତିର ସମାଲୋଚନା ଜାରି ରଖିଥିଲେ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସାରେ ବରୁଣ ଗୁରୁବାର ନିଜ ଟୁଇଟର ହ୍ୟାଣ୍ଡେଲରେ ଏକ ଭିଡ଼ିଓ…
ଅଭିଯୁକ୍ତ କିଏ, ସେ ଗିରଫ ହୋଇଛନ୍ତି କି: ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ପ୍ରଶ୍ନ …
ନୂଆଦିଲ୍ଲୀ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁୁର ହିଂସା ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ କଡ଼ା ପ୍ରଶ୍ନ ପଚରା ଯାଇଛି। ଏହି କାଣ୍ଡର ଅଭିଯୁକ୍ତ କିଏ? ତାଙ୍କୁ ଗିରଫ କରାଯାଇଛି କି ବୋଲି ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କ ନେତୃତ୍ୱରେ ଗଠିତ…
ଅଭିଯୁକ୍ତ ଆଶିଷ କେଉଁଠି ତାହା ଆଇଜିଙ୍କୁ ବି ଅଜଣା…
ଲକ୍ଷ୍ନୌ,୭।୧୦: ଲକ୍ଷ୍ମୀପୁର ଖିରି କାଣ୍ଡର ମୁଖ୍ୟ ଅଭିଯୁକ୍ତ ରାଜ୍ୟ ଗୃହମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ର ଏବେ ପୋଲିସ ହାତ ପାଅନ୍ତାରେ ନାହାନ୍ତି। ସେ କେଉଁଠି ଅଛନ୍ତିା ତାହା ଆଇଜିଙ୍କୁ ମଧ୍ୟ ଅଜଣା। ପୋଲିସ କହିଛି ଯେ, ତାଙ୍କର ସନ୍ଧାନ…
ସ୍କୁଲରେ ଆତଙ୍କବାଦୀ ଆକ୍ରମଣ, ୨ ଶିକ୍ଷକଙ୍କୁ ଗୁଳି କରି ହତ୍ୟା..
ଶ୍ରୀନଗର,୭।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ଇଦ୍ଗାହ ଅଞ୍ଚଳରେ ଥିବା ଏକ ସ୍କୁଲରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀମାନେ ଗୁଳି କରି ୨ ଶିକ୍ଷକଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ସ୍କୁଲର ପ୍ରିନ୍ସପଲ ଶିକ୍ଷୟିତ୍ରୀ ସତିନ୍ଦର କୌର ଏବଂ ଶିକ୍ଷକ ଦୀପକ ଚାନ୍ଦ ରହିଛନ୍ତି।…
୩୫ ଅକ୍ସିଜେନ୍ ପ୍ଲାଣ୍ଟ୍ ଲୋକାର୍ପିତ…
ଋଷିକେଶ,୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବ୍ୟାପୀ ୩୫ ଅକ୍ସିଜେନ୍ ପ୍ଲାଣ୍ଟ୍ର ଲୋକାର୍ପଣ କରିଛନ୍ତି। ଋଷିକେଶର ଏମ୍ସ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଦେଶର ୩୫ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ସ୍ଥାପନ କରାଯାଇଥିବା ଅକ୍ସିଜେନ୍ ପ୍ଲାଣ୍ଟକୁ ଭର୍ଚୁଆଲ ମାଧ୍ୟମରେ…
ମିଶନ ଦିଲ୍ଲୀ ସମ୍ପର୍କରେ ସୂଚନା ଦେଲେ ଦିଦି…
କୋଲକାତା,୭।୧୦: ଭବାନୀପୁର ଉପନିର୍ବାଚନରେ ତୃଣମୂଳ କଂଗ୍ରେସ (ଟିଏମ୍ସି)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ କଂଗ୍ରେସକୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ମମତା ଦିଦି କହିଛନ୍ତି ଯେ, କଂଗ୍ରେସ ଭାଜପା ବିରୋଧରେ ଲଢ଼ିବାକୁ ସକ୍ଷମ ହୋଇପାରୁ ନାହିଁ। ଏପରିସ୍ଥଳରେ ଟିଏମ୍ସି…
୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ, ଆଫଗାନିସ୍ତାନରେ କୁପୋଷଣ ସଙ୍କଟ …
ଜେନେଭା,୭।୧୦: ଆଫଗାନିସ୍ତାନରେ କୁପୋଷଣ ସଙ୍କଟ ଉଗ୍ରରୂପ ନେବାରେ ଲାଗିଛି। ଏହା ଦ୍ୱାରା ୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ ରହିଛି। ଦେଶରେ ୫ ବର୍ଷରୁ କମ୍ ବୟସ୍କ ୩୨ ଲକ୍ଷ ଶିଶୁ କୁପୋଷଣ ଦ୍ୱାରା ପ୍ରଭାବିତ ହେବାର ଆଶଙ୍କା…
ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ତଦନ୍ତ ଦାୟିତ୍ୱ…
ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସା ଘଟଣାର ତଦନ୍ତ ଦାୟିତ୍ୱ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାପତି ପ୍ରଦରପ କୁମାର ଶ୍ରୀବାସ୍ତବଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଚାରପତି ଦୁଇ ମାସ ମଧ୍ୟରେ ତଦନ୍ତ…
ହତ୍ୟାର ଭୟ ଦେଖାଇ ବିରୋଧ କରୁଥିବା ଲୋକଙ୍କୁ ଚୁପ୍ କରାଯାଇ ପାରିବ ନାହିଁ…
ନୂଆଦିଲ୍ଲୀ,୭।୧୦: ହତ୍ୟାର ଭୟ ଦେଖାଇ କିମ୍ବା ହତ୍ୟା କରି ବିରୋଧ କରୁଥିବା ଲୋକଙ୍କୁ ଚୁପ୍ କରାଯାଇ ପାରିବ ନାହିଁ। ଲକ୍ଷ୍ମୀପୁର ହିଂସା ଘଟଣାରେ ଭାଜପା ଏମ୍ପି ବରୁଣ ଗାନ୍ଧୀ ଟୁଇଟ୍ କରି ଏଭଳି କହିଛନ୍ତି। ଏହା ସହିତ ସେ ହିଂସାର ନୂଆ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ…
ପ୍ରଥମ ମ୍ୟାଲେରିଆ ଟିକାକୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ
ଜେନେଭା, ୭।୧୦: ମ୍ୟାଲେରିଆ ନିରାକରଣ ପାଇଁ ପ୍ରସ୍ତୁତ ପ୍ରଥମ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ମ୍ୟାଲେରିଆ ବିରୋଧୀ ଲଢ଼େଇରେ ଏହା ଏକ ଐତିହାସିକ ସଫଳତା ବୋଲି ଡବ୍ଲ୍ୟୁଏଚ୍ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଧାନମ୍ ଘେବ୍ରେୟେସସ୍ କହିଛନ୍ତି।…
ମୋଦିଙ୍କ ୨୦ ବର୍ଷର କ୍ଷମତା: କେବେ ମନୋଗ୍ରାମ ଶୁଟ୍ ପିନ୍ଧି ତ ପୁଣିକେବେ ନିର୍ବାଚନ ଚିହ୍ନରେ ସେଲ୍ଫି ନେଇ ଆସିଛନ୍ତି ଚର୍ଚ୍ଚାକୁ
ନୂଆଦିଲ୍ଲୀ, ୭ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାରେ ରହିବା ୨୦ ବର୍ଷ ପୂରଣ ହୋଇଛି । ପ୍ରଥମେ ସେ ୭ ଅକ୍ଟୋବର ୨୦୦୧ରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ଏହାପରେ ୨୦୧୪ ସାଧାରଣ ନିର୍ବାଚନରେ ବିଜୟି…
Archives


