Home Middle

ପେଗାସସ୍‌ କିଣିଛନ୍ତି ମୋଦି ସରକାର

ନୂଆଦିଲ୍ଲୀ, ୩୦।୧: ଇସ୍ରାଏଲର ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେର ବାବଦରେ ଚାଞ୍ଚଲ୍ୟକର ରିପୋର୍ଟ ପ୍ରଘଟ କରିଛି ଆମେରିକାର ଖବରକାଗଜ ‘ନ୍ୟୁୟର୍କ ଟାଇମ୍ସ’। ଭାରତର ୩୦୦ରୁ ଊର୍ଦ୍ଧ୍ୱ ଚର୍ଚ୍ଚିତ ବ୍ୟକ୍ତିଙ୍କ ଉପରେ ଗୁପ୍ତଚରଗିରି କରିଥିବା ପେଗାସସ୍‌…

ଆମେରିକାରେ ଡେଲ୍ଟା ନୁହେଁ ଓମିକ୍ରନରେ ହୋଇଛି ଅଧିକ ମୃତ୍ୟୁ

ୱାଶିଂଟନ,୩୦ ।୧: କୁହାଯାଉଛି କରୋନା ମହାମାରୀର ନୂଆ ଭାରିଏଣ୍ଟ ଓମିକ୍ରନ୍ ଡେଲ୍ଟା ଭଳି ଏତେ ଭୟଙ୍କର ନୁହେଁ । ଏଥିରେ ମୃତ୍ୟୁହାର କମ୍ । ହେଲେ ଆମେରିକାରେ ଡେଲ୍ଟା ତୁଳନାରେ ଓମିକ୍ରନ୍ ଅଧିକ ଭୟଙ୍କର ହୋଇଛି । ଏଠାରେ ଡେଲ୍ଟା ତୁଳନାରେ…

ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ଉପରେ ରୋକ…

ନୂଆଦିଲ୍ଲୀ, ୨୯।୧ : ଆଗକୁ ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚେନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ଉପରେ ରୋକ ଘୋଷଣା କରାଯାଇଛି। ଏହାର…

ପରିବାର ଶାନ୍ତି ପାଇଁ ଚିକିତ୍ସା ନ କରିବା ଜୀବନସାଥୀଙ୍କ ପ୍ରତି କ୍ରୁରତା, ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍‌ ରଖିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୯।୧ : ଶାରୀରିକ ସମସ୍ୟାର ଚିକିତ୍ସା ନ କରିବା ମଧ୍ୟ ଜୀବନସାଥୀଙ୍କ ପ୍ରତି କ୍ରୁରତା। ଏହା ଦ୍ୱାରା ପରିବାରର ଶାନ୍ତି ବ୍ୟହତ ହୋଇଥାଏ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଦାମ୍ପତ୍ୟ ଜୀବନରେ ସନ୍ତୁଳନ ଏଭଳି ଘଟଣା ଦ୍ୱାରା ବିଗିଡ଼ି ଯାଇଥାଏ।…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ ପୂରିନି।…

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ୍‌…

ଶ୍ରୀନଗର, ୨୯।୧ : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ହାସନପୋରା ବିଜ୍‌ବେହାରା ଅଞ୍ଚଳରେ ହୋଇଥିବା ଏହି ଆକ୍ରମଣରେ ପୋଲିସ ହେଡ୍‌ କନଷ୍ଟେବଳ ଅଲ୍ଲୀ ମହମ୍ମଦ ମାଗରେ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ୍‌ ହୋଇଥିବା କଶ୍ମୀର ଜୋନ୍‌…

ଧ୍ୱଜାବତରଣରେ ୧୦୦୦ ଡ୍ରୋନ୍‌ ଦ୍ୱାରା ଏୟାର ଶୋ’, ହଟିଲା ମହାତ୍ମାଙ୍କ ପସନ୍ଦ…

ନୂଆଦିଲ୍ଲୀ, ୨୯।୧ : ଶନିବାର ବିଜୟ ଚୌକଠାରେ ସାଧାରଣତନ୍ତ୍ର ଦିବସର ଧ୍ୱଜାବତରଣ (ବିଟିଙ୍ଗ ରିଟ୍ରିଟ ) ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ଆବାଇଡ୍‌ ଓ୍ବିଥ୍‌ ମି (ମୋ ସହିତ ରୁହ)ର ଧୁନ୍‌କୁ ଚଳିତ ଥର ଉତ୍ସବରୁ ହଟାଇ…

ପାରୋଲରେ ଯାଇଥିବା କଏଦୀଙ୍କୁ ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ…

ନୂଆଦିଲ୍ଲୀ, ୨୯।୧ : କରୋନା ମହାମାରୀ ସଙ୍କଟ ସମୟରେ ପାରୋଲରେ ଘରକୁ ଯାଇଥିବା କଏଦୀଙ୍କୁ ଶୀଘ୍ର ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ ବୋଲି ସୁପ୍ରିମ୍‌କୋର୍ଟ କେରଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ କଏଦୀଙ୍କୁ ଘରକୁ…

କାର୍‌ ଚଳାଇ ଭର୍ଚୁଆଲ ଶୁଣାଣିରେ ଯୋଗଦେବା ନେଇ ଆପତ୍ତି…

ନୂଆଦିଲ୍ଲୀ, ୨୯।୧ : କାର୍‌ ଚଳାଉଥିବା ସମୟରେ ଭର୍ଚୁଆଲ ଶୁଣାଣିରେ ଯୋଗଦେଇଥିବା ଜଣେ ଆଇନଜୀବୀଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି। ଆଇନଜୀବୀ ଜଣକ ଏଭଳି କରିଥିବା ଅଭିଯୋଗ ମିଳିବା ପରେ କୋର୍ଟ ଆପତ୍ତି ପ୍ରକାଶ କରିଛନ୍ତି। ବିଚାରପତି ମୁକ୍ତା…

ନିର୍ବାସନ ଏକ ସାଧାରଣ ଦଣ୍ଡାଦେଶ ନୁହେଁ, ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ…

ନୂଆଦିଲ୍ଲୀ, ୨୯।୧ : ନିର୍ବାସନ ଦଣ୍ଡାଦେଶ ଏକ ସାଧାରଣ ଦଣ୍ଡାଦେଶ ନୁହେଁ। ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଭାରତୀୟ ନାଗରିକଙ୍କର ଦେଶରେ ଯେକୌଣସି ସ୍ଥାନକୁ ଯିବା ଆସିବାର ଅଧିକାର ରହିଛି। ଏପରିସ୍ଥଳେ ନିର୍ବାସନ…

ଶେଷ ହୋଇନି କରୋନା, ସତର୍କତା ଜରୁରୀ…

ଜେନେଭା, ୨୯।୧ : ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି ଯେ, କରୋନା ଶେଷ ହୋଇନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସତର୍କତା ଜରୁରୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅଧିକାରୀ ପୁନମ୍‌ କ୍ଷେତ୍ରପାଳ…

୩୧ ଜାନୁୟାରୀରେ ବିଶ୍ୱାସଘାତ ଦିବସ ପାଳନ, କୃଷକ ସଂଗଠନର ଘୋଷଣା…

ନୂଆଦିଲ୍ଲୀ, ୨୯।୧ : ଜାନୁୟାରୀ ୩୧ରେ ବିଶ୍ୱାସଘାତ ଦିବସ ପାଳନ ହେବ। ଏନେଇ ମିଳିତ କୃଷକ ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି। ଦେଶର ୫୦୦ ଜିଲାରେ ଏହା ପାଳନ କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଥିବା ସଂଗଠନ କହିଛି। ଏହି ଅବସରରେ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?