ମୋଦି ସରକାର କରିଛନ୍ତି ଦେଶଦ୍ରୋହ, ଚୌକିଦାର ହିଁ ଗୁପ୍ତଚର, ରାହୁଲଙ୍କ ଅଭିଯୋଗ…
ନୂଆଦିଲ୍ଲୀ, ୨୯।୧ : ପେଗାସସ ଗୁପ୍ତଚରୀ ମାମଲା ସମ୍ପର୍କରେ ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସାରେ ଖବର ଉପରେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି ଯେ ମୋଦି ସରକାର…
୨୦୧୭ରେ ଇସ୍ରାଏଲଠାରୁ ଭାରତ କିଣିଥିଲା ପେଗାସସ ସ୍ପାଇୱେୟାର
ୱାଶିଂଟନ/ନୂଆଦିଲ୍ଲୀ,୨୯ ।୧: ଭାରତ ସରକାର ୨୦୧୭ରେ ଇସ୍ରାଏଲଠାରୁ ଗୁପ୍ତଚର ସଫ୍ଟୱେର ପେଗାସସ କ୍ରୟ କରିଥିଲା । ଆମେରିକାର ଖବରକାଗଜ ଦ ନ୍ୟୁୟର୍କସ ଟାଇମନ୍ସର ରିପୋର୍ଟରେ ଏହା ପ୍ରକାଶ କରାଯାଇଛି । ଏଥିରେ କୁହାଯାଇଛି ମୋଦି ସରକାର ୫ବର୍ଷ ପୂର୍ବେ ଇସ୍ରାଏଲ ସହିତ…
ଫେବୃୟାରୀ ପ୍ରଥମ ସପ୍ତାହରେ ବର୍ଷା ସହ ତୁଷାରପାତ
ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସମେତ କିଛି ରାଜ୍ୟରେ ଘନ କୁହୂଡି, ବର୍ଷା ଓ ଶୀତ ଲହରୀ ଜାରି ରହିଛି । ପାଣପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତର ଭାରତୀୟ ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ଶୀତର ପ୍ରକୋପ ଜାରି ରହିବ…
ଫେବୃୟାରୀ ୧ରୁ ଖୋଲିବ ଶ୍ରୀମନ୍ଦିର
ପୁରୀ ଅଫିସ,୨୮।୧: ଖୋଲିବ ଶ୍ରୀମନ୍ଦିର। ଫେବୃୟାରୀ ୧ ତାରିଖରୁ କୋଭିଡ ଗାଇଡ୍ଲାଇନ୍ରେ ଶ୍ରୀମନ୍ଦିର ଖୋଲିବ । ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ମହାପ୍ରଭୁଙ୍କୁ କରିପାରିବେ ଦର୍ଶନ। ଶୁକ୍ରବାର ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ପୁରୀ…
କରୋନା ନାଜାଲ ଭ୍ୟାକ୍ସିନକୁ ପରୀକ୍ଷଣ ପାଇଁ ଭାରତ ବାୟୋଟେକକୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୨୮ ।୧: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ଭାରତ ବାୟୋଟେକକୁ ନାକରେ ଦିଆଯିବାକୁ ଥିବା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ପରୀକ୍ଷଣ ପାଇଁ ଅନୁମତି ପ୍ରଦାନ କରିଛି । ଏହି ଇଂଣ୍ଟ୍ରା ନାଜାଲ ଭ୍ୟାକ୍ସିନ ଡୋଜ ମାଧ୍ୟମରେ କରୋନା ଯୁଦ୍ଧରେ ସଫଳ…
‘ଖାନ ସାର୍ଙ୍କ ଉପରୁ ମାମଲା ହଟାଅ’
ପାଟଣା,୨୮।୧: ରେଲଓ୍ବେର ରିକ୍ରୁଟମେଣ୍ଟ ପ୍ରକ୍ରିୟା ବିରୋଧରେ ଚାଲିଥିବା ହିଂସାତ୍ମକ ଛାତ୍ର ଆନ୍ଦୋଳନ ସହ ସମ୍ପୃକ୍ତି ଅଭିଯୋଗରେ ବିହାରର ଖାନ ସାରଙ୍କ ସହ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହାର ଦୁଇ ଦିନ ପରେ ଜଣାଶୁଣା ଲେକଚରଙ୍କ ଉପରୁ ମାମଲା ହଟାଇବାକୁ…
ସ୍ବର୍ଗଦ୍ୱାରରୁ ଶବଦାହ କଟକଣା ହଟିଲା
ପୁରୀ ଅଫିସ,୨୮।୧: ପୁରୀ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୁରୀ ଜିଲା ବାହାର ଲୋକଙ୍କୁ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ପାଇଁ ପୁରୀ ପ୍ରଶାସନ ପୁଣି ଅନୁମତି ଦେଇଛି।…
୨୯ରୁ ବଢ଼ିବ ଶୀତ
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଆସନ୍ତା ୩୧ ଯାଏ ରାଜ୍ୟରେ ପାଗ କୁହୁଡ଼ି ଓ ଶୀତୁଆ ରହିବ। ଆସନ୍ତା ୨୯ରେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର…
ବୋହୂଙ୍କୁ ଡରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ପଣଜୀ,୨୮ା୧:ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପ୍ରତାପସିଂ ରାଣେ ପୋରିଏମ୍ ଆସନରୁ ପ୍ରାର୍ଥୀ ହୋଇଥାଆନ୍ତେ। କିନ୍ତୁ ଶେଷ ମୁହୂର୍ତ୍ତରେ ସେ ଚଳିତ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତାରୁ ଓହରିଯାଇଛନ୍ତି। କାରଣ ଉକ୍ତ ଆସନରୁ ଭାଜପା ତାଙ୍କ ବୋହୂ ଦିବ୍ୟା ରାଣେଙ୍କୁ…
ପ୍ରତୀକ୍ଷାର ଅନ୍ତ: ଟାଟା ହାତକୁ ଆସିଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୭।୧: ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ଗୁରୁବାର ଔପଚାରିକ ଭାବେ ଟାଟା ଗ୍ରୁପକୁ ହସ୍ତାନ୍ତର କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ଘରୋଇକରଣ ଯୋଜନା ଅଧୀନରେ ଏୟାର ଇଣ୍ଡିଆକୁ ସାମିଲ କରାଯାଇ ଏହାର ସଫଳ ନିଲାମ କରାଯାଇଛି। ଏବେ ଏୟାର ଇଣ୍ଡିଆର ସମସ୍ତ…
ଏଣିକି ବଜାରରେ ମିଳିବ କୋଭିଶିଲ୍ଡ, କୋଭାକ୍ସିନ୍ ଟିକା
ନୂଆଦିଲ୍ଲୀ,୨୭।୧: ଡ୍ରଗ୍ସ କଣ୍ଟ୍ରୋଲର୍ ଜେନେରାଲ ଅଫ ଇଣ୍ଡିଆ (ଡିସିଜିଆଇ) ଆଣ୍ଟି-କୋଭିଡ -୧୯ ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍ର ନିୟମିତ ବଜାରରେ ବିକ୍ରି କରିବାକୁ ଅନୁମତି ଦେଇଛି। ମେଡିକାଲ ଷ୍ଟୋରରେ ଏହି ଟିକା ଉପଲବ୍ଧ ହେବ ନାହିଁ ବୋଲି ସୂତ୍ରରୁ ପ୍ରକାଶ। ଡାକ୍ତରଖାନା…
ଭାରତୀୟ ଯୁବକଙ୍କୁ ଫେରାଇଲା ଚାଇନା
ନୂଆଦିଲ୍ଲୀ,୨୭ା୧: ଚାଇନା ସେନା ଭାରତୀୟ ଯୁବକ ମିରାମ ଟାରୋନଙ୍କୁ ଭାରତକୁ ହସ୍ତାନ୍ତର କରିଛି। ଏନେଇ କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଗୁରୁବାର ସକାଳେ ଅରୁଣାଚଳ ପ୍ରଦେଶର ଓ୍ବାଚା ଦାମାଇରେ ଭାରତୀୟ ଯୁବକ ମିରାମ ଟାରୋନଙ୍କୁ…

