ରୋଷେଇ ପୁଣି ଘରେ ମହଙ୍ଗା ମାଡ଼…
ନୂଆଦିଲ୍ଲୀ,୬।୧୦: ରୋଷେଇ ଘରେ ପୁଣି ମହଙ୍ଗା ମାଡ଼ ହୋଇଛି। ଘରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସିଲିଣ୍ଡର ଦାମ୍ ପୁଣି ବଢ଼ିଛି। ୧୪.୨ କିଲୋଗ୍ରାମ୍ ସିଲଣ୍ଡର ଦାମ୍ ୧୫ ଟଙ୍କା ବଢ଼ିଛି। ଫଳରେ ଏବେ ଏହାର ଦାମ୍ ଦିଲ୍ଲୀ-ମୁମ୍ବାଇରେ ୮୯୯.୫୦ ଟଙ୍କା…
ମହାକାଶରେ ହେବ ଫିଲ୍ମ ଶୁଟିଂ
ମସ୍କୋ, ୬ା୧୦: ଏଣିକି ମହାକାଶରେ ଶୁଭିବ ଲାଇଟ୍ସ, କ୍ୟାମେରା ଏବଂ ଆକ୍ସନ ଶବ୍ଦ। ପର୍ଯ୍ୟଟନ ପରେ ଏବେ ଦୁନିଆ ଦେଖିବ ସ୍ପେସ୍ରେ ଫିଲ୍ମ ଶୁଟିଂ ଦୃଶ୍ୟ। ମହାକାଶ ଇତିହାସରେ ପ୍ରଥମ ଥର ପାଇଁ ରୁଷିଆ ଏଭଳି ବିରଳ ରେକର୍ଡର ଅଧିକାରୀ ହେବାକୁ…
ତାଇଓ୍ବାନ ସୀମାରେ ଚାଇନା ଯୁଦ୍ଧବିମାନ
ତାଇପେଇ/ବେଜିଂ/ ଓ୍ବାଶିଂଟନ,୬।୧୦: ତାଇଓ୍ବାନର ଏୟାର ଡିଫେନ୍ସ ଆଇଡେଣ୍ଟିଫିକେଶନ ଜୋନ୍ (ଏଡିଆଇଜେଡ୍)ରେ ଚାଇନାର ୫୬ ଯୁଦ୍ଧବିମାନ ଅନୁପ୍ରବେଶ କରିଛି। ଏହାକୁ ନେଇ ଦୁଇ ପଡ଼ୋଶୀ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଦାୟିତ୍ୱହୀନ ତଥା ଉତ୍ତେଜନାମୂଳକ କାର୍ଯ୍ୟରୁ କ୍ଷାନ୍ତ ରହିବା ପାଇଁ…
ପୁରୁଣା ଗାଡ଼ିକୁ ଫି ବୋଝ
ନୂଆଦିଲ୍ଲୀ,୬।୧୦: ପୁରୁଣା ଗାଡ଼ିର ପଞ୍ଜୀକରଣକୁ ନବୀକରଣ କରାଇବା ଏବେ ମହଙ୍ଗା ହେବ। ଏବେକାର ମୂଲ୍ୟର ପ୍ରାୟ ୮ଗୁଣ ଅଧିକ ଫି ଦେବାକୁ ପଡ଼ିବ। ଏନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପୁରୁଣା ଯାନ ଉପରେ ଏଭଳି ଅତ୍ୟଧିକ ଫି ବୋଝ…
ଚେନ୍ନାଇରେ ବିଦାୟୀ ମ୍ୟାଚ୍ ଖେଳିବାକୁ ଚାହେଁ
ଚେନ୍ନାଇ,୬।୧୦: ଚଳିତ ଆଇପିଏଲ୍ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଲାଗି ଅନ୍ତିମ ସିଜନ ହୋଇପାରେ ବୋଲି ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସେ ପରବର୍ତ୍ତୀ ଆଇପିଏଲ ସିଜନରେ ଖେଳିବେ ବୋଲି ଇଣ୍ଡିଆ ସିମେଣ୍ଟର ୭୫ ବର୍ଷ…
୫୦ ବଲରେ ଶେଷ ହେଲା ମ୍ୟାଚ୍
ଶାରଜା,୫।୧୦: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ୧୧.୪ ଓଭର ପୂର୍ବରୁ ହାତରେ ୮ ଉଇକେଟ ଥାଇ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ଏହି ବିଜୟ ସହ ମୁମ୍ବାଇ ଦଳର ପ୍ଲେ-ଅପ୍ ଆଶା ଉଜ୍ଜୀବିତ ରହିଛି। ରାଜସ୍ଥାନ ପକ୍ଷରୁ ଧାର୍ଯ୍ୟ ୯୧ ରନ୍ର…
ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର…
ଓ୍ବାଶିଂଟନ,୫।୧୦: ପଦାର୍ଥ ବିଜ୍ଞାନରେ ୨୦୨୧ରେ ୩ ଜଣ ବୈଜ୍ଞାନିକଙ୍କୁ ଉଲ୍ଲେଖନୀୟ ଅବଦାନ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବାକୁ ମଙ୍ଗଳବାର ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ଜାପାନର ସୋୟୁକୁରୁ ମାନାବେ, ଜର୍ମାନୀର କ୍ଲାଉସ୍ ହାସେଲମାନ୍ନ ଏବଂ ଇଟାଲୀର ଜିଓର୍ଜିଓ ପାରିସି ରହିଛନ୍ତି।…
ଜାମିନ ଖାରଜ ସମୟରେ ଅପରାଧର ଗମ୍ଭୀରତା ଉପରେ ବିଚାର କରିବା ଜରୁରୀ…
ନୂଆଦିଲ୍ଲୀ,୫।୧୦: ଜାମିନ ଆବେଦନ ଖାରଜ ସମୟରେ ଅପରାଧୀଙ୍କ ଅପରାଧର ଗମ୍ଭୀରତା ଉପରେ ବିଚାର କରିବା ଜରୁରୀ। ଏନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ଏହା ଅପରାଧୀଙ୍କ ଆଚରଣ ଏବଂ ଏହା ଦ୍ୱାରା ସମାଜ ଉପରେ ପଡୁଥିବା ପ୍ରଭାବକୁ ମଧ୍ୟ…
ସାଇବର ଡାଟା ଚୋରି ଯୋଗୁ ବର୍ଷକୁ ୪.୨୪ ନିୟୁତ ଡଲାର ଠକେଇ…
ଓ୍ବାଶିଂଟନ,୫।୧୦: ଭାରତ ସମେତ ସାରା ପୃଥିବୀରେ ସାଇବର ଡାଟା ଚୋରି ଯୋଗୁ ବର୍ଷକୁ ୪.୨୪ ନିୟୁତ ଡଲାର ଠକେଇ ହେଉଛି। ଆଇବିଏମ୍ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ୨୦୨୦ ତୁଳନାରେ ୨୦୨୧ରେ ଡାଟା ଚୋରିରେ ୧୦ ପ୍ରତିଶତ…
୧୦ ବର୍ଷ ମଧ୍ୟରେ ନଷ୍ଟ ହୋଇଛି ୧୪ ପ୍ରତିଶତ ଶୈବାଳ ପ୍ରାଚୀର, ବର୍ଷକୁ ୨.୭ ଟ୍ରିଲିୟନ୍ ଡଲାର କ୍ଷତି…
ଓ୍ବାଶିଂଟନ,୫।୧୦: ବିଶ୍ୱ ତାପନର ପ୍ରଭାବ ସାମୁଦ୍ରିକ ଜୈବ ବିବିଧତା ଉପରେ ପଡିବାରେ ଲାଗିଛି। ଏହା ଯୋଗୁ ଆସନ୍ତା ୧୦ ବର୍ଷ ମଧ୍ୟରେ ୧୪ ପ୍ରତିଶତ ଶୈବାଳ ପ୍ରାଚୀର ନଷ୍ଟ ହୋଇଛି। ସମୁଦ୍ରର ତାପମାତ୍ରା ବୃଦ୍ଧି ପାଉଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା…
ପ୍ରିୟଙ୍କା ଗିରଫ, ଗେଷ୍ଟ ହାଉସ୍ ପାଲିଟିଛି ଅସ୍ଥାୟୀ ଜେଲ୍…
ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ହିଂସା ଘଟଣାରେ କଂଗ୍ରେସ ରାଷ୍ଟ୍ରୀୟ ମହା ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସୋମବାର ଭୋର୍ ୫ଟାରେ ପୋଲିସ ତାଙ୍କୁ ନିଜ ହେପାଜତକୁ ନେଇଥିଲା। ତେବେ ତାଙ୍କୁ ଗିରଫ କରି ଲକ୍ଷ୍ମୀପୁର ନିକଟବର୍ତ୍ତୀ ହରଗାଓ୍ବଁଠାରେ ସୀତାପୁର ପିଏସ୍ର…
ଚିରାଗଙ୍କୁ ହେଲିକପ୍ଟର-ପଶୁପତିଙ୍କୁ ସିଲାଇ ମେସିନ…
ନୂଆଦିଲ୍ଲୀ,୫।୧୦: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ପରେ ପୁରୁଣା ନିର୍ବାଚନୀ ଚିହ୍ନ ଫ୍ରିଜ୍ କରାଯାଇ ନିର୍ବାଚନ ମିଶନଙ୍କ ପକ୍ଷରୁ ଚିରାଗ ପାସଓ୍ବାନଙ୍କ ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)କୁ ହେଲିକପ୍ଟର ଚିହ୍ନ ପ୍ରଦାନ କରାଯାଇଛି। ଫଳରେ ଏଲ୍ଜେପି ଦୁଇଭାଗ ହୋଇ…
Archives


