୭୫,୦୦୦ ହିତାଧିକାରୀଙ୍କୁ ଘର ଚାବି ଦେଲେ ପ୍ରଧାନମନ୍ତ୍ରୀ…
ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ୭୫ ଜିଲାର ୭୫,୦୦୦ହିତାଧିକାରୀଙ୍କୁ ସେମାନଙ୍କ ପାଇଁ ନିର୍ମାଣ କରାଯାଇଥିବା ଘର ଚାବି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ…
ଡ୍ରଗ୍ସ୍ କାରବାର ୩ ବର୍ଷରେ ୪୫୫ ପ୍ରତିଶତ ବୃଦ୍ଧି, ବର୍ଷକୁ ୨ ଲକ୍ଷରୁ ଅଧିକ ମୃତ୍ୟୁ…
ନୂଆଦିଲ୍ଲୀ,୫।୧୦: ଡ୍ରଗ ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏନ୍ସିବି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଗତ ବର୍ଷ ବଲିଉଡରେ ଡ୍ରଗ୍ସ୍ ମାମଲା ଆସିବା ପରେ ଏନ୍ସିବି ଅନେକ ପ୍ୟାଡଲରଙ୍କୁ ଗିରଫ କରି କଡା ତଦନ୍ତ କରିଥିଲା। ଏଥି ସହିତ, ଗତ…
ବିନା ଏଫ୍ଆଇଆର୍ରେ ୨୮ ଘଣ୍ଟା ଧରି କାହିଁକି ରଖାଯାଇଛି ଅଟକ ?
ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ହିଂସା ଘଟଣାରେ ରାଜ୍ୟ ସରକାରଙ୍କ ସହିତ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ମହା ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସୋମବାର ଭୋର ୫ଟା ଠାରୁ ଅଟକ ରଖାଯାଇଛି। ଇତିମଧ୍ୟରେ ୨୮…
୬ ମାସ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ୬ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ କମିବାରେ ଲାଗିଛି। ୨୦୯ ଦିନ ପରେ ଦୈନିକ ସଂକ୍ରମଣ କମି ୧୮ ହଜାର…
ମୃତ୍ୟୁ ପ୍ରମାଣପତ୍ରରେ କୋଭିଡ୍ ନ ଥିଲେ ଅଟକିବନି କ୍ଷତିପୂରଣ
ନୂଆଦିଲ୍ଲୀ, ୫।୧୦(ଆଇଏଏନ୍ଏସ୍): କେନ୍ଦ୍ର ଗାଇଡ୍ଲାଇନ ଅନୁଯାୟୀ କୋଭିଡ୍-୧୯ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନର ୩୦ ଦିନ ମଧ୍ୟରେ ସହାୟତା ରାଶି ସେମାନଙ୍କ ପାଖରେ…
ମଲ୍ଟି ଏଜେନ୍ସି ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୫ା୧୦: ପାଣ୍ଡୋରା ପେପର୍ସ ଲିକ୍ରୁ ଅନେକ ଭାରତୀୟ ଟିକସ ଫାଙ୍କି ବିପୁଳ ସମ୍ପତ୍ତିର ଅଧିକାର ହୋଇଥିବା ଖବର ପ୍ରକାଶ ପାଇବା ପରେ ଏହାର ମଲ୍ଟି ଏଜେନ୍ସି ତଦନ୍ତ କରାଯିବ ବୋଲି କେନ୍ଦ୍ର ସରକାର ସୋମବାର ଘୋଷଣା କରିଛନ୍ତି। କେନ୍ଦ୍ରୀୟ ପ୍ରତ୍ୟକ୍ଷ…
ଫେସବୁକ ଡାଉନ ଯୋଗୁ ଜୁକରବର୍ଗଙ୍କ ୭ ଅରବ ଡଲାର କ୍ଷତି
ୱାଶିଂଟନ,୫ ।୧୦: ଫେସବୁକ ଡାଉନ ଯୋଗୁ ଏହାର କୋ ଫାଉଣ୍ଡର ଓ ସିଇଓ ମାର୍କ ଜୁକରବର୍ଗଙ୍କୁ ବ୍ୟକ୍ତିଗତ ଭାବେ ବହୁ କ୍ଷତି ସହିବାକୁ ପଡିଛି । ତାଙ୍କର ନେଟୱର୍ଥରେ ମାତ୍ର କିଛି ଘଣ୍ଟା ମଧ୍ୟରେ ୭ ଅରବ ଡଲାର(୫୨ ହଜାର କୋଟି…
ଦୀର୍ଘ ୬ ଘଣ୍ଟା ପରେ ଚାଲୁ ହେଲା ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସ୍ଆପ
ନୂଆଦିଲ୍ଲୀ,୫ ।୧୦: ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସ୍ଆପ ଓ ମେସେଞ୍ଜର ପୁଣିଥରେ କାମ କରିବା ଆରମ୍ଭ କରି ଦେଇଛି । କିଛି ଘଣ୍ଟା ପର୍ଯ୍ୟନ୍ତ ଏସବୁ ସର୍ଭର ଡାଉନ୍ ରହିବା ପରେ ଏବେ ଗୋଟିଏ ପରେ ଗୋଟିଏ କାମ ଆରମ୍ଭ କରି ଦେଇଛି…
ସୋସିଆଲ ମିଡିଆ ସର୍ଭର ଡାଉନ
ନୂଆଦିଲ୍ଲୀ,୪।୧୦: ପାଖାପାଖି ୩୦ମିନିଟ୍ ଧରି ସୋସିଆଲ ମିଡିଆ ଫେସ୍ବୁକ୍, ଇନଷ୍ଟାଗ୍ରାମ,ହ୍ବାଟ୍ସଆପ୍ରେ ସର୍ଭର ଡାଉନ ରହିଛି। ବ୍ୟବହାରକାରୀମାନେ ପରସ୍ପର ସହ ଯୋଗଯୋଗ କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଭିନ୍ନ ଗଣମାଧ୍ୟମରେ ଏହି ବିଷୟରେ ସୂଚନା ଦିଆଯାଉଛି।
୩ ଦିନ ବର୍ଷା
ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି। ସମୁଦ୍ର ପତ୍ତନଠାରୁ ୪.୫…
କଠୋର ହେଲା ବିଏମ୍ସି
ଭୁବନେଶ୍ୱର,୪।୧୦: ଆଗକୁ ଆସୁଛି ଶୀତ ଋତୁ। ଶୀତରେ କରୋନା ସଂକ୍ରମଣ ବଢିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପୁଣି କୋଭିଡ୍ କଟକଣାକୁ କଠୋର କରିଛିି। ବିବାହ, ବ୍ରତ ଓ ଶୁଦ୍ଧି କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ ବୋଲି…
ଚିକିତ୍ସାରେ ଡାଭିଡ୍-ଆର୍ଡେନଙ୍କୁ ନୋବେଲ…
ଓ୍ବାଶିଂଟନ,୪।୧୦: ଚିକିତ୍ସାରେ ୨୦୨୧ ବର୍ଷ ପାଇଁ ଡାଭିଡ୍ ଜୁଲିୟସ୍ ଏବଂ ଆର୍ଡନ ପାଟାପୋର୍ଟିୟନଙ୍କୁ ପ୍ରଦାନ କରାଯିବା ଲାଗି ଘୋଷଣା କରାଯାଇଛି। ଏହି ଦୁଇ ଗବେଷକଙ୍କୁ ଶରୀରରେ ତାପମାତ୍ରା ଚାପ ଏବଂ ଯନ୍ତ୍ରଣା ସୃଷ୍ଟିକାରୀ ରେସେପ୍ଟର ପାଇଁ ମିଳିତ ଭାବେ ନୋବେଲ ପୁରସ୍କାର…
Archives


