ଆଇନ ଲାଗୁ ନେଇ କୋର୍ଟରେ ବିଚାର ଜାରି ରହିଥିବାବେଳେ ବିରୋଧ ପ୍ରଦର୍ଶନ କାହିଁକି, ପ୍ରଶ୍ନ କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୪।୧୦: କୃଷି ଆଇନ ଲାଗୁ ହୋଇ ନାହିଁ। ଏହି ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଏପରିସ୍ଥଳେ ଏହାର ବିରୋଓରେ ପ୍ରଦର୍ଶନ କାହିଁକି କରାଯାଉଛି ବୋଲି ସୁପ୍ରିମ୍କୋର୍ଟ କଡ଼ା ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ହୋଇଥିବା…
ଲକ୍ଷ୍ମୀପୁର ହିଂସା, ୪୫ ଲକ୍ଷ କ୍ଷତି ପୂରଣରେ ପ୍ରଶାସନ-କୃଷକଙ୍କ ମଧ୍ୟରେ ସହମତି…
ଲକ୍ଷ୍ନୌ,୪।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ହିଂସା ଘଟଣାରେ ପ୍ରଶାସନ ଏବଂ କୃଷକଙ୍କ ମଧ୍ୟରେ ସହମତି ହୋଇଛି। ୪ ମୃତକଙ୍କ ପରିବାରଙ୍କୁ ୪୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ପ୍ରଦାନ କରାଯାଇଛି। ସେହିପରି ଆହତଙ୍କୁ ୧୦ ଲକ୍ଷ…
ଆବେଦନର ୩୦ ଦିନ ମଧ୍ୟରେ ୫୦ ହଜାର ଟଙ୍କା କରୋନା ମୃତ୍ୟୁ ସହାୟତାକୁ ମଞ୍ଜୁରୀ…
ନୂଆଦିଲ୍ଲୀ,୪।୧୦: କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ସୁପ୍ରିମ୍କୋର୍ଟଙ୍କ ମଞ୍ଜୁରୀ ମିଳିଛି। କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ…
ଡ୍ରଗ୍ସ୍ ଚୋରା ଚାଲାଣକୁ ରୋକିବ ସିମ୍ସ୍, ୨୬ ଦେଶ ସହିତ ବୁଝାମଣା…
ନୂଆଦିଲ୍ଲୀ,୪।୧୦: ଆଫଗାନିସ୍ତାନରେ ତାଲିବାନ୍ର କ୍ଷମତା ଦଖଲ ପରେ ଭାରତ ସରକାରଙ୍କ ପକ୍ଷରୁ ସୀମା ପାର୍ ଡ୍ରଗ୍ସ୍ ଚୋରା ଚାଲାଣ ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଆଫଗାନିସ୍ତାନକୁ ପାକିସ୍ତାନ ଏହି କାର୍ଯ୍ୟରେ ଆବଶ୍ୟକ ସହାୟତା ଯୋଗାଇ ଦେଉଛି। ଆଦାନୀ ବନ୍ଦର…
ଅଢ଼େଇ ବର୍ଷ ପରେ ଅନ୍ଧାର
ଢେଙ୍କାନାଳ ଅଫିସ, ୪।୧୦: ସାଢ଼େ ୪ କୋଟି ଟଙ୍କାର ଛାତ୍ରାବାସ। ଉଦ୍ଘାଟନକୁ ବିତିଲାଣି ଅଢ଼େଇ ବର୍ଷ। ଅଥଚ କାର୍ଯ୍ୟକ୍ଷମ ହୋଇପାରୁନାହିଁ। କାରଣ ହଷ୍ଟେଲରେ ନାହିଁ ଫର୍ନିଚର କି ବିଦ୍ୟୁତ୍ ସଂଯୋଗ। ଅନ୍ଧକାରମୟ କୋଠାରେ ରହିବା ଅନ୍ତେବାସୀଙ୍କ ପକ୍ଷେ ସମ୍ଭବ ନ ଥିବାରୁ…
ଦୁର୍ଦ୍ଦଶା ଭୋଗୁଛନ୍ତି ୩ଗାଁର ଲୋକେ
ରୂପସା, ୪ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ନଟାକଟା ପଞ୍ଚାୟତର ଅମର୍ଦ୍ଦାରୋଡ଼ ରେଳପଥ କଡ଼ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ବେଲା, ଖଣ୍ଡପସା ଓ ପଞ୍ଚବାଟିଆ ଗ୍ରାମର ୩ହଜାର ଲୋକ ବହୁତ ହଇରାଣ ହେଉଛନ୍ତି।…
ଏକାଠି ନ ରହି ପାରିଲେ, ଅଲଗା ହେବା ଶ୍ରେୟସ୍କର…
ନୂଆଦିଲ୍ଲୀ,୪।୧୦: ଦାମ୍ପତ୍ୟ ଜୀବନ ଉପରେ ସୁପ୍ରିମ୍କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ସ୍ତ୍ରୀ-ସ୍ବାମୀ ଏକାଠି ରହିବାରେ ସମସ୍ୟା ଉପୁଜୁଛି ତେବେ ପରସ୍ପର ଛାଡିବା ଶ୍ରେୟସ୍କର। ଦାମ୍ପତ୍ୟ ଜୀବନରେ ଉଠିଥିବା ଝଡ଼…
ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ…
ଟିକସ ଠକେଇର ସବୁଠୁ ବଡ଼ ପ୍ରଘଟ
ଓ୍ବାଶିଂଟନ/ନୂଆଦିଲ୍ଲୀ,୪।୧୦: ଶତାଧିକ ବିଲିଓନେୟାର, ୩୦ ବିଶ୍ୱନେତା ଓ ୩୦୦ ସରକାରୀ ଅଧିକାରୀଙ୍କ ଗୁପ୍ତ ଡିଲ୍ ଏବଂ ସମ୍ପତ୍ତିକୁ ନେଇ ଲକ୍ଷ ଲକ୍ଷ ଦସ୍ତାବିଜ ପାଣ୍ଡୋରା ପେପର୍ସ ଜରିଆରେ ସାମ୍ନାକୁ ଆସିଛି। ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତିମାନେ କିପରି ନିଜ କ୍ଷମତାର ଅପବ୍ୟବହାର…
ଭାରି ପଡୁଛନ୍ତି ଭାରତୀୟ ସେନା: ଏଲ୍ଏସିରେ ପାଟ୍ରୋଲିଂର ତରିକା ବଦଳାଇଲା ଚାଇନା
ନୂଆଦିଲ୍ଲୀ,୪ ।୧୦: ଚାଇନାର ଦୁଇ ପାଦ ଆଗକୁ ଦୁଇ ପାଦ ପଛକୁ ନୀତି ଯୋଗୁ ଭାରତ-ଚାଇନା ସୀମା ବିବାଦ ଶେଷ ହେଉନାହିଁ । ସେନା ତଥା କୁଟନୀତି ସ୍ତରରେ କଥାବାର୍ତ୍ତା ପରେ ବି ଚାଇନାର ଉସକାଉଥିବା ଗୁଣ ଯୋଗୁ ପରିସ୍ଥିତି ବିଗିଡି…
ଲକ୍ଷ୍ମୀପୁର ଖେରି ଘଟଣା ଦୁର୍ଭାଗ୍ୟପୂର୍ଣ୍ଣ: ଯୋଗୀ
ଲକ୍ଷ୍ନୌ,୪ ।୧୦: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଆଗମନକୁ ନେଇ କୃଷକମାନେ ବିରୋଧ ପ୍ରଦର୍ଶନ କରିଥିଲେ । ଏହାପରେ ଏଠାରେ ଉପୁଜିଥିବା ହିଂସାରେ ୪ କୃଷକଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣା ତିକୋନିୟା…
ଚାଷୀଙ୍କ ଉପରେ ମାଡ଼ିଗଲା କେନ୍ଦ୍ର ମନ୍ତ୍ରୀଙ୍କ ପୁଅର କାର; ୮ ମୃତ
ଲକ୍ଷ୍ନୌ, ୩।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରି ଜିଲାର ଟିକୁନିଆରେ ରବିବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଗସ୍ତ କରିଥିଲେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା। ଏହା ବିରୋଧରେ ସକାଳୁ ବିକ୍ଷୋଭ ଚଳାଇଥିଲେ…
Archives


