କେନ୍ଦ୍ରୀୟ ଏସିଆରେ ବ୍ଲାକଆଉଟ୍
ନୂଆଦିଲ୍ଲୀ, ୨୬ା୧: କେନ୍ଦ୍ରୀୟ ଏସିଆର ୩ ଦେଶରେ ମଙ୍ଗଳବାର ବଡ଼ ଧରଣର ବ୍ଲାକଆଉଟ୍ ହୋଇଛି। ଏକ ପ୍ରମୁଖ ପାଓ୍ବାର ଲାଇନରେ ସମସ୍ୟା ଯୋଗୁ କାଜାଖସ୍ତାନ, ଉଜ୍ବେକିସ୍ତାନ ଏବଂ କିର୍ଗିଜସ୍ତାନର ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବିଦ୍ୟୁତ୍ ସଂଯୋଗ ପାଇବାରୁ ବଞ୍ଚିତ ହୋଇଥିଲେ।…
ସାହିତ୍ୟିକା ପ୍ରତିଭା ରାୟଙ୍କୁ ପଦ୍ମ ଭୂଷଣ, ବାବା ବଳିଆ- ପ୍ରମୋଦ ପାଇବେ ପଦ୍ମଶ୍ରୀ
ଭୁବନେଶ୍ୱର,୨୫।୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୨୧ ବର୍ଷ ପାଇଁ ମଙ୍ଗଳବାର ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ ୭ ଜଣ ଅଛନ୍ତି। ବିଶିଷ୍ଟ ଓଡ଼ିଆ ସାହିତି୍ୟକା ପ୍ରତିଭା ରାୟଙ୍କୁ ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରାଯିବ। ସେହିଭଳି ପାରା…
ସଙ୍କଟ ସମୟରେ ଅର୍ଥନୀତିକୁ ମଜଭୁତ୍ କରିବାକୁ ସମସ୍ତଙ୍କୁ ଏକାଠି ହେବାକୁ ପଡିବ: ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୧: ୭୩ତମ ସାଧାରଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟା ଅର୍ଥାତ୍ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ, ଦେଶ ତଥା ବିଦେଶରେ ରହୁଥିବା ଭାରତର ସମସ୍ତ ଲୋକଙ୍କୁ ମୋର ଶୁଭେଚ୍ଛା!…
ବୀରତା ପୁରସ୍କାର ଘୋଷଣା: ନୀରଜ ଚୋପ୍ରାଙ୍କୁ ପରମ ବିଶିଷ୍ଟ ସେବା ପଦକ
ନୂଆଦିଲ୍ଲୀ,୨୫।୧: କେନ୍ଦ୍ର ସରକାର ମଙ୍ଗଳବାର ବୀରତା ପୁରସ୍କାର ଘୋଷଣା କରିଛନ୍ତି। ପ୍ରକାଶିତ ତାଲିକା ଅନୁଯାୟୀ, ଏଥର ୩୮୪ଙ୍କୁ ବୀରତା ପୁରସ୍କାର ପ୍ରଦାନ କରାଯିବ। ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିବେ। ଏଥିମଧ୍ୟରୁ ୧୨…
ନମୋ ଆପ ମାଧ୍ୟମରେ କର୍ମୀଙ୍କ ସହ ଯୋଡି ହେବେ ମୋଦି
ନୂଆଦିଲ୍ଲୀ,୨୫ ।୧: ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ସବୁ ରାଜନୈତିକ ଦଳ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାରା ଦେଶର ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କ ସହ…
ଆମେରିକା-ଫ୍ରାନ୍ସରେ କମୁଛି ଦୈନିକ ସଂକ୍ରମଣ
ୱାଶିଂଟନ/ବ୍ରୁସେଲ୍ସ,୨୫ ।୧: ସାରାବିଶ୍ୱରେ କରୋନାର ତାଣ୍ଡବ ଲାଗି ରହିଥିବା ବେଳେ ଏହାକୁ ହରାଇବା ଲାଗି ବିଭିନ୍ନ କଟକଣାମାନ ଲଗାଯାଉଛି । ବ୍ରୁସେଲ୍ସରେ କରୋନା ଓ ଏହାର ନୂଆ ଭାରିଏଣ୍ଟ ଓମିକ୍ରନଠାରୁ ଦୂରେଇ ରହିବାକୁ ବିଭିନ୍ନ ପ୍ରକାର କଟକଣା ଲଗାଯାଇଛି । ହେଲେ…
‘ଓମିକ୍ରନ ଭଳି ନୂଆ ନୂଆ ଭାରିଆଣ୍ଟ ଆଗକୁ ଆସିବ’
ନୂଆଦିଲ୍ଲୀ,୨୪।୧: ସାରା ବିଶ୍ୱରେ ବଢ଼ୁଥିବା ଓମିକ୍ରନ ମାମଲାକୁ ଲକ୍ଷ୍ୟ କରି ଟିକାକରଣକୁ ଜୋରଦାର କରିବା ଏବଂ ମାସ୍କ ପିନ୍ଧିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଓମିକ୍ରନ କରୋନାର ଶେଷ ନୁହଁ । ଏହା ପରେ ମଧ୍ୟ ମ୍ୟୁଟେସନ…
ୟୁକ୍ରେନ୍ ପାଲଟିଛି ଚେସ୍ ବୋର୍ଡର ମୋହରା…
ଓ୍ବାଶିଂଟନ/ମସ୍କୋ/କାଇଭ୍, ୨୪।୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଜିବିଗ୍ନିୟେବ ବ୍ରୁିଜେନ୍ସକି ଦଶନ୍ଧି ପୂର୍ବରୁ ତାଙ୍କ ପୁସ୍ତକ ‘ଦ ଗ୍ରାଣ୍ଡ ଚେସ ବୋର୍ଡ’ରେ ଏହି ପ୍ରଶ୍ନ ଉଠାଇଥିଲେ ଯେ ଆମେରିକା ୟୁକ୍ରେନକୁ କାହିଁକି ସହାୟତା କରିବ…
ଆମେରିକାର କଡ଼ା ଚେତାବନୀ, ୟୁକ୍ରେନ୍ ସମସ୍ୟା ମଧ୍ୟରେ ତାଇଓ୍ବାନଠାରୁ ଦୂରେଇ ରହୁ ଚାଇନା…
ଓ୍ବାଶିଂଟନ, ୨୪।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ଆମେରିକା ଚାଇନାକୁ ଚେତାବନୀ ଦେଇଛି। ତାଇୱାନ ମାମଲାରେ ହସ୍ତକ୍ଷେପ ନ କରି ଦୂରେଇ ରହିବାକୁ ଆମେରିକା ପକ୍ଷରୁ କୁହାଯାଇଛି। ୟୁକ୍ରେନ୍ ସମସ୍ୟାର ସୁଯୋଗ ନ…
୩୧ ଜାନୁୟାରୀ ପର୍ଯ୍ୟନ୍ତ ସବୁ ସ୍କୁଲ୍ ବନ୍ଦ, ସରକାରଙ୍କ ଘୋଷଣା…
ଡେରାଡୁନ୍, ୨୪।୧ : ଉତ୍ତରାଖଣ୍ଡରେ ସମସ୍ତ ସ୍କୁଲ୍ କଲେଜକୁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବନ୍ଦ କରାଯିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସ୍କୁଲ ସହିତ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି। କରୋନା ସଂକ୍ରମଣକୁ…
ଘନ କୁହୁଡ଼ି ଯୋଗୁ ୪୮୧ ଟ୍ରେନ୍ ବାତିଲ…
ନୂଆଦିଲ୍ଲୀ, ୨୪।୧ : ସାରା ଦେଶରେ ପ୍ରବଳ ଥଣ୍ଡା ଏବଂ ଘନ କୁହୁଡ଼ି ଯୋଗୁ ରେଲଓ୍ବେର ସମସ୍ୟା ବୃଦ୍ଧି ପାଇଛି। ଘନ କୁହୁଡ଼ି ଯୋଗୁ ୪୮୧ ଟ୍ରେନକୁ ବାତିଲ କରାଯାଇଛି। ଏହା ସହିତ ବହୁ ସ୍ଥାନରେ ଟ୍ରାକର ମରାମତି କାର୍ଯ୍ୟ ମଧ୍ୟ…
ଓମିକ୍ରନ୍ ଏବେ ଛୋଟ ସହର-ଗାଁ ମୁହାଁ…
ନୂଆଦିଲ୍ଲୀ, ୨୪।୧ : ଭାରତରେ କରୋନା ମହାମାରୀର ତୃତୀୟ ଲହର ବିଷୟରେ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। କେରଳର କୋଚି, ଆଇଏମଏରେ କରୋନା ଟାସ୍କ ଫୋର୍ସର ଉପଦେଷ୍ଟା ଡ. ରାଜୀବ ଜୟଦେବନ କହିଛନ୍ତି ଯେ ଏବେ ଓମିକ୍ରନ୍ ସଂକ୍ରମଣ ଛୋଟ ସହର ଏବେ…

