ହରିୟାଣା ପୋଲିସ ହଟହଟା
ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ ନ ପାଇ ସେମାନଙ୍କ ପରିବାର ଲୋକଙ୍କୁ ଖନ୍ତାପଡ଼ା ଥାନାକୁ ଆଣିଥିବାରୁ ପୋଲିସ ଟିମ୍…
ୟୁରୋପରେ ଷ୍ଟିଲଥ୍ ଓମିକ୍ରନ୍ ଆତଙ୍କ, ୪୦ରୁ ଅଧିକ ଦେଶକୁ ବ୍ୟାପିଲା…
ଓ୍ବାଶିଂଟନ, ୨୩।୧ : ଓମିକ୍ରନ୍ ପରେ ଏବେ ୟୁରୋପରେ ନୂଆ ଭାରିଆଣ୍ଟ୍ ଷ୍ଟିଲଥ୍ ଓମିକ୍ରନ୍ ( ବିଏ.୨)ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଷ୍ଟିଲଥ୍ ଓମିକ୍ରନ୍ ୪୦ରୁ ଅଧିକ ଦେଶକୁ ବ୍ୟାପିଛି। ଷ୍ଟିଲଥ୍ ଓମିକ୍ରନ୍ ଭୂତାଣୁ ଆଣଶିଟି-ପିସିଆର ପରୀକ୍ଷାରେ ମଧ୍ୟ ଜଣାପଡ଼ି ନ…
ଉତ୍ତରପ୍ରଦେଶରେ ପରିବର୍ତ୍ତନ ଚାହୁଁଛନ୍ତି ଲୋକେ !…
ଲକ୍ଷ୍ନୌ, ୨୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ରାଜ୍ୟରେ ଲୋକେ ପରିବର୍ତ୍ତନ ଚାହଁୁଥିବା ଏକ ସର୍ଭେରୁ ଜଣାପଡିଛି। ଏବିପି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ୨୦ ନଭେମ୍ବର, ୧୮ ଡିସେମ୍ବର ଏବଂ ୨୨ ଜାନୁୟାରୀରେ ହୋଇଥିବା ସର୍ଭେରୁ ଜଣାପଡ଼ିଛି ଯେ ୪୭…
ନେତାଜୀଙ୍କ ୨୮ ଫୁଟ ଉଚ୍ଚ ହଲୋଗ୍ରାମ ପ୍ରତିମା ଲୋକାର୍ପିତ…
ନୂଆଦିଲ୍ଲୀ, ୨୩।୧ : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଇଣ୍ଡିଆ ଗେଟ୍ଠାରେ ୨୮ ଫୁଟ ଉଚ୍ଚ ହଲୋଗ୍ରାମ୍ ପ୍ରତିମାର ଲୋକାର୍ପଣ କରିଛନ୍ତି। ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ପ୍ରଧାନମନ୍ତ୍ରୀ ଏହି…
ରାଜଧାନୀରେ ହାଡ଼ଭଙ୍ଗା ଶୀତ ନେଲାଣିି ୧୦୬ ଜୀବନ !…
ନୂଆଦିଲ୍ଲୀ, ୨୩।୧ : ରାଜଧାନୀ ଦିଲ୍ଲୀରେ ହାଡ଼ଭଙ୍ଗା ଶୀତଯୋଗୁ ଚଳିତବର୍ଷ ଜାନୁୟାରୀରେ ଇତିମଧ୍ୟରେ ୧୦୬ ଜଣଙ୍କର ଜୀବନ ଗଲାଣି। ଏନଜିଓ ସେଣ୍ଟର ଫର ହୋଲିଷ୍ଟିକ ଡେଭଲପମେଣ୍ଟ (ସିଏଚଡି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏନଜିଓ ପକ୍ଷରୁ…
ମହାକାଶ ପାଲଟୁଛି ଅଳିଆ ଗଦା, ବିଶେଷଜ୍ଞଙ୍କ ଚେତାବନୀ…
ଓ୍ବାଶିଂଟନ, ୨୩।୧ : କମର୍ସିଆଲ ସ୍ପେସ୍ ଇଣ୍ଡଷ୍ଟ୍ରିର ବିକାଶ ଧାରା ଜାରି ରହିଛି। ଏହା ଯୋଗୁ ମହାକାଶ ଏବେ ଅଳିଆ ଗଦା ପାଲଟିବା ଆରମ୍ଭ କରିଛି। ମହାକାଶରେ କୁଢ଼ କୁଢ଼ ଆବର୍ଜନା ସୃଷ୍ଟି ହେବାରେ ଲାଗିଛି। ସ୍ପେସ ବର୍ଜ୍ୟବସ୍ତୁ ବିଷୟରେ ବିଶେଷଜ୍ଞ…
ଉପରାଷ୍ଟ୍ରପତି କରୋନା ପଜିଟିଭ୍…
ନୂଆଦିଲ୍ଲୀ, ୨୩।୧ : ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ସେ ନିଜକୁ ଆଇସୋଲେଶନରେ ରଖିଥିବା ସମ୍ପର୍କରେ ନିଜ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍ କରି ରବିବାର ସୂଚନା ଦେଇଛନ୍ତି। ଉପରାଷ୍ଟ୍ରପତି ଏକ ସପ୍ତାହ ପର୍ଯ୍ୟନ୍ତ…
୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବ ସଂକ୍ରମଣ…
ନୂଆଦିଲ୍ଲୀ, ୨୩।୧ : ଦେଶରେ କରୋନାର ତୃତୀୟ ଲହର ଜାରି ରହିଛି। ତୃତୀୟ ଲହର ଆଉ ୧୪ ଦିନ ମଧ୍ୟରେ ଶୀର୍ଷ ଛୁଇଁବାର ଆଶଙ୍କା ରହିଛି ବୋଲି ଆଇଆଇଟି ମାଡ୍ରାସ୍ର ଗବେଷକଙ୍କ ପ୍ରାଥମିକ ବିଶ୍ଳେଷଣରୁ ଏସମ୍ପର୍କରେ ସୂଚନା ମିଳିଛି। ଆସନ୍ତା ୨…
ଓମିକ୍ରନ୍ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ, ସର୍ଭେ ରିପୋର୍ଟ…
ନୂଆଦିଲ୍ଲୀ, ୨୩।୧ : ଦେଶରେ ଓମିକ୍ରନ ଭାରିଆଣ୍ଟ୍ର ଗୋଷ୍ଠୀ ସଂକ୍ରମଣ ହେବାର ସଙ୍କେତ ମିଳିିଛି। ଇଣ୍ଡିଆନ୍ ସାର୍ସ-କୋଭ୍-୨ ଜେନୋମିକ୍ସ କନସୋର୍ଟିୟମ୍ (ଇନସାକୋଗ୍) ଏହାର ସର୍ବଶେଷ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ କୋଭିଡ୍-୧୯ର ଓମିକ୍ରନ ଭାରିଆଣ୍ଟ୍ ଦେଶରେ ଗୋଷ୍ଠୀସ୍ତରରେ ବ୍ୟାପିବାରେ ଲାଗିଛି।…
୧୦୦ କଏଦୀ ହେବେ ମୁକ୍ତ…
ଲକ୍ଷ୍ନୌ, ୨୩।୧ : ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଭଲ ଆଚରଣ, ବୃଦ୍ଧାବସ୍ଥାରେ ପହଞ୍ଚିଥିବା ଏବଂ ଗୁରୁତର ରୋଗରେ ପୀଡିତ ୧୦୦ କଏଦୀଙ୍କୁ ସରକାର ମୁକ୍ତ କରିବେ। ଯେଉଁମାନେ ୧୬…
ଆଜିଠାରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ
ନୂଆଦିଲ୍ଲୀ, ୨୩ ।୧: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସକୁ ନେଇ କେନ୍ଦ୍ର ସରକାର ୨ଟି ମହତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି । ଏବେ ସାଧାରଣତନ୍ତ୍ର ଦିବସ ସମାରୋହ ୨୪ ଜାନୁୟାରୀ ପରିବତ୍ତେ ୨୩ ଜାନୁୟାରୀରୁ ପାଳନ କରାଯିବ । ୨୩ ଜାନୁୟାରୀ ନେତାଜି…
ବିଭାଗ ନୀରବ, ନିମ୍ନମାନର କାର୍ଯ୍ୟ କରୁଛନ୍ତି ଠିକାଦାର
ଦଶମନ୍ତପୁର, ୨୩ା୧ ( ଡି.ଏନ୍.ଏ. ) ଆରମ୍ଭରୁ ନିମ୍ନମାନର ରାସ୍ତା ନିର୍ମାଣ କରୁଛନ୍ତି ଠିକାଦାର। ସରକାରୀ ନିୟମ ଅନୁସାରେ କାମ କରିବାକୁ କହିଲେ ଶୁଣୁନାହାନ୍ତି। ଏଭଳି ଅଭିଯୋଗ କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଗାଦିଖାଲ ଗ୍ରାମବାସୀ।…

