Home Middle

ଇଣ୍ଡିଆ ଗେଟରେ ଲାଗିବ ସୁଭାଷ ବୋଷଙ୍କ ହଲୋଗ୍ରାମ ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ,୨୩ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତି ଅବସରରେ ଇଣ୍ଡିଆ ଗେଟରେ ନେତାଜୀଙ୍କ ହଲୋଗ୍ରାମ ପ୍ରତିମୂର୍ତ୍ତି ଲୋକାର୍ପଣ କରିବେ । ଏହାସହ ପ୍ରଧାନମନ୍ତ୍ରୀ ବ୍ୟକ୍ତି ଓ ସଂସ୍ଥାକୁ ବିପତ୍ତି ପରିଚାଳନାରେ ସେମାନଙ୍କର…

ୟୁକ୍ରେନକୁ ଆକ୍ରମଣ କରିପାରେ ରୁଷିଆ; ଆମେରିକା ଦେଲା ଘାତକ ସହାୟତା

କ୍ୱିଭ୍‌, ୨୩ା୧: ୟୁକ୍ରେନ୍‌ ଉପରେ ରୁଷିଆ ଯେ କୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରେ ବୋଲି ଆମେରିକା ସମେତ ପାଶ୍ଚାତ୍ୟ ଦେଶଗୁଡ଼ିକର ଗୋଇନ୍ଦା ସଂସ୍ଥା ବାରମ୍ବାର ଚେତାଇ ଆସୁଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ମଧ୍ୟ ସମାନ ଆଶଙ୍କା କରୁଥିବା ବୁଧବାର ଏକ…

୧ କି.ମି. ବୁହାହେଲେ ଗର୍ଭବତୀ

ଖମାର,୨୩ା୧(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ସଇଡା ଗ୍ରାମ କେଲସାହିକୁ ଭଲ ରାସ୍ତା ନ ଥିବାରୁ ଶନିବାର ଜଣେ ଗର୍ଭବତୀଙ୍କୁ ଏକ କିଲୋମିଟର ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯିବା ଚର୍ଚ୍ଚାର ବିଷୟ ହୋଇଛି। ପ୍ରକାଶ ଯେ, କେଲସାହିର କନାଇ କେରାଇଙ୍କ…

ଭାରତ ସମେତ ୪୦ ଦେଶରେ ଓମିକ୍ରନ୍ ସବ ଭାରିଏଣ୍ଟର ବିପଦ

ନୂଆଦିଲ୍ଲୀ,୨୩ ।୧: କୋଭିଡ-୧୯ ଭାଇରସର ଓମିକ୍ରନ୍ ଭାରିଏଣ୍ଟରୁ ନିକଟରେ ମିଳିଥିବା ଉପ-ସଂକ୍ରମଣ ଉପରେ ବିଶେଷଜ୍ଞମାନେ ଦୃଷ୍ଟି ରଖିଛନ୍ତି । କାରଣ ଏହାଦ୍ୱାରା ନିର୍ଦ୍ଧାରିତ କରାଯାଇପାରିବ କି ଏହା ଭବିଷ୍ୟତରେ ମହାମାରୀର ପ୍ରସାରକୁ କିପରି ପ୍ରଭାବିତ କରିବ । ଆରମ୍ଭରୁ ଓମିକ୍ରନ୍ ଭାରିଏଣ୍ଟ…

ପରିବେଶ ମଞ୍ଜୁରୀ ମିଳିବାରେ ବିଳମ୍ବ

ଆନନ୍ଦପୁର,୨୩ା୧(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ବାଲି ସଇରାତର ଷ୍ଟାଟସ୍‌କୁ ଦେଖିଲେ ସ୍ପଷ୍ଟ ହୋଇଯିବ ଯେ, ଅଧିକାରୀଙ୍କ ଉଦାସୀନତା ପାଇଁ ସରକାର କୋଟି କୋଟି ଟଙ୍କାର ରାଜସ୍ବ ହରାଇବା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଆନନ୍ଦପୁର ତହସିଲ ଅଧୀନ ବାଲି…

ଧ୍ୱଜାବତରଣରେ ମହାତ୍ମାଙ୍କ ପସନ୍ଦକୁ ହଟାଗଲା…

ନୂଆଦିଲ୍ଲୀ, ୨୨।୧ : ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ଆବାଇଡ୍‌ ଓ୍ବିଥ୍‌ ମି (ମୋ ସହିତ ରୁହ)ର ଧୁନ୍‌କୁ ଚଳିତ ଥର ଧ୍ୱଜାବତରଣ (ବିଟିଙ୍ଗ ରିଟ୍ରିଟ ) ଉତ୍ସବରେ ଆଉ ଶୁଣାଯିବ ନାହିଁ। ମାହାତ୍ମାଙ୍କ ଏହି ଭଜନର ଧୁନ୍‌କୁ ଅନ୍ତର୍ଭୁକ୍ତ ନକରି…

ତୃତୀୟ ଲହରର ୬୦ ପ୍ରତିଶତ ମୃତକ ନେଇ ନ ଥିଲେ ଟିକା, ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହରରେ ୬୦ ପ୍ରତିଶତ ମୃତକ ସମ୍ପୂର୍ଣ୍ଣ ଟିକା ନେଇ ନ ଥିବା ଜଣାପଡ଼ିଛି। ଘରୋଇ ହସ୍ପିଟାଲ ମାକ୍ସ୍‌ ହେଲଥ୍‌ କେୟାର ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ମୃତକଙ୍କ…

୩୧ ଜାନୁୟାରୀ ପର୍ଯ୍ୟନ୍ତ ରାଲି-ରୋଡ୍‌ ଶୋ’ ଉପରେ କଟକଣା…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ହେବାକୁ ଥିବା ରାଲି ଏବଂ ରୋଡ୍‌ ଶୋ’ ଉପରେ ରୋକ ଜାନୁୟାରୀ…

ବେଡ୍‌ ପଡୁଛି ଖାଲି, ତୃତୀୟ ଲହରରେ ହସ୍ପିଟାଲ ଭର୍ତ୍ତିିଙ୍କ ସଂଖ୍ୟା କମ୍‌…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଜାରି ରହିଛି। ତେବେ ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ବିଭିନ୍ନ ହସ୍ପିଟାଲରେ ବେଡ୍‌ ଖାଲି ପଡୁଛି ବୋଲି ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମାକ୍ସ୍‌ ହେଲଥ୍‌ କେୟାର…

୩୦ ଜାନୁୟାରୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ବନ୍ଦ…

ଲକ୍ଷ୍ନୌ, ୨୨।୧ : ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ୩୦ ଜାନୁୟାରୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ତେଣୁ ପୂର୍ବପରି ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖିବାକୁ ଅତିରିକ୍ତ ମୁଖ୍ୟ ସଚିବ ଅବିନାଶ…

ବସ୍‌ ଦୁର୍ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ସୋର ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ…

ଯୁଦ୍ଧର ପଦଧ୍ୱନୀ, ୟୁକ୍ରେନ୍‌ ସୀମାରେ ଲକ୍ଷାଧିକ ରୁଷିଆ ସୈନ୍ୟ…

ମସ୍କୋ, ୨୨।୧ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧର ପଦଧ୍ୱନୀ ସୃଷ୍ଟି ହେବା ଆରମ୍ଭ ହୋଇଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା ଦେଖାଦେଇଛି। ଆମେରିକା ଏବଂ ରୁଷିଆ ମଧ୍ୟରେ ହୋଇଥିବା ବୈଠକ ସଫଳ ନ ହେବାରୁ ଏକ ନୂତନ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?