Home Middle

ନାରାୟଣପାଟଣାରୁ ପ୍ରାର୍ଥିପତ୍ର ଦାଖଲ କଲେ ନାଚିକା ଲିଙ୍ଗା, ପୁଅ ରବିନାଚିକା

କୋରାପୁଟ,୨୦।୧(ସ୍ବ.ପ୍ର.) ନାମାଙ୍କନପତ୍ର ଦାଖଲର ତୃତୀୟ ଦିନରେ କୋରାପୁଟ ଜିଲାରେ ମୋଟ ୧୫୪୪ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜିଲାରେ ଜିଲା ପରିଷଦ ଜୋନ ପାଇଁ ୧୫ ଜଣ , ସମିତିସଭ୍ୟ ପାଇଁ ୨୨୫ ଜଣ, ସରପଞ୍ଚ ପାଇଁ ୩୦୪ ଜଣ ଏବଂ…

ବିବାହ ପାଇଁ ଚାଲି ଚାଲି ଯାଆନ୍ତି ବରକନ୍ୟା

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ଗଙ୍ଗାହାର ନଦୀ ଅଞ୍ଚଳବାସୀଙ୍କ ଗମନାଗମନରେ ବାଧକ ସାଜିଛି। କାହିଁ କେଉଁ ଆବାହମାନ କାଳରୁ ବରବାଙ୍କ ଗ୍ରାମର ଶତାଧିକ ପରିବାର ନଦୀ ଉପରେ ଏକ ବାଉଁଶ…

ସରକାରୀ ରିପୋର୍ଟଠାରୁ ଢ଼େର୍‌ ଅଧିକ କରୋନା ମୃତକଙ୍କ ସଂଖ୍ୟା, ଭାରତରେ ୫୦ ଲକ୍ଷ…

ଓ୍ବାଶିଂଟନ, ୧୯।୧ : ପୃଥିବୀର ବିଭିନ୍ନ ଦେଶରେ ଘଟିଥିବା କରୋନା ଆକ୍ରାନ୍ତଙ୍କ ପ୍ରକୃତ ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢ଼େର୍‌ ଅଧିକ ରହିଛି। ସରକାରୀ ଆକଳନ ଅନୁଯାୟୀ ମହାମାରୀ ଯୋଗୁ ୫୫ ନିୟୁତରୁ ଅଧିକ ଲୋକଙ୍କ ଜୀବନ ଯାଇଛି। କିନ୍ତୁ ନେଚର…

ଆଣ୍ଟିବାୟୋଟିକ୍‌ ରେଜିଷ୍ଟାନ୍ସ୍‌ ନେଇଛି ୧୨ ଲକ୍ଷରୁ ଅଧିକଙ୍କ ଜୀବନ…

ଓ୍ବାଶିଂଟନ, ୧୯।୧ : ମେଡ଼ିବାଲ ପତ୍ରିକା ଲାନସେଟରେ ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ ୨୦୧୯ରେ ପୃଥିବୀରେ ଆଣ୍ଟିବାୟୋଟିକ-ରେଜିଷ୍ଟାନ୍ସ୍‌ ବ୍ୟାକ୍ଟେରିଆ ସଂକ୍ରମଣ ଯୋଗୁ ୧୨ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ସମ୍ପ୍ରତି ଗୋଟିଏ ଦିନରେ ଏହାଯୋଗୁ ୩,୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ…

୮ ମାସର ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ଟପିବା ସହିତ ଗତ ୮…

ଆମେରିକା-ରୁଷିଆ ମୁହାଁମୁହିଁ,ବାଇଡେନ୍‌ଙ୍କ ଚେତାବନୀ…

ଓ୍ବାଶିଂଟନ, ୧୯।୧ : ରୁଷିଆ ୟୁକ୍ରେନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଚେତାବନୀ ଦେଇଛି । ଆମେରିକା କହିଛି ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କଲେ ଏହାର ପରିଣାମ ମଧ୍ୟ ଭୋଗିବାକୁ ପଡ଼ିବ। ହ୍ବାଇଟ ହାଉସ୍‌ କହିଛି ଯେ ୟୁକ୍ରେନ…

ପ୍ରାଣୀଙ୍କ ପାଇଁ କରୋନା ଟିକା, ୨୩ କୁକୁରଙ୍କ ଉପରେ ପରୀକ୍ଷଣ ସଫଳ…

ନୂଆଦିଲ୍ଲୀ, ୧୯।୧ : ହରିୟାଣାର ହିସାରରେ ଅବସ୍ଥିତ ସେଣ୍ଟ୍ରାଲ ହର୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ବୈଜ୍ଞାନିକମାନେ ପ୍ରାଣୀମାନଙ୍କ ପାଇଁ ଦେଶର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି। ୨୩ ସେନା କୁକୁର ଉପରେ ଏହାର ପରୀକ୍ଷା ସଫଳ ହୋଇଛି। ଟିକାକରଣର…

କୋଭିଡ୍‌ ଡେଡ୍‌ଲାଇନ ମାର୍ଚ୍ଚ ୧୧

ନୂଆଦିଲ୍ଲୀ, ୨୦ା୧: ଦେଶ ଏବେ କରୋନାର ତୃତୀୟ ଲହରକୁ ସାମ୍‌ନା କରୁଥିବାବେଳେ ଦୈନିକ ସଂକ୍ରମଣରେ ହ୍ରାସ ବୃଦ୍ଧି ଲାଗିରହିଛି। ଦିଲ୍ଲୀ, ମୁମ୍ବାଇ ଭଳି ସହରରେ କରୋନା କେସ୍‌ ଶୀର୍ଷରେ ପହଞ୍ଚିବା ପରେ ଏହି ସଂଖ୍ୟା ଏବେ କମୁଥିବା ଦେଖାଯାଇଛି। ଯଦି ଏହା…

ଅନାଥଙ୍କ ଘରକୁ ଯାଇ କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨୦ା୧: କୋଭିଡ୍‌-୧୯ରେ ନିଜ ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପାଖକୁ ଯାଇ କ୍ଷତିପୂରଣ ଦିଅ। ସେମାନେ କେବେ କ୍ଷତିପୂରଣ ଦାବିରେ ଆବେଦନ କରିବେ ତାକୁ ଅପେକ୍ଷା କରନାହିଁ ବୋଲି ବୁଧବାର ରାଜ୍ୟ ସରକାରମାନଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଏତିକି ନୁହେଁ, ମହାମାରୀ…

୫ଜି ପ୍ରଭାବ: ଆମେରିକାକୁ ବହୁ ବିମାନ ବାତିଲ

ନ୍ୟୁୟର୍କ,୨୦ା୧: ଆମେରିକାରେ ଟେଲିକମ୍‌ କମ୍ପାନୀ ଏଟିଆଣ୍ଡଟି ଏବଂ ଭେରିଜନ୍‌ ପକ୍ଷରୁ ବୁଧବାର ନୂଆ ୫ଜି ସେବା ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ବିମାନ ଚଳାଚଳ କ୍ଷେତ୍ରରେ ସଙ୍କଟ ଦେଖାଦେଇଛି। ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ବହୁ ସଂଖ୍ୟକ ଯାତ୍ରୀବାହୀ ଓ କାର୍ଗୋ…

ଶେଷ ହେଲା କରୋନା: ବୋରିସ ଜନସନ

ଲଣ୍ଡନ,୨୦ ।୧: ସାରା ବିଶ୍ୱରେ କରୋନା ମହାମାରୀର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ବ୍ରିଟେନରେ କରୋନାର ସମସ୍ତ କଟକଣାକୁ ହଟାଇ ଦିଆଯାଇଛି । ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ଆମ ଦେଶର ବୈଜ୍ଞାନିକମାନେ…

‘ଓମିକ୍ରନ୍‌କୁ ହାଲୁକା ଭାବରେ ନିଅନ୍ତୁ ନାହିଁ’

ଓ୍ବାଶିଂଟନ,୧୯ା୧: କରୋନା ଭାଇରସ ବିଶେଷକରି ଓମିକ୍ରନକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନମ ଘେବ୍ରେୟେସସ୍‌ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ବିଶ୍ୱ କରୋନା ମହାମାରୀରୁ ମୁକ୍ତି ପାଇପାରିନାହିଁ। ଓମିକ୍ରନକୁ ହାଲୁକା ଭାବରେ କେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?