Home Middle

ଯୌନ ନିର୍ଯାତିତ ପିଲାଙ୍କ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ଲଣ୍ଡନ, ୨୭ା୯: ଶିଶୁଙ୍କୁ ଯୌନ, ଶାରୀରିକ ନିର୍ଯାତନା ସେମାନଙ୍କ ପାଇଁ କାଳ ସାଜିପାରେ। ଗଭୀର ଭାବେ ପ୍ରଭାବିତ ହୋଇଥାନ୍ତି ଅବହେଳାର ଶିକାର ହେଉଥିବା ପିଲା। ଉଭୟ ଶାରୀରିକ ଓ ମାନସିକ ଯନ୍ତ୍ରଣା ଭୋଗୁଥିବା ପିଲାମାନେ ଉପଯୁକ୍ତ ଯତ୍ନ, ସ୍ନେହ ଅଭାବରୁ ଆଜୀବନ…

ନ୍ୟାୟପାଳିକାରେ ମହିଳାଙ୍କୁ ମିଳୁ ୫୦% ସଂରକ୍ଷଣ

ନୂଆଦିଲ୍ଲୀ, ୨୭।୯: ନ୍ୟାୟପାଳିକାରେ ମହିଳାମାନଙ୍କ ନିମନ୍ତେ ୫୦ ପ୍ରତିଶତ ସ୍ଥାନ ସଂରକ୍ଷିତ ରଖିବା ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା ରବିବାର ଆହ୍ବାନ ଦେଇଛନ୍ତି। ଦେଶର ଆଇନ ମହାବିଦ୍ୟାଳୟଗୁଡ଼ିକରେ ଅନୁରୂପ ସଂରକ୍ଷଣ ଦାବିକୁ ସେ ସମର୍ଥନ ଜଣାଇଛନ୍ତି। ଏହା…

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୭।୯: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ବର୍ଷେ ହେଲା ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)ର ଆହ୍ବାନରେ ସୋମବାର ସାରା ଭାରତ ବନ୍ଦ ରହିବ। ବିବାଦୀୟ କୃଷି ଆଇନକୁ ରାଷ୍ଟ୍ରପତି ରାମନାଥ…

କୃଷି ଆଇନ ବିରୋଧରେ କୃଷକଙ୍କ ଭାରତ ବନ୍ଦ ଡାକରା, ୧୦ ମାସ ପୂରଣ ହେଲେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୭ ।୯: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସୋମବାର ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଏହି ଭାରତ ବନ୍ଦ ଆରମ୍ଭ ହୋଇଯାଇଛି ଯାହା ସନ୍ଧ୍ୟା ୪ଟା…

ଉପକୂଳ ଅତିକ୍ରମ କଲା ‘ଗୁଲାବ’

ଭୁବନେଶ୍ୱର,୨୬।୯: ବାତ୍ୟା ‘ଗୁଲାବ’ ରବିବାର ରାତିରେ ଉପକୂଳ ଅତିକ୍ରମ କରିଛି। ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ରାତି ୯ଟାରୁ…

ବାତ୍ୟା ବିପଦ ଟଳିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ୭୫ରୁ ୮୫ କି.ମି. ବେଗରେ ପବନ ବୋହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ ବର୍ଷା…

୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ବର,୨୬।୯: ଆରମ୍ଭ ହୋଇଯାଇଛି ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ବର୍ତ୍ତମାନ ଆନ୍ଧ୍ରପ୍ରଦେଶର…

ଉପକୂଳ ଆଡ଼କୁ ମାଡ଼ି ଆସୁଛି ‘ଗୁଲାବ’: ସନ୍ଧ୍ୟା ୬ରୁ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଏବେ ଉପକୂଳମୁହାଁ। ରବିବାର ସନ୍ଧ୍ୟା ୫ଟା ସୁଦ୍ଧା ଏହା ଗୋପାଳପୁରଠାରୁ ୯୫ କିମି ଏବଂ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୮୫ କିମି ଦୂରରେ ରହିଛି। ଏବେ ଘଣ୍ଟା ପ୍ରତି ୨୫ କିମି ବେଗରେ ଏହା…

ଦିଲ୍ଲୀରେ ଥାଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ୱ ଆରୋପ କରିଛନ୍ତି। ବାତ୍ୟାର ମୁକାବିଲା ପାଇଁ…

ବନ୍ଦିପୋରା ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ବନ୍ଦିପୋରାର ଓ୍ପତନିରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ମୃତ ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌…

୨୭ ସେପ୍ଟେମ୍ବରରେ ଚାଷୀ ସଂଗଠନର ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା…

ନୂଆଦିଲ୍ଲୀ,୨୬।୯: କେନ୍ଦ୍ର ସରକାରଙ୍କ ସଂଶୋଧିତ କୃଷି ଆଇନକୁ ବିରୋଧ କରି ଦେଶର ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ମିଳିତ ଭାବେ ଗତ ୧୦ ମାସ ହେଲା ଆନ୍ଦୋଳନ ଜାରି ରହିଛି। ଏହି ମର୍ମରେ ୨୭ ସେପ୍ଟେମ୍ବରରେ ସଂଗଠନ ପକ୍ଷରୁ ୧୦ ଘଣ୍ଟିଆ ଭାରତ…

ନଦୀ ଭାରତୀୟ ସଂସ୍କୃତିର ପାଣ୍ଡୁଲିପି…

ନୂଆଦିଲ୍ଲୀ,୨୬।୯: ଅତି ପ୍ରାଚୀନ କାଳରୁ ନଦୀ ଭାରତୀୟ ସଂସ୍କୃତି ସହିତ ଅତି ଅନ୍ତରଙ୍ଗ ଭାବେ ଜଡ଼ିତ। ଭାରତୀୟ ପରମ୍ପରାରେ ନଦୀକୁ ଏକ ଜଡ଼ ବସ୍ତୁ ପରିବର୍ତ୍ତେ ଜୀବନ୍ତ ଭାବେ ବିବେଚନା କରାଯାଇଥାଏ। ନଦୀଠାରୁ ପରୋପକାର ଭାବନାରେ ଭରପୁର। ତେଣୁ ଭାରତୀୟ ସଂସ୍କୃତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri