Home Middle

୧୯ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ ଛୁଟି…

ମୋ ସରକାର ମମିତାଙ୍କୁ ନ୍ୟାୟ ଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏକ ବିବୃତି ଦେଇଛନ୍ତି। ବିବୃତିରେ ମମିତା ହତ୍ୟା ଘଟଣାକୁ ନେଇ…

ରବିବାର ଛୁଟି ବାତିଲ କଲେ ସରକାର

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ କରିଛନ୍ତି। ସମସ୍ତ ଅଧିକାରୀ ହେର୍ଡ କ୍ୱାର୍ଟର ନ ଛାଡ଼ିବାକୁ ପରାମର୍ଶ ଦେଇଛନ୍ତି ସରକାର। ଏଥିସହିତ…

ପୁରୀରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି ସମୁଦ୍ରକୁ…

୧୨ ଘଣ୍ଟାରେ ବାତ୍ୟା! ପାରାଦୀପଠାରୁ ୭୬୦କିଲୋମିଟର ଦୂରରେ ରହିଛି ‘ଜଓ୍ବାଦ’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ ।…

ବିଶ୍ୱ ଅର୍ଥନୀତିକୁ ବିପଦ ଓମିକ୍ରନ୍‌

ନୂଆଦିଲ୍ଲୀ, ୩ା୧୨:କରୋନା ମହାମାରୀବେଳେ ତଳମୁହଁା ହୋଇପଡ଼ିଥିବା ବିଶ୍ୱ ଅର୍ଥନୀତି ମୁଣ୍ଡ ଟେକିବାକୁ ଅଣ୍ଟା ଭିଡ଼ୁଥିବାବେଳେ କୋଭିଡ୍‌ ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଏହା ପୁଣି ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଟିକା ଏହା ବିରୋଧରେ ପ୍ରଭାବୀ ନ ହୋଇପାରେ ବୋଲି…

ଯେଉଁଠି ପହଞ୍ଚିବାକୁ ଡେଲ୍ଟା-ବିଟାକୁ ଲାଗୁଥିଲା ୧୦୦ଦିନ, ଓମିକ୍ରନ୍ ପହଞ୍ଚିବ ୧୦ ଦିନରେ

ନୂଆଦିଲ୍ଲୀ,୩ ।୧୨: ଓମିକ୍ରନ୍ ଏବେ ୨୯ଟି ଦେଶରେ ପହଞ୍ଚି ସାରିଲାଣି । ଏବେ ପର୍ଯ୍ୟନ୍ତ ୩୭୩ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏମାନଙ୍କ ମଧ୍ୟରୁ ସର୍ବାଧିକ ଆଫ୍ରିକାର ୧୮୩ ଜଣ ବୋଲି ଜଣାପଡିଛି । ଅନ୍ୟ ଭାରିଏଣ୍ଟଠାରୁ ଏହା…

ଓମିକ୍ରନ ସଂକ୍ରମଣ: ବ୍ରିଟେନ ପ୍ରଧାନମନ୍ତ୍ରୀ ନେଲେ ବୁଷ୍ଟର ଡୋଜ, ଶେୟାର କଲେ ଭିଡିଓ

ଲଣ୍ଡନ,୩ ।୧୨: ସାରା ବିଶ୍ୱରେ ଏବେ କରୋନା ଭାଇରସର ନୂଆ ଭାରିଏଣ୍ଟକୁ ନେଇ ଚିନ୍ତା ପ୍ରକଟ କରାଯାଇଥିବା ବେଳେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ ନେଇଛନ୍ତି । ଏହି ସୂଚନା ସେ ନିଜେ ତାଙ୍କ ଟୁଇଟର…

ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ବର,୨।୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶର୍‌ବବର୍ତ୍ତୀ ଆଣ୍ଡାମାନ ସାଗରରେ ଅବପାତର ରୂପ ନେଇଛି। ଏହା ଗୋପାଳପୁରଠାରୁ ୧୦୨୦ କି.ମି. ଓ ପାରଦୀପଠାରୁ ୧୦୬୦ କି.ମି. ଦୂରରେ ରହିଛି।…

ଦୁବାଇ ଚାଲିଗଲେଣି ଦେଶର ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତ

ବେଙ୍ଗାଲୁରୁ,୨।୧୨: ପ୍ରଥମ ଥର ପାଇଁ ଦେଶରେ ଚିହ୍ନଟ ହୋଇଥିବା ୨ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନଭେମ୍ବର ୨୦ ତାରିଖରେ ଭାରତ ଆସିଥିଲେ। ୫ ଦିନ ତଳେ ସେ ଦୁବାଇ ଚାଲିଯାଇଥିବା ଅଫିସିଆଲ ରିକର୍ଡରୁ ଜଣାପଡ଼ିଛି। ବେଙ୍ଗାଲୁରୁର ମ୍ୟୁନିସିପାଲଟି ବୃହତ ବେଙ୍ଗାଲୁରୁ…

ଓମିକ୍ରନ ସଂକ୍ରମିତ ଦେଶରୁ ୨ ଦିନରେ ଓଡ଼ିଶା ଆସିଛନ୍ତି ୩୮୦

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ବିଶ୍ୱକୁ ଏବେ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଭୟ ରହିଥିବା ବେଳେ ଓଡ଼ିଶାକୁ ମଧ୍ୟ ଚିନ୍ତା ଘାରିଛି। ଓମିକ୍ରନ ସଂକ୍ରମଣ ଦେଶରୁ ଓଡ଼ିଶାକୁ ୩୮୦ ଜଣ ଫେରିଛନ୍ତି। ଗୁରୁବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି ସୂଚନା…

କଲେଜରେ ପଶିଲା ବାଘ

ନୂଆଦିଲ୍ଲୀ,୨।୧୨: ଉତ୍ତରପ୍ରଦେଶର ଏକ କଲେଜରେ ଛାତ୍ରୀଛାତ୍ରଙ୍କ କ୍ଲାସରୁମ୍‌କୁ ପଶି ଆସିଥିଲା ଏକ ଚିତାବାଘ। ଜଣେ ଛାତ୍ରଙ୍କୁ ଆକ୍ରମଣ କରିବା ପରେ ବାଘକୁ ଏକ କ୍ଲାସ ରୁମ୍‌ରେ ବନ୍ଦ କରି ଦିଆଯାଇଛି। ଏଭଳି ଘଟଣା ଘଟିଛି ଅଲିଗଡ଼ ସ୍ଥିତ ଚୌଧୁରୀ ନିହାଲ ସିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri