ସିଭିଲ ସର୍ଭିସ ପରୀକ୍ଷାରେ ଶୁଭମ୍ କୁମାର ଟପ୍ପର
ନୂଆଦିଲ୍ଲୀ,୨୪।୯: ୟୁପିଏସ୍ସି ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ୨୦୨୦ ମେନ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ଟପ୍ପର ହୋଇଛନ୍ତି ଶୁଭମ୍ କୁମାର। ଦ୍ୱିତୀୟ ସ୍ଥାନରେ ଅଛନ୍ତି ଜାଗୃତି ଆସ୍ବସ୍ଥି ଅଛନ୍ତି। ଶୁଭମ୍ କୁମାର ଆଇଆଇଟି ବମ୍ବେର ସିଭିଲ ଇଞ୍ଜିନିୟରିଂରେ…
ଆସୁଛି ପ୍ରବଳ ବର୍ଷା
ଭୁବନେଶ୍ବର,୨୪।୯: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏନେଇ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି,…
ବୋଟ୍ ଦୁର୍ଘଟଣାରେ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ
କଟକ ଅଫିସ,୨୪।୯: ମହାନଦୀର ମୁଣ୍ଡଳି ବ୍ୟାରେଜ୍ ନିକଟରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଶୁକ୍ରବାର ଜଣେ ରିପୋର୍ଟର ପ୍ରାଣ ହରାଇଛନ୍ତି। ସେ ହେଲେ ବୈଦୁତିକ ଗଣମାଧ୍ୟମ ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ। ଏନେଇ କଟକ ଏସ୍ସିବି ଜରୁରୀକାଳୀନ…
ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍ ବୋଟ୍, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର
କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍ ଟିମ୍ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍ ନିକଟରେ ବୋଟ୍ଟି ଓଲଟି ପଡ଼ିଥିଲା । ଏକ ରବର ବୋଟ୍ରେ…
ଅଷ୍ଟ୍ରିଆରେ କ୍ୟାଟ୍ରିନା, ଶେୟାର କଲେ ବ୍ରେକ୍ଫାଷ୍ଟ ଫଟୋ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ ଏବେ ଅଷ୍ଟ୍ରିଆରେ ଅଛନ୍ତି। ସେ ସଲମାନଙ୍କ ସହ ଫିଲ୍ମ ‘ଟାଇଗର-୩’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। କ୍ୟାଟ୍ ଶୁଟିଂ ଲୋକେଶନର ଫଟୋ ଏବେ ଶେୟାର କରିଛନ୍ତି। ଯାହା ଖୁବ୍ ଭାଇରାଲ ହେଉଛି। ଅଷ୍ଟ୍ରିଆ ପୂର୍ବରୁ କ୍ୟାଟ୍…
ଆଜି ଦିଲ୍ଲୀ ଯିବେ ନବୀନ
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଆଜିଠାରୁ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନକୁ ଦିନ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ୱାରା ଏକ ବୈଠକ କରାଯିବ। ଏହି ବୈଠକ ଆସନ୍ତା ୨୬ ତାରିଖରେ…
ପାକିସ୍ତାନରେ ସକ୍ରିୟ ଆତଙ୍କବାଦୀ ସଙ୍ଗଠନ, କଡା କାର୍ଯ୍ୟନୁଷ୍ଠାନ ଜରୁରୀ: ହ୍ୟାରିସ-ମୋଦି
ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଆମେରିକାର ଉପରାଷ୍ଟ୍ରପତି ତଥା ଭାରତୀୟ ମୂଳ ବାସିନ୍ଦା କମଲା ହ୍ୟାରିସଙ୍କୁ ଭେଟିଛନ୍ତି । ଏହି ସମୟରେ ଭାରତ-ଆମେରିକା ସମ୍ପର୍କକୁ ନେଇ ଆଲୋଚନା ହୋଇଛି । ଏହାସହ ଆଫଗାନିସ୍ତାନକୁ ନେଇ ଆଲୋଚନା…
ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଭେଟିଲେ ମୋଦି. ଭାରତ ଆସିବାକୁ ଦେଲେ ନିମନ୍ତ୍ରଣ
ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି ୩ ଦିନିଆ ଆମେରିକା ଗସ୍ତରେ ଅଛନ୍ତି । ଭାରତୀୟ ସମୟ ଅନୁଯାୟୀ ଶୁକ୍ରବାର ସକାଳୁ ସେ ଆମେରିକାର ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କ ସହ ସାକ୍ଷାତ୍ କରିଛନ୍ତି । ଏହି ସମୟରେ କମଲା ପ୍ରଥମେ ଜଣେ…
ଦେଶରେ ହାଇ ଆଲର୍ଟ ଜାରି
ନୂଆଦିଲ୍ଲୀ, ୨୩।୯: ଆଗକୁ ପାର୍ବଣ ଋତୁ ଥିବାରୁ ଜନଗହଳି ସ୍ଥାନରେ ଟିଫିନ୍ ବକ୍ସରେ ଆଇଇଡି ରଖି ବିସ୍ଫୋରଣ କରାଇବାକୁ ଆଇଏସ୍ଆଇ ଯୋଜନା କରିଛି। ଏଥି ଲାଗି ଅଧିକ ସଂଖ୍ୟାରେ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିପାରନ୍ତି। ଦେଶର ଗୋଇନ୍ଦା ବିଭାଗ ପକ୍ଷରୁ ଏଭଳି…
ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍
ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା ମହିଁଷାଳି ପୋଲ ନିକଟ ସମୁଦ୍ର ଭିତରେ ଫସିଯାଇଥିବା ସୂଚନା ମିଳିଛି। ଗତ ଏପ୍ରିଲରେ ବାଲେଶ୍ୱର…
ମୁମ୍ବାଇର ନିଦ ହଜାଇ ଦେଲା ନାଇଟ୍ ରାଇଡର୍ସ
ଆବୁଧାବି, ୨୩।୯: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ନିଦ ହଜାଇ ଦେଇଛି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)। ଆବୁଧାବି ଗ୍ରାଉଣ୍ଡରେ ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୧୫୬ ରନ୍ର ବିଜୟ ଲକ୍ଷ୍ୟକୁ ଅତିସହଜରେ ୧୫.୧ ଓଭରରେ ୩ ଉଇକେଟରେ ହରାଇ ହାସଲ କରି…
ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ
ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ…
Archives


