ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍
ଭୁବନେଶ୍ୱର,୨୩।୯: ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍ ଅନୁଷ୍ଠିତ…
ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତାଲିକା
ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତାଲିକା ପ୍ରକାଶ ପାଇଛି। ୨ୟ ପର୍ଯ୍ୟାୟ ମେରିଟ ଲିଷ୍ଟ୍ରେ ୪୦,୬୧୧ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ହାୟର ଅପ୍ସନ ଆବେଦନ ୩୬,୬୮୩ ଥିବାବେଳେ ସ୍ଲାଇଡ୍ ଅପ୍ରେ ୧୫,୨୩୨…
ରାଜ୍ୟ ମୁଖ୍ୟ ସୂଚନା କମିଶନର ହେଲେ ଜଳଦ ତ୍ରିପାଠୀ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ତାମିଲନାଡ଼ୁ ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚ୍ର ଅବସରପ୍ରାପ୍ତ ଆଇପିଏଲ୍ ଜଳଦ କୁମାର ତ୍ରିପାଠୀଙ୍କୁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଚୟନ କମିଟି ବୈଠକରେ ତାଙ୍କ…
ପଜିଟିଭ୍ ହେବାର ୩୦ ଦିନ ମଧ୍ୟରେ ଆତ୍ମହତ୍ୟା କରିଥିବା କରୋନା ଆକ୍ରାନ୍ତଙ୍କ ପରିବାରକୁ କ୍ଷତି ପୂରଣ…
ନୂଆଦିଲ୍ଲୀ,୨୩।୯: କରୋନା ପଜିଟିଭ୍ ହେବାର ୩୦ ଦିନ ମଧ୍ୟରେ ଆତ୍ମହତ୍ୟା କରିଥିବା ଆକ୍ରାନ୍ତଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ କ୍ଷତିପୂରଣ ପ୍ରଦାନ କରିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟଙ୍କୁ କୁହାଯାଇଛି। ପୂର୍ବରୁ ଶୀର୍ଷକୋର୍ଟ ଏହି କ୍ଷତି ପୂରଣ ନିଷ୍ପତ୍ତିର ପୁନର୍ବିଚାର କରିବାକୁ କେନ୍ଦ୍ର…
ବିଚାରପତିଙ୍କୁ ହତ୍ୟା ମାମଲା, ଜାଣି ଅଟୋ ଦେଇଥିଲା ଧକ୍କା, ସିବିଆଇ ରିପୋର୍ଟ..
ରାଞ୍ଚି,୨୩।୯: ଝାଡ଼ଖଣ୍ଡର ବିଚାରପତି ଉତ୍ତମ ଆନନ୍ଦଙ୍କୁ ଜୁଲାଇରେ ହତ୍ୟା କରାଯାଇଥିଲା। ସେ ମର୍ନିଂ ଓ୍ବାର୍କ କରୁଥିବା ସମୟରେ ଏକ ଅଟୋ ତାଙ୍କୁ ଧକ୍କା ଦେଇଥିବା ସିସିଟିଭି ଫୁଟେଜ୍ରୁ ଜଣାପଡ଼ିଥିଲା। ଏହାର ଯାଞ୍ଚ୍ କରି ସିବିଆଇ ଟିମ୍ ପକ୍ଷରୁ ଗୁରୁବାର ହାଇକୋର୍ଟରେ ରିପୋର୍ଟ…
ଆସୁଛି ଆଉ ଏକ ଲଘୁଚାପ: ଏସବୁ ଜିଲା ପାଇଁ ରହିଛି ସତର୍କ ସୂଚନା
ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଓ ତତ୍ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ହେଉଥିବାରୁ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ…
ଭାରତରେ ଆଫଗାନୀ ଆତଙ୍କବାଦୀ, ସତର୍କ ସୂଚନା ଜାରି..
ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରର ଉରି ସେକ୍ଟର ଦେଇ ଆଫଗାନୀ ଆତଙ୍କବାଦୀ ଦେଶରେ ଅନୁପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆତଙ୍କବାଦୀମାନେ ସେନା ଶିବିର, ବଡ଼ ସରକାରୀ କାର୍ଯ୍ୟାଳୟ ଉପରେ ଆତ୍ମଘାତୀ ଆକ୍ରମଣ କରିବା ଲାଗି ଷଡ଼ଯନ୍ତ୍ର କରିଥିବା…
ପେଗାସସ୍ ମାମଲାର ଯାଞ୍ଚ୍ ପାଇଁ ବିଶେଷଜ୍ଞ କମିଟି ଗଠନ କରିବେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୩।୯: ପେଗାସସ୍ ମାମଲାର ଯାଞ୍ଚ୍ ପାଇଁ ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ବିଶେଷଜ୍ଞ କମିଟି ଗଠନ କରାଯିବ। ଏନେଇ ଶୀର୍ଷ କୋର୍ଟଙ୍କ ପକ୍ଷରୁ ସଙ୍କେତ ଦିଆଯାଇଛି। କମିଟିର ଗଠନ ସମ୍ପର୍କିତ ଆଦେଶ ଆସନ୍ତା ସପ୍ତାହରେ ଆସିବାର ସମ୍ଭାବନା ରହିଛି। କେତେକ ବିଶେଷଜ୍ଞ ବ୍ୟକ୍ତିଗତ କାରଣରୁ…
ଭାରତୀୟ ଆଇଟି କମ୍ପାନୀର ବଦଳିଲା ଭାଗ୍ୟ, କ୍ଷଣିକ ମଧ୍ୟରେ ୫୦୦ ପାଲଟିଲେ କୋଟିପତି…
ଓ୍ବାଶିଂଟନ,୨୩।୯: ଭାରତୀୟ ଆଇଟି କମ୍ପାନୀ ଫ୍ରେଶ୍ଓ୍ବାର୍କ ଆମେରିକାର ନାସଡାକ୍ ଷ୍ଟକ୍ ଏକ୍ସଚେଞ୍ଜ୍ରେ ତାଲିକାଭୁକ୍ତ ହୋଇଛି। ଏହାଦ୍ୱାରା କ୍ଷଣିକ ମଧ୍ୟରେ ୫୦୦ ଲୋକ କୋଟିପତି ପାଲଟି ଯାଇଛନ୍ତି। ଫ୍ରେଶ୍ଓ୍ବାର୍କ ଆମେରିକା ବଜାରରେ ସୂଚୀବଦ୍ଧ ହୋଇଥିବା ପ୍ରଥମ ସଫ୍ଟଓ୍ବେର ଏଜ୍ ଏ ସର୍ଭିସ୍ (ଏସ୍ଏଏଏସ୍)କମ୍ପାନୀର…
ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ
ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍ ଆକ୍ରାନ୍ତଙ୍କ ମତ ଗ୍ରହଣ କରାଯାଉଛି। ଏହି ପ୍ରକିୟାରେ ମାଇକ୍ରୋ ଅବ୍ଜର୍ଭର, ପ୍ରିଜାଇଡିଂ ଅଫିସର,…
ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍ ଖୋଲିଲା
ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫ ଫୁଟ । ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୮୫୬ କ୍ୟୁସେକ୍…
ଚାଇନାର ବଡ଼ଭାଇ ପଣିଆ, ତାଲିବାନ୍ ସରକାରକୁ ମାନ୍ୟତା ଦେବାକୁ ଜୋର୍ସୋର୍ ଉଦ୍ୟମ…
ବେଜିଂ,୨୩।୯: ଆଫଗାନିସ୍ତାନର ତାଲିବାନ୍ ସରକାରକୁ ଅର୍ନ୍ତଜାତୀୟ ମାନ୍ୟତା ଦେବାକୁ ଚାଇନା ବଡ଼ଭାଇ ପଣିଆ ଦେଖାଇବା ଆରମ୍ଭ କରିଛି। ଏନେଇ ଚାଇନା ପକ୍ଷରୁ ଜୋର୍ସୋର୍ ଉଦ୍ୟମ ଜାରି ରହିଛି। ଚାଇନାର ବିଦେଶ ମନ୍ତ୍ରୀ ଓ୍ବାଙ୍ଗ ୟି କହିଛନ୍ତି ଯେ, ଶୀଘ୍ର ତାଲିବାନ୍ ସରକାର…
Archives


