କୋଭିଶିଲ୍ଡ ଟିକାର ସମୟ ବ୍ୟବଧାନ ହେବନି କମ୍, ସରକାରଙ୍କ ସୂଚନା…
ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ମହାମାରୀ ବିରୋଧରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କୋଭିଶିଲ୍ଡ ଟିକାର ୨ ଡୋଜ୍ ମଧ୍ୟରେ ଥିବା ୧୨ ସପ୍ତାହ ଅର୍ଥାତ୍ ୮୪ ଦିନର ବ୍ୟବଧାନ କମାଇବା ପାଇଁ ବିଭିନ୍ନ ବର୍ଗରୁ ଦାବି କରାଯିବା ସହିତ…
ଉଛୁଳିଲା ଜମ୍ଭୀରା ନଦୀ
ବାରିପଦା ଅଫିସ,୨୩ା୯: ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ବନ୍ୟାଜଳ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟିଛି। ଧାନ ଓ ପରିବା ଚାଷ ଜମି…
ପାଣିଘେରରେ ବସ୍ତା ଥାନା,କୋର୍ଟ
ରୂପ୍ସା/ବସ୍ତା,୨୩ା୯(ଡି.ଏନ.ଏ.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି ପଞ୍ଚାୟତରେ ପାଣି ପଶିଛି। ବିଭିନ୍ନ ସ୍ଥାନରେ ଗାଁ ଓ ମୁଖ୍ୟ ରାସ୍ତା ବୁଡ଼ି ଯୋଗାଯୋଗ…
ଶୋପିଆନ୍ରେ ଏନ୍କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍ର କାଶଓ୍ବା ଚିତ୍ରାଭାମ୍ ଅଞ୍ଚଳରେ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ସୂଚନା ଆଧାରରେ ସ୍ଥାନୀୟ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ…
ଯନ୍ତ୍ରଣା ଦେଉଛି ଜାତୀୟ ରାଜପଥ
ଭୁବନ, ୨୩।୯(ଡି.ଏନ.ଏ.) ସୁବ୍ୟବସ୍ଥିତ ସଡ଼କପଥ ଉପରେ ନିର୍ଭର କରେ ଅଞ୍ଚଳର ବିକାଶ। ଆନ୍ତଃରାଜ୍ୟ ଏବଂ ଆନ୍ତଃଜିଲା ପରିବହନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଜାତୀୟ ରାଜପଥ (ଏନ୍ଏଚ୍)ର ଉନ୍ନତୀକରଣକୁ ସର୍ବଦା ଦିଆଯାଉଛି ପ୍ରାଥମିକତା। ରାସ୍ତା ସମ୍ପ୍ରସାରଣ, ଡ୍ରେନେଜ୍ ବ୍ୟବସ୍ଥା, ଆଲୋକୀକରଣ ବାବଦରେ…
ଉପରମୁହାଁ ଦୈନିକ ସଂକ୍ରମଣ ପାଇଁ କେରଳ ଦାୟୀ…
ନୂଆଦିଲ୍ଲୀ,୨୩।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିବା ପରେ ପୁଣି ଏହା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ…
‘ଭାରତକୁ ତାଲିବାନ୍ ହେବାକୁ ଦିଆଯିବନି’
ନୂଆଦିଲ୍ଲୀ, ୨୩ା୯ : ଭାଜପା ଏକ ଜୁମ୍ଲା ପାର୍ଟି। କେନ୍ଦ୍ର ସରକାର ଭାରତକୁ ତାଲିବାନ୍ରେ ପରିଣତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହାକୁ ସଫଳ ହେବାକୁ ଦିଆଯିବନାହିଁ ବୋଲି ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଭବାନୀପୁର ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ପାଇଁ…
ଟିକା ସାର୍ଟିଫିକେଟକୁ ସ୍ବୀକୃତି ଦେବାକୁ ଆହ୍ବାନ
ଓ୍ବାଶିଂଟନ, ୨୩।୯: ଅନ୍ତର୍ଜାତୀୟ ଗମନାଗମନକୁ ସୁଗମ କରିବା ଲାଗି ଟିକା ପ୍ରମାଣପତ୍ରକୁ ଆପୋଷ ସ୍ବୀକୃତି ମିଳିବା ଆବଶ୍ୟକ ବୋଲି ୫ ଦିନିଆ ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ପକ୍ଷରୁ ଆୟୋଜିତ ବିଶ୍ୱ…
ତଥ୍ୟ ବଦଳରେ ବିବାହ ପ୍ରସ୍ତାବ
କଟକ ଅଫିସ,୨୩ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍ଡିଓ)ରୁ ଗୁପ୍ତତଥ୍ୟ ଲିକ୍ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କୁ ଗତ ୪ ଦିନ ଧରି କ୍ରାଇମବ୍ରାଞ୍ଚ ଜେରା କରୁଛି। ଏହି ଜେରା ଭିତରେ କ୍ରାଇମ୍ବ୍ରାଞ୍ଚ ହାତରେ ବହୁ ସାଂଘାତିକ…
କୋଭିଡ୍ ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା
ନୂଆଦିଲ୍ଲୀ, ୨୩।୯(ପି.ଟି.): କୋଭିଡ୍ ମହାମାରୀରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବେ। କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ୨୦୨୦ ଜାନୁୟାରୀରେ ମହାମାରୀ ଆରମ୍ଭ ହେବାଠାରୁ ବର୍ତ୍ତମାନ ସୁଦ୍ଧା ଦେଶରେ…
ନେଟ୍ ସ୍ବାଧୀନତା ସଙ୍କୁଚିତ
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ବିଶ୍ୱର ବହୁ ରାଷ୍ଟ୍ରରେ ଇଣ୍ଟରନେଟ୍ ବ୍ୟବହାରକାରୀମାନଙ୍କୁ ଜେଲ ଯିବାକୁ ପଡ଼ୁଛି। କେତେକ ଦେଶରେ ୟୁଜର୍ସ ନିଜ ପୋଷ୍ଟକୁ ନେଇ ଆକ୍ରମଣର ଶିକାର ହେଉଛନ୍ତି। ବିଶେଷକରି ବିଗତ ୧୧ ବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ନେଟ୍ ନ୍ୟୁଟ୍ରାଲିଟି ହ୍ରାସ ପାଇବାରେ ଲାଗିଛି।…
ନିବେଶକଙ୍କ ପାଇଁ ସିଙ୍ଗଲ ଓ୍ବିଣ୍ଡୋ ସିଷ୍ଟମ
ନୂଆଦିଲ୍ଲୀ,୨୩।୯: ନିବେଶକ ଏବଂ ବିଜ୍ନେସ୍ ଲାଗି ବହୁ ପ୍ରତୀକ୍ଷିତ ସିଙ୍ଗଲ ଓ୍ବିଣ୍ଡୋ ସିଷ୍ଟମ ଉନ୍ମୋଚିତ ହୋଇଛି। କେନ୍ଦ୍ର ଏବଂ ରାଜ୍ୟ ସ୍ତରର ସମସ୍ତ ମଞ୍ଜୁରୀ ବ୍ୟବସ୍ଥାକୁ ଏଠାରେ ସମନ୍ବିତ କରାଯିବ ବୋଲି ଜଣାପଡ଼ିଛି। ନିବେଶ ପ୍ରସ୍ତାବର ମଞ୍ଜୁରୀ ଲାଗି ଏହା ଏକକ…
Archives


