Home Middle

ସେନାମୁଖ୍ୟଙ୍କ ଚେତାବନୀ, ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ ଚାଇନା…

ନୂଆଦିଲ୍ଲୀ, ୧୫।୧ : ଏଲ୍‌ଏସିରେ ଭାରତ ଚାଇନା ସୀମାରେ ଲଗାତାର ଉତ୍ତେଜନା ଲାଗି ରହିଛି। ଚାଇନା ଜାଣିଶୁଣି ଶାନ୍ତି ପ୍ରୟାସରେ ବାଧା ସୃଷ୍ଟି କରୁଛି। ତେବେ ଏଭଳି କାର୍ଯ୍ୟକୁ ସହ୍ୟ କରାଯିବ ନାହିଁ। ଚାଇନା ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ…

ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଭୋପାଳ, ୧୫।୧ : ଏକ ମାମଲାର ବିଚାର କରି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି ଯେ,ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି। ଏଥିରେ ହସ୍ତକ୍ଷେପକୁ ସହ୍ୟ କରାଯିବ ନାହିଁ। ବିଚାରପତି ଜି.ଏସ୍‌. ଅଲୁଓ୍ବାଲିଆଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କହିବା…

ନେତାଜୀଙ୍କ ଜୟନ୍ତୀରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ…

ନୂଆଦିଲ୍ଲୀ, ୧୫।୧ : ଚଳିତ ବର୍ଷଠାରୁ ସାଧାରଣତନ୍ତ୍ର ଦିବସ ସମାରୋହ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଜାନୁୟାରୀ ୨୩ରୁ ଆରମ୍ଭ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ଏହି ସମାରୋହ ଜାନୁୟାରୀ…

କରୋନାକୁ ହରାଇଲା ୧ ମାସର ଶିଶୁ, ଭାବୁକ ହେଲେ ହସ୍ପିଟାଲ କର୍ମଚାରୀ

ନୂଆଦିଲ୍ଲୀ,୧୫ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି । ଏହି ସମୟରେ ସଂକ୍ରମଣ ତୁଳନାରେ ସୁସ୍ଥତା ହାର ବି ଭଲ ରହିଥିବା ଜଣାପଡିଛି । ନିକଟରେ କରୋନାରେ ସଂକ୍ରମିତ ହୋଇ ଜଣେ ୧ ମାସର ଶିଶୁ…

ପଞ୍ଜାବ ବିଧାନସଭା ନିର୍ବାଚନ: ଚମକୌର ସାହିବରୁ ଚନ୍ନୀ, ଅମୃତସର ପୂର୍ବରୁ ସିଦ୍ଧୁ ଲଢିବେ ନିର୍ବାଚନ

ଚଣ୍ଡିଗଡ଼,୧୫ ।୧: ବାଜିଲା ପଞ୍ଜାବ ବିଧାନସଭା ନିର୍ବାଚନ ବିଗୁଲ । ଶାସକ କଂଗ୍ରେସ ଦଳ ଶନିବାର ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିରେ ୮୬ ଜଣଙ୍କ ନାମ ସାମିଲ ହୋଇଛି । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ…

ଜାତୀୟ ଷ୍ଟାର୍ଟ ଅପ୍‌ ଡେ ଘୋଷଣା, ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ…

ନୂଆଦିଲ୍ଲୀ, ୧୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଷ୍ଟାର୍ଟ ଅପ୍‌ ଡେ ପାଳନ ସମ୍ପର୍କରେ ଶନିବାର ଘୋଷଣା କରିଛନ୍ତି। ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ ଏହି ଦିବସ ପାଳନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଷ୍ଟାର୍ଟ ଅପ୍‌ ଉଦ୍ୟୋଗୀଙ୍କ ସହିତ…

ଗୋରଖପୁରରୁ ଲଢ଼ିବେ ଯୋଗୀ

ନୂଆଦିଲ୍ଲୀ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭାଜପା ପକ୍ଷରୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୫୮ ସିଟ୍‌ ପାଇଁ ୫୭ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି।…

ଆହୁରି କିଛିଦିନ ଥରାଇବ ଜାଡ଼

ନୂଆଦିଲ୍ଲୀ,୧୫ ।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ ଭାରତ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ଆସନ୍ତା ୨ ଦିନ ବର୍ଷା ଲାଗି ରହିବ । ଏହାସହ ଆଗାମୀ ୪-୫ ଦିନ ଉତ୍ତର ଭାରତରେ ଘନ କୁହୁଡି ଦେଖାଯିବ । ଆଗାମୀ…

ଓମିକ୍ରନର ହୋଇଛି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୫ ।୧: ଦେଶରେ ପ୍ରଥମଥର ପାଇଁ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି । ରାଜଧାନୀ ଦିଲ୍ଲୀରେ ହାଇବ୍ରିଡ ଇମ୍ୟୁନିଟି ବି ଆରମ୍ଭ ହୋଇଯାଇଛି । ଏବେ ପର୍ଯ୍ୟନ୍ତ ଅନୁମାନ କରାଯାଉଥିଲା କି କରୋନାର ଓମିକ୍ରନ୍ ଭାରିଏଣ୍ଟର ଗୋଷ୍ଠୀ ସଂକ୍ରମଣ ହୋଇଛି…

ଆର୍ମି ଡେ: ପ୍ରଥମଥର ନୂଆ ୟୁନିଫର୍ମରେ ଶକ୍ତି ପ୍ରଦର୍ଶନ କରିବ ସ୍ଥଳସେନା

ନୂଆଦିଲ୍ଲୀ,୧୫ ।୧: ସେନା ଦିବସ ଅବସରରେ ସ୍ଥଳସେନା ତା’ର ଶକ୍ତି ପ୍ରର୍ଶନ କରିବ । ଏହି ଅବସରରେ ସ୍ଥଳସେନା ମୁଖ୍ୟ ଜେନରାଲ ଏମଏମ ନରୱଣେ ରାଜଧାନୀ ଦିଲ୍ଲୀର କ୍ୟାଣ୍ଟ ସ୍ଥିତ କରିଅପ୍ପା ଗ୍ରାଉଣ୍ଡରେ ଅନୁଷ୍ଠିତ ପରେଡରେ ସଲାମି ନେବେ । ସକାଳ…

ପାଗ ଖରାପ ଯୋଗୁ ହୋଇଛି ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା

ନୂଆଦିଲ୍ଲୀ,୧୪ ।୧: ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ଖରାପ ପାଗ ଯୋଗୁ ହୋଇଛି । ଏହି ଘଟଣାକୁ ନେଇ ‘ଟ୍ରାଇ ସର୍ଭିସେସ କୋର୍ଟ ଅଫ୍ ଇନକ୍ୱାରି’ ତା’ର ପ୍ରାରମ୍ଭିକ ରିପୋର୍ଟ ଶୁକ୍ରବାର ପ୍ରଦାନ କରିଛି । ତେବେ ହେଲିକପ୍ଟରରେ ଯାନ୍ତ୍ରିକ…

ଦକ୍ଷିଣ ଆଫ୍ରିକାରେ ଭାରତର ସିରିଜ ଜିତିବା ରହିଲା ଅଧୁରା

କେପ୍‌ ଟାଉନ୍‌,୧୪।୧: ସ୍ଥାନୀୟ ନ୍ୟୁଲାଣ୍ଡ ଷ୍ଟାଡିୟମଠାରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଉଇକେଟରେ ପରାସ୍ତ କରିଛି । ଫଳରେ ଭାରତ ପାଇଁ ଦକ୍ଷିଣ ଆଫ୍ରିକାରେ ସିରିଜ ଜିତିବା ସ୍ବପ୍ନ ଅଧୁରା ରହିଯାଇଛି। ୨୧୨ ରନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?