ଦୁଇ ମହାଶକ୍ତି ମୁହଁ।ମୁହିଁ
ଓ୍ବାଶିଂଟନ/ବେଜିଂ,୨୧।୯: ଆମେରିକା, ବ୍ରିଟେନ ଓ ଅଷ୍ଟ୍ରେଲିଆକୁ ନେଇ ନବଗଠିତ ‘ଅକସ୍’ ମେଣ୍ଟ ଚାଇନାର ବଢ଼ିଚାଲିଥିବା ପ୍ରଭାବକୁ ପ୍ରତିହତ କରିବା ପାଇଁ ଉଦ୍ଦିଷ୍ଟ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ମତରେ ଏକବିଂଶ ଶତାବ୍ଦୀରେ ବିଶ୍ୱର ଗଣତାନ୍ତ୍ରିକ ଓ ଏକଚ୍ଛତ୍ରବାଦୀ ରାଷ୍ଟ୍ରଗୁଡ଼ିକର ଉପଯୋଗିତା ମଧ୍ୟରେ…
ତାଲିବାନ୍ ମୁରବିବିହୀନ
କାବୁଲ/ନୂଆଦିଲ୍ଲୀ,୨୧ା୯: ଆଫଗାନିସ୍ତାନର ଉପପ୍ରଧାନମନ୍ତ୍ରୀ ମୁଲ୍ଲା ବରାଦରଙ୍କୁ କାନ୍ଦାହାରରେ ପଣବନ୍ଦୀ କରି ରଖାଯାଇଛି ଏବଂ ତାଲିବାନ୍ ସୁପ୍ରିମ ଲିଡର ହିବାତୁଲ୍ଲା ଅଖୁନ୍ଦଜାଦା ନିହତ ହୋଇଛନ୍ତି। ତାଲିବାନ୍ର ଦୁଇ ଶୀର୍ଷ ନେତାଙ୍କୁ ନେଇ କେତେକ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଏଭଳି ଖବର ଆସିବା ପରେ ହଟଚମଟ…
ଶପଥ ନେବା ପରେ ଉଠିଲା ଇସ୍ତଫା ଦାବି
ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ ସିଂ ଚାନ୍ନି ସୋମବାର ଶପଥ ଗ୍ରହଣ କରିଛନ୍ତି। ଶପଥ ନେବାର କିଛି ଘଣ୍ଟା ପରେ ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ଜାତୀୟ ମହିଳା କମିଶନ (ଏନ୍ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା…
ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ
କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍ଆର୍ ଉତ୍ତର ଖାତା ଉକ୍ତ…
ବାରବାଟୀରେ ଟି୨୦ ମ୍ୟାଚ୍
କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ପାଦକ ସଞ୍ଜୟ ବେହେରା। ୨୦୨୨ ଫେବୃୟାରୀରେ ଓ୍ବେଷ୍ଟଇଣ୍ଡିଜ ସୀମିତ ଓଭର ବିଶିଷ୍ଟ…
ଦକ୍ଷିଣ ଭାରତରେ ଆଇଏସ୍ ଟ୍ରେନିଂ କ୍ୟାମ୍ପ୍-ଲଞ୍ଚପ୍ୟାଡ୍, ସତର୍କ ସୂଚନା ଜାରି କଲା ଏନ୍ଆଇଏ…
ନୂଆଦିଲ୍ଲୀ,୨୦।୯: ଦଦକ୍ଷିଣ ଭାରତରେ ଆଇଏସ୍ ଆତଙ୍କବାଦୀ ଟ୍ରେନିଂ କ୍ୟାମ୍ପ୍ ଧୀରେଧୀରେ ବିସ୍ତାର ହେଉଛି। ସେହିପରି ଏଠାରେ ଲଞ୍ଚ୍ପ୍ୟାଡ୍ ସକ୍ରିୟ ହେବା ଆରମ୍ଭ କରିଛି। ଏନେଇ ଏନ୍ଆଇଏ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦକ୍ଷିଣ ଭାରତର ଜଙ୍ଗଲରେ ଟ୍ରେନିଂ କ୍ୟାମ୍ପ୍ ଆରମ୍ଭ…
ଦିବ୍ୟାଙ୍ଗଙ୍କୁ ଘରେ ଟିକା ଦେବା ମାମଲା, କେନ୍ଦ୍ର ସରକାରଙ୍କୁ ଜବାବ୍ ତଲବ…
ନୂଆଦିଲ୍ଲୀ,୨୦।୯: ଦିବ୍ୟାଙ୍ଗଙ୍କୁ ସେମାନଙ୍କ ଘରେ କରୋନା ଟିକା ଦେବା ମାମଲା ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଜବାବ୍ ତଲବ କରାଯାଇଛି। ଏଓ୍ବାରା ଫାଉଣ୍ଡେଶନ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ଦୁଇ ସପ୍ତାହ ପରେ ହେବ ବୋଲି ଶୀର୍ଷ କୋର୍ଟ ସୂଚନା…
ସ୍କୁଲ ଖୋଲିବା ନିର୍ଦ୍ଦେଶ ଜାରି କରିବାକୁ ମନାକଲେ ଏସ୍ସି, ରାଜ୍ୟ ସରକାର ଏନେଇ ନିଅନ୍ତୁ ନିଷ୍ପତ୍ତି …
ନୂଆଦିଲ୍ଲୀ,୨୦।୯: ଦେଶରେ ସ୍କୁଲ ଖୋଲିବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମ୍କୋର୍ଟ (ଏସ୍ସି) ମନା କରିଛନ୍ତି। କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏ ସମ୍ପର୍କିତ ନିଷ୍ପତ୍ତି ଗ୍ରହଣ କରିବା ଆବଶ୍ୟକ ବୋଲି ଶୀର୍ଷ କୋର୍ଟ କହିଛନ୍ତି। କୋର୍ଟ କହିଛନ୍ତି…
ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍ ଫରେନ୍ସିକ୍ ସାଇନ୍ସ ଲାବୋରେଟୋରୀରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି । ଲାଏ ଡିଟେକ୍ସନ…
ଶପଥ ନେଲେ ଚନ୍ନି…
ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ତଥା ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ୍ ସିଂ ଚନ୍ନି ଶପଥ ଗ୍ରହଣ କରିଛନ୍ତି। ଫଳରେ ଚନ୍ନି ଏବେ ପଞ୍ଜାବର ୧୬ ତମ ମୁଖ୍ୟମନ୍ତ୍ରୀ ପାଲଟିଛନ୍ତି। ତାଙ୍କ ସହିତ ସୁଖ୍ଜିନ୍ଦର ସିଂ ରାନ୍ଧଓ୍ବା ଏବଂ ଓପି ସୋନୀ…
ଜଣଙ୍କୁ ପଥରରେ ଛେଚି ହତ୍ୟା, ମୃତଦେହ ନିକଟରେ ଦୁର୍ବୃତ୍ତ ରକ୍ତରେ ଲେଖିଲେ ପରବର୍ତ୍ତୀ ଟାର୍ଗେଟଙ୍କ ନାଁ
ପୁରୁଷୋତ୍ତମପୁର,୨୦ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ରବିବାର ରାତିରେ ଶୋଇଥିବା ଅବସ୍ଥାରେ ଅତି ବୀଭତ୍ସ ଭାବରେ ମୁଣ୍ଡକୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବିନାୟକ ପ୍ରଧାନ (୪୮)। ପୁରୁଷୋତ୍ତମପୁର ଏସ୍ଡିପିଓ…
ରାତି ଅନ୍ଧାରରେ ତୋପ ବର୍ଷା କଲା ଚାଇନା…
ଲଦାଖ,୨୦।୯: ଭାରତ ଚାଇନା ସୀମାରେ ପୁଣି ଉତ୍ତେଜନା ମୂଳକ ସ୍ଥିତି ସୃଷ୍ଟି ହୋଇଛି। ପୂର୍ବ ଲଦାଖରେ ଚାଇନା ନିଜର ସୈନ୍ୟ ବାହିନୀଙ୍କୁ ଆଧୁନିକ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ତାଲିମ ଦେବା ପାଇଁ ରାତି ଅନ୍ଧାରରେ ତୋପ ବର୍ଷା କରିଛି। ଏନେଇ ଏଲ୍ଏସିରେ ସ୍ଥିତି…
Archives


