ଡ୍ରେନ୍ରେ ଭାସି ଯାଇଥିବା ଛାତ୍ରଙ୍କ ମୃତଦେହ ମିଳିଲା
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ରାଜଧାନୀର ଖୋଲା ଡ୍ରେନ୍ରେ ରବିବାର ଅପରାହ୍ନରେ ଭାସି ଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହକୁ ସୋମବାର ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍। ଦୀର୍ଘ ୧୮ ଘଣ୍ଟା ଖୋଜାଖୋଜି କରିବା ପରେ ଆଜି ପଞ୍ଚସଖା ନଗର ନାଳରୁ…
ସନ୍ଦେହ ଜନକ ସ୍ଥିତି, ଉରି ସେକ୍ଟରରେ ସର୍ଚ୍ଚ ଅପରେଶନ୍ ଜାରି…
ଶ୍ରୀନଗର,୨୦।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସନ୍ଦେହ ଜନକ ସ୍ଥିତି ସୃଷ୍ଟି ହୋଇଛି। ନିୟନ୍ତ୍ରଣ ରେଖା ଦେଇ ଅନୁପ୍ରବେଶ ହେଉଥିବାର ଅନୁମାନ ଭାରତୀୟ ସେନା ପକ୍ଷରୁ କରାଯିବା ପରେ ସର୍ଚ୍ଚ ଅପରେଶନ୍ ଆରମ୍ଭ କରାଯାଇଛି। ଉତ୍ତର କଶ୍ମୀରର ଉରି ସେକ୍ଟରରେ…
ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ା
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ। ଏନେଇ ଅଲ୍ ଇଣ୍ଡିଆ କାଉନ୍ସିଲ୍ ଫର୍ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍ ସିଗ୍ନାଲ୍ ମିଳିସାରିଛି। ତେବେ କିଭଳି ଓଡ଼ିଆରେ ପଢ଼ାହେବ, ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ନିକଟରେ ଏଆଇସିଟିଇ ଏବଂ ରାଜ୍ୟ ସରକାରଙ୍କ…
୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ …
କୋଲକାତା,୨୦।୯: ୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ … କୋଲକାତା,୨୦।୯: ଆସନ୍ତା ୨୦୨୪ରେ ଦେଶର ପ୍ରଧାନମନ୍ତ୍ରୀ ହେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଆଶା ଅଧିକ ରହିଛି। ଏସମ୍ପର୍କରେ ତୃଣମୂଳ ନେତା ବାବୁଲ ସୁପ୍ରିୟୋ…
ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୦।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍ସ୍ପଟ୍ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ…
ଆଜିଠୁ ଆରମ୍ଭ ପିପିଲି ଉପନିର୍ବାଚନ ପ୍ରଚାର
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ୩୦ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ। ପ୍ରଚାର ପୂର୍ବରୁ ସବୁ ଦଳ କର୍ମୀ ସମ୍ମିଳନୀ ଉପରେ ଜୋର୍ ଦେଇଛନ୍ତି। ସୋମବାରଠାରୁ ପ୍ରଚାର ପାଇଁ ୭ ଦିନ ମିଳିବ। ରୋଡ…
କୋଭିଡ କାଳରେ ଧନୀ ମାଲାମାଲ୍
ନୂଆଦିଲ୍ଲୀ,୨୦।୯: କୋଭିଡ-୧୯ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଅଣ୍ଟା ଭାଙ୍ଗି ଯାଇଛି। ଏପଟେ ସଙ୍କଟ ସମୟରେ ମଧ୍ୟ ଅତିଧନୀଙ୍କ ସମ୍ପତ୍ତି ଲଗାତର ବଢ଼ିଚାଲିଛି। ଲୋକମାନେ କରୋନାରେ ନାହିଁ ନ ଥିବା ସମସ୍ୟା ସାମ୍ନା କରିଥିବା ବେଳେ ଅନେକେ ମହାମାରୀର କରାଳ…
୨୦୨୦ରେ ଯାଇଛି ୧.୨୦ ଲକ୍ଷ ଜୀବନ
ନୂଆଦିଲ୍ଲୀ, ୨୦।୯(ପି.ଟି.): ଗତବର୍ଷ କୋଭିଡ୍-୧୯ ଲକ୍ଡାଉନ ସତ୍ତ୍ୱେ ସଡ଼କ ଦୁର୍ଘଟଣା ଜନିତ କାରଣରୁ ଦେଶରେ ୧.୨୦ ଲକ୍ଷ ଲୋକଙ୍କ ଜୀବନ ଯାଇଛି, ଅର୍ଥାତ ଦିନକୁ ହାରାହାରି ୩୨୮ ଜଣଙ୍କ ମୃତ୍ୟୁ ଘଟିଛି। ସରକାରୀ ତଥ୍ୟ ଅନୁଯାୟୀ ଗତ ୩ ବର୍ଷରେ ମୋଟ…
କାନାଡ଼ାରେ ପୁଣି ସଂଖ୍ୟାଲଘୁ ସରକାର
ଓଟାଓ୍ବା, ୨୦।୯: କୋଭିଡ୍ ମହାମାରୀ ଭିତରେ କାନାଡାରେ ଶେଷ ହୋଇଛି ୩୬ ଦିନିଆ ନିର୍ବାଚନ ପ୍ରଚାର। ଆଗୁଆ ପାର୍ଲାମେଣ୍ଟ ଭଙ୍ଗ ପାଇଁ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ସୁପାରିସ କରିବା ପରେ ହାଉସ୍ ଅଫ୍ କମନ୍ସର ୩୩୮ ସଦସ୍ୟଙ୍କୁ ବାଛିବା ଲାଗି ଭୋଟଗ୍ରହଣ…
କରୋନା, ବେକାରି ବଡ଼ ଚିନ୍ତା
ପ୍ୟାରିସ୍,୨୦ା୯: ଦେଢ଼ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ସାରା ବିଶ୍ୱର ସବୁଠୁ ବଡ଼ ଚିନ୍ତା ସାଜିଛି କରୋନା। ଅକାଳରେ ଅଗଣିତ ଜୀବନ ନେଇଛି ଏହି ମହାମାରୀ। କେବଳ ସରକାରୀ ତଥ୍ୟକୁ ଦେଖିଲେ ପ୍ରାୟ ୪୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। କାହିଁ କେତେଗୁଣା…
ଆର୍ସିବି ଦଳର ନେତୃତ୍ୱ ଛାଡ଼ିବାକୁ ଯାଉଛନ୍ତି କୋହଲି
ଦୁବାଇ,୧୯।୯: ଭାରତୀୟ ଟି୨୦ ଦଳର ଅଧିନାୟକ ପଦରୁ ଓହରିବା ନେଇ ଘୋଷଣା କରିବା ପରେ ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ବିରାଟ କୋହଲି। ଏଠାରେ ଚାଲିଥିବା ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍ ଶେଷ ହେବା ପରେ କୋହଲି ରୟାଲ…
ଜ୍ୟୋତିଷ ଶାସ୍ତ୍ରର ପ୍ରବଳ ବିଶ୍ୱାସୀ ନୂଆ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୧୯।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଜ୍ୟୋତିଷ ଶାସ୍ତ୍ରକୁ ଖୁବ୍ ମାନନ୍ତି। ଏଥି ପୂର୍ବରୁ କ୍ୟାପଟେନ ଅମରିନ୍ଦର ସିଂଙ୍କ ସରକାରରେ ସେ ବୈଷୟିକ ଶିକ୍ଷାମନ୍ତ୍ରୀ ଥିଲେ। କଂଗ୍ରେସର ଏହି ବରିଷ୍ଠ ନେତା ବହୁବାର ନିଜ ଦଳ ପାଇଁ ଚିନ୍ତାର…
Archives


