କୋଭିଡ କାଳରେ ଧନୀ ମାଲାମାଲ୍
ନୂଆଦିଲ୍ଲୀ,୨୦।୯: କୋଭିଡ-୧୯ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଅଣ୍ଟା ଭାଙ୍ଗି ଯାଇଛି। ଏପଟେ ସଙ୍କଟ ସମୟରେ ମଧ୍ୟ ଅତିଧନୀଙ୍କ ସମ୍ପତ୍ତି ଲଗାତର ବଢ଼ିଚାଲିଛି। ଲୋକମାନେ କରୋନାରେ ନାହିଁ ନ ଥିବା ସମସ୍ୟା ସାମ୍ନା କରିଥିବା ବେଳେ ଅନେକେ ମହାମାରୀର କରାଳ…
୨୦୨୦ରେ ଯାଇଛି ୧.୨୦ ଲକ୍ଷ ଜୀବନ
ନୂଆଦିଲ୍ଲୀ, ୨୦।୯(ପି.ଟି.): ଗତବର୍ଷ କୋଭିଡ୍-୧୯ ଲକ୍ଡାଉନ ସତ୍ତ୍ୱେ ସଡ଼କ ଦୁର୍ଘଟଣା ଜନିତ କାରଣରୁ ଦେଶରେ ୧.୨୦ ଲକ୍ଷ ଲୋକଙ୍କ ଜୀବନ ଯାଇଛି, ଅର୍ଥାତ ଦିନକୁ ହାରାହାରି ୩୨୮ ଜଣଙ୍କ ମୃତ୍ୟୁ ଘଟିଛି। ସରକାରୀ ତଥ୍ୟ ଅନୁଯାୟୀ ଗତ ୩ ବର୍ଷରେ ମୋଟ…
କାନାଡ଼ାରେ ପୁଣି ସଂଖ୍ୟାଲଘୁ ସରକାର
ଓଟାଓ୍ବା, ୨୦।୯: କୋଭିଡ୍ ମହାମାରୀ ଭିତରେ କାନାଡାରେ ଶେଷ ହୋଇଛି ୩୬ ଦିନିଆ ନିର୍ବାଚନ ପ୍ରଚାର। ଆଗୁଆ ପାର୍ଲାମେଣ୍ଟ ଭଙ୍ଗ ପାଇଁ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ସୁପାରିସ କରିବା ପରେ ହାଉସ୍ ଅଫ୍ କମନ୍ସର ୩୩୮ ସଦସ୍ୟଙ୍କୁ ବାଛିବା ଲାଗି ଭୋଟଗ୍ରହଣ…
କରୋନା, ବେକାରି ବଡ଼ ଚିନ୍ତା
ପ୍ୟାରିସ୍,୨୦ା୯: ଦେଢ଼ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ସାରା ବିଶ୍ୱର ସବୁଠୁ ବଡ଼ ଚିନ୍ତା ସାଜିଛି କରୋନା। ଅକାଳରେ ଅଗଣିତ ଜୀବନ ନେଇଛି ଏହି ମହାମାରୀ। କେବଳ ସରକାରୀ ତଥ୍ୟକୁ ଦେଖିଲେ ପ୍ରାୟ ୪୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। କାହିଁ କେତେଗୁଣା…
ଆର୍ସିବି ଦଳର ନେତୃତ୍ୱ ଛାଡ଼ିବାକୁ ଯାଉଛନ୍ତି କୋହଲି
ଦୁବାଇ,୧୯।୯: ଭାରତୀୟ ଟି୨୦ ଦଳର ଅଧିନାୟକ ପଦରୁ ଓହରିବା ନେଇ ଘୋଷଣା କରିବା ପରେ ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ବିରାଟ କୋହଲି। ଏଠାରେ ଚାଲିଥିବା ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍ ଶେଷ ହେବା ପରେ କୋହଲି ରୟାଲ…
ଜ୍ୟୋତିଷ ଶାସ୍ତ୍ରର ପ୍ରବଳ ବିଶ୍ୱାସୀ ନୂଆ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୧୯।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଜ୍ୟୋତିଷ ଶାସ୍ତ୍ରକୁ ଖୁବ୍ ମାନନ୍ତି। ଏଥି ପୂର୍ବରୁ କ୍ୟାପଟେନ ଅମରିନ୍ଦର ସିଂଙ୍କ ସରକାରରେ ସେ ବୈଷୟିକ ଶିକ୍ଷାମନ୍ତ୍ରୀ ଥିଲେ। କଂଗ୍ରେସର ଏହି ବରିଷ୍ଠ ନେତା ବହୁବାର ନିଜ ଦଳ ପାଇଁ ଚିନ୍ତାର…
ଆରମ୍ଭ ହେଲା ଆଇପିଏଲ୍, ପ୍ରଥମେ ବ୍ୟାଟିଂ କରିବ ସିଏସ୍କେ
ଦୁବାଇ,୧୯।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟର ଲିଗ୍ ମ୍ୟାଚ୍ ରବିବାରଠାରୁ ଦୁବାଇରେ ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ୍ରେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତେବେ ମ୍ୟାଚ୍ରେ…
ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୧୯ ।୯: ବରିଷ୍ଠ କଂଗ୍ରେସ ନେତା ହରିଶ ରାୱତଙ୍କ ଟୁଇଟର ସୂଚନା ଅନୁଯାୟୀ ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ । ସେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ଚରଣଜିତ୍ ସର୍ବସମ୍ମତି କ୍ରମେ କଂଗ୍ରେସ…
ରାଜଧାନୀର ମୁକୁଳା ଡ୍ରେନରେ ଭାସିଗଲେ ଛାତ୍ର
ଭୁବନେଶ୍ୱର,୧୯।୯(ବ୍ୟୁରୋ): ବର୍ଷାପାଣିରେ ଖୋଲା ଡ୍ରେନରେ ରବିବାର ଅପରାହ୍ନରେ ଜଣେ ୧୫ ବର୍ଷୀୟ ଛାତ୍ର ଭାସିଯାଇଛନ୍ତି। ସେହି ଛାତ୍ର ଜଣଙ୍କ ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀର ଛାତ୍ର ବୋଲି ଜଣାପଡିଛି। ସାଇକେଲରେ ଟ୍ୟୁସନ ଯିବା ସମୟରେ ଏଭଳି ଘଟିଥିବା ସୂଚନା ମିଳିଛି। ଭାସୁଥିବାର…
ବିନା ବିରୋଧୀ ଦଳରେ ରାଜ୍ୟରେ ଚାଲିବ ସରକାର, ଏକଜୁଟ ହେଲେ ସଭିଏଁ…
କୋହିମା,୧୯।୯: ନାଗାଲାଣ୍ଡରେ ବିରୋଧ ଦଳ ବିନା ସରକାର ଚାଲିବ। ସମସ୍ତ ରାଜନୈତିକଦଳ ଏହି ପ୍ରସ୍ତାବ ଉପରେ ମୋହର ଲଗାଇଛନ୍ତି। ବିରୋଧୀ ବିନା ସରକାର ଚଳାଇବାରେ ନାଗାଲାଣ୍ଡ ଦେଶର ଏକମାତ୍ର ରାଜ୍ୟ ହେବ। ସରକାର ଏବଂ ବିରୋଧୀ ଦଳର ନେତାଙ୍କ ପରାମର୍ଶ ପରେ…
ପ୍ରାୟ ୧୨ ସପ୍ତାହ ପାଇଁ କାର୍ଯ୍ୟ କରିବେ ନୂଆ ମୁଖ୍ୟମନ୍ତ୍ରୀ …
ଚଣ୍ଡିଗଡ଼,୧୯।୯: ପଞ୍ଜାବ କଂଗ୍ରେସରେ ସଙ୍କଟ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂଙ୍କ ଇସ୍ତଫା ଦେବା ପରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ହାଇକମାଣ୍ଡ ଅଡୁଆରେ ପଡ଼ିଛନ୍ତି। ହାଇକମାଣ୍ଡ ଏନେଇ ଅମ୍ବିକା ସୋନୀଙ୍କୁ କହିଥିଲେ ମଧ୍ୟ ସେ ଏହାକୁ ପ୍ରତ୍ୟାଖାନ କରିଥିବା କୁହାଯାଉଛି।…
ରାଜସ୍ଥାନ-ଛତିଶଗଡ଼କୁ ନେଇ ଚର୍ଚ୍ଚା ଆରମ୍ଭ, ଚିନ୍ତାରେ ଗେହଲଟ-ବ।ଘେଲା …
ଜୟପୁର/ରାୟପୁର,୧୯।୯: କଂଗ୍ରେସ ହାଇକମାଣ୍ଡ ପଞ୍ଜାବରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରିଛନ୍ତି। ତେବେ ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ନେଇ ଅଙ୍କକଷା ଜାରି ରହିଛି। ଏବେ ସମସ୍ତଙ୍କ ଆଖି ରାଜସ୍ଥାନ ଏବଂ ଛତିଶଗଡ ଉପରେ ରହିଛି। ଏହି ୨ ରାଜ୍ୟରେ ମଧ୍ୟ ପଞ୍ଜାବ ଭଳି ସମାନ…
Archives


