ପ୍ରକାଶ ପାଇଲା + ୨ ରେଜଲ୍ଟ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ୨ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସମୁଦାୟ ୯୪,୫୩୨…
ଆସିଲା ଅଗଷ୍ଟ ଗାଇଡ୍ଲାଇନ୍: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍ଡାଉନ୍ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ପ୍ରଦୀପ ଜେନା। ଏହା ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ ଆଣିବା…
ଏନ୍କାଉଣ୍ଟରରେ ଜୈଶ୍ ଆତଙ୍କବାଦୀ ଲମ୍ବୁ ନିହତ…
ଶ୍ରୀନଗର,୩୧।୭: ଜୈଶ-ଇ-ମହମ୍ମଦର ଜଣେ ବରିଷ୍ଠ ଆତଙ୍କବାଦୀଙ୍କୁ ଏନ୍କାଉଣ୍ଟର କରି ମିଳିତ ସୁରକ୍ଷାକର୍ମୀ ପୁଲୱାମା ଆକ୍ରମଣର ପ୍ରତିଶୋଧ ନେଇଛନ୍ତି। ପୁଲୱାମା ଆକ୍ରମଣରେ ସାମିଲ୍ ଥିବା ପାକିସ୍ତାନୀ ଆତଙ୍କବାଦୀଙ୍କର ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ଏକ ଏନ୍କାଉଣ୍ଟରରେ ମୃତ୍ୟୁ ଘଟିଛି। ଏନେଇ ଶନିବାର କଶ୍ମୀର ଜୋନ୍…
କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…
ଲକ୍ଷ୍ନୌ,୩୧।୭: କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ଏଣିକି ମିଳିବ ୧୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ମିଳିବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏସମ୍ପର୍କରେ ଘୋଷଣା କରାଯାଇଛି। କରୋନା ମହାମାରୀ ଯୋଗୁ ୨୦୨୦ରେ ରାଜ୍ୟରେ ୧୪…
ନୂଆ ଆଇପିଏସ୍ଙ୍କୁ ମୋଦିଙ୍କ ମନ୍ତ୍ର
ନୂଆଦିଲ୍ଲୀ,୩୧।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ଦ୍ଦାର ବଲଭଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀରେ ତାଲିମପ୍ରାପ୍ତ ଆଇପିଏସ୍ ଅଧିକାରୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଲିମପ୍ରାପ୍ତ ଅଧିକାରୀଙ୍କୁ କିଛି ମନ୍ତ୍ର ଦେଇଛନ୍ତି। ପ୍ରଶିକ୍ଷକ ଅଧିକାରୀଙ୍କୁ…
ଭୁବନେଶ୍ୱରରେ ୧୦୦ ପ୍ରତିଶତ ଟିକାକରଣ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ନେଇ ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍ ୯ ଲକ୍ଷ ୭ ହଜାର ଲୋକଙ୍କୁ ୨ ଡୋଜ୍ରେ ୧୮.୧୪ ଲକ୍ଷ ଟାର୍ଗେଟ ଥିଲା। ଶୁକ୍ରବାର ସୁଦ୍ଧା ୧୮ ଲକ୍ଷ ୩୫ ହଜାର…
ପୁଣି ମାଡ଼ି ଆସୁଛି ବିପଦ, ଆରମ୍ଭ ହେଲାଣି ଚତୁର୍ଥ ଲହର…
ଜେନେଭା,୩୧।୭: କରୋନା ମହାମାରୀର ଦ୍ୱିତୀୟ ଲହର ପୃଥିବୀର କେତେକ ଦେଶରେ ଥମି ନ ଥିବାବେଳେ କିଛି ଦେଶରେ ତୃତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ପୃଥିବୀର ମଧ୍ୟ-ପୂର୍ବ ଦେଶ ଗୁଡ଼ିକରେ କରୋନା ମହାମାରୀର ଚତୁର୍ଥ ଲହର ଆରମ୍ଭ ହେଲାଣି ବୋଲି…
ସ୍ଥିତି ଅଣାୟତ୍ତ ଆଶଙ୍କା, ସେପ୍ଟେମ୍ବର ପୂର୍ବରୁ ୧୦ ପ୍ରତିଶତ ଟିକାକରଣ ଅପରିହାର୍ଯ୍ୟ…
ଜେନେଭା,୩୧।୭: କରୋନା ମହାମାରୀ ବିରୋଧରେ ବିଜୟୀ ହେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ନୂଆ ରଣନୀତି ସମ୍ପର୍କରେ ସୂଚନା ଦିଆଯିବା ସହିତ ପୃଥିବୀର ସମସ୍ତ ଦେଶକୁ ଚେତାବନୀ ଦିଆଯାଇଛି। ଚଳିତ ୨୦୨୧ ବର୍ଷ ସେପ୍ଟେମ୍ବର ସୁଦ୍ଧା ୧୦ ପ୍ରତିଶତ ଲୋକଙ୍କର ଟିକାକରଣ…
ସମୟ ପୂର୍ବରୁ ମୌସୁମୀ ଅଧିବେଶନ ଶେଷ ହେବା ଆଶଙ୍କା, ହେଲାଣି ୨୬.୯୨୫ କୋଟି କ୍ଷତି…
ନୂଆଦିଲ୍ଲୀ,୩୧।୭: ସଂସଦର ମୌସୁମୀ ଅଧିବେଶନ ଅଚଳ ହୋଇପଡ଼ିଛି। ଜୁଲାଇ ୧୯ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି। ଅଧିବେଶନରେ ୧୯ଟି ସାଧାରଣ କାର୍ଯ୍ୟ ଦିବସକୁ ସାମିଲ୍ କରାଯାଇଛି । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ…
ଅପରାହ୍ନରେ ଗଣମାଧ୍ୟମ ସମ୍ମିଳନୀ କରିବେ ଏସ୍ଆରସି
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଓଡ଼ିଶାରେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ରବିବାର ସକାଳ ୬ଟାରେ ରାଜ୍ୟରେ ଲାଗୁ ହୋଇଥିବା ତୃତୀୟ ପର୍ଯ୍ୟାୟ ଆଶିଂକ ଲକ୍ଡାଉନ…
୨.୨୭ ଲକ୍ଷରୁ ଅଧିକ ଗର୍ଭବତୀଙ୍କୁ ଦିଆଯାଇଛି ଟିକା…
ନୂଆଦିଲ୍ଲୀ,୩୧।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୪୬ କୋଟି ୧୫ ଲକ୍ଷ ୧୮ ହଜାର ୪୭୯ ଜଣ ଲୋକଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ଶୁକ୍ରବାର ସନ୍ଧ୍ୟା…
କରୋନା ମୃତ୍ୟୁ ହାର ୧.୩୪ ପ୍ରତିଶତ ଛୁଇଁଲା…
ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୬୪୯ ରେ…
Archives


